ଭଦ୍ରକ

କାଳୀପୂଜା ପାଇଁ ଭଦ୍ରକ ଚଳଚଞ୍ଚଳ: ସାତ ଦିନ ଧରି ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ

ଭଦ୍ରକ,୧୨।୧୧(ସନାତନ ରାଉତ ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇ ଉଠିଛି। ସହରର ୯ଟି ମଣ୍ଡପରେ ମା’ ଙ୍କୁ ଆରାଧନା କରାଯାଉ ଥିବାବେଳେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ପୂଜା ଓ ବିଶ୍ୱଶାନ୍ତି…

ଅନ୍ୟର ମତ ଶୁଣିବା ହିଁ ଗଣତନ୍ତ୍ର

ଭଦ୍ରକ,୧୦ା୧୧(ସନାତନ ରାଉତ): ଗଣମାଧ୍ୟମ ନିରପେକ୍ଷ ହେବା ଜରୁରୀ। ଗଣତନ୍ତ୍ରରେ ପ୍ରଶ୍ନ ପଚାରିବାର ଅଧିକାର ସମସ୍ତଙ୍କର ରହିଛି। କହିବା ଅପେକ୍ଷା ଅନ୍ୟର ମତକୁ ଶୁଣିବା ହେଉଛି ଗଣତନ୍ତ୍ରର ମୂଳଦୁଆ। ଆମ ଭିତରେ ସହନଶୀଳତା ରହିଲେ ଆମେ ଏକାଠି ହେବା ସହ ଦେଶରେ ଏକତା…

ମାଡ଼ଖାଇ ପାଚେରି ଡେଇଁ ପଳାଇଲେ ପ୍ରଧାନ ଶିକ୍ଷକ

ଭୋଗରାଇ,୭ା୧୧(ପ୍ରଦୀପ ଦାସ):ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ପ୍ରଧାନଶିକ୍ଷକ। ଗ୍ରାମବାସୀ ପ୍ରଧାନଶିକ୍ଷକଙ୍କୁ ମାଡ଼ ମାରିବା ଓ ଭୟରେ ପ୍ରଧାନଶିକ୍ଷକ ପାଚେରି ଡେଇଁ ପଳାଇବା ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କଖଡ଼ା ପଞ୍ଚାୟତ…

କୋଇଲା ବୋଝେଇ ଟ୍ରକ୍‌ ଜବତ

ଭଣ୍ଡାରିପୋଖରୀ, ୬।୧୧ (ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପୋଲିସ ଏକ ବେଆଇନ କୋଇଲା ବୋଝେଇ ଟ୍ରକ୍‌ ଜବତ କରିଛି। ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେଙ୍କ ନେତୃତ୍ୱରେ ପାଟ୍ରୋଲିଂ ଚାଲିଥିବା ବେଳେ ଛତାବର ଟୋଲ୍‌ଗେଟ ନିକଟରୁ କୋଇଲା ଟ୍ରକ୍‌କୁ…

ସ୍କୁଲ ଆସି ବହେ କାନ୍ଦୁଛନ୍ତି ତ ବହେ ହସୁଛନ୍ତି: ବରଗଛ ମୂଳେ ପଡ଼ୁଛନ୍ତି ଚେତା ହରାଇ

ବାସୁଦେବପୁର, ୩।୧୧ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢ଼ୁଁଆ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସିବା ପରେ କେତେବେଳେ କାନ୍ଦୁଛନ୍ତି ତ ଆଉ କେତେବେଳେ…

ନମ୍ବର ବିହୀନ ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଦମ୍ପତି ଗୁରୁତର: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଚାନ୍ଦବାଲି,୩।୧୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ମୁଖ୍ୟ ରାସ୍ତା ଉଗ୍ରତାରା ମୁନିଛକ ନିକଟରେ ଏକ ନମ୍ବର ବିହୀନ ପିକଅପ୍‌ ଭ୍ୟାନ ଧକ୍କାରେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଘଟନା ଗାଁର ଦେବବ୍ରତ…

ପାଣି ପାଇଁ ରାସ୍ତାରେ ବସିଲେ

ବାସୁଦେବପୁର, ୧।୧୧(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା ଦୂର…

କାମରେ ଲାଗୁନି ମୋ ସରକାର କକ୍ଷ

ଧାମନଗର,୧।୧୧(ସନ୍ତୋଷ କୁମାର ମହାପାତ୍ର): ମୋ ସରକାର କାର୍ଯ୍ୟକ୍ରମ ଦ୍ୱାରା ଲୋକଙ୍କୁ ବିଭିନ୍ନ ସେବା ଯୋଗାଇଦେବା, ପ୍ରତ୍ୟେକ ବିଭାଗ ଏହାର ସମୀକ୍ଷା କରି ଅବସ୍ଥାରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ଯେଉଁ ଅଧିକାରୀମାନେ ଏଥିରେ ଖିଲାପ କରିଛନ୍ତି, ସେମାନେ ଦଣ୍ଡିତ ହେବାର…

‘ସରକାରକୁ ଆସିଲେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଜେଲ ପଠାଇବୁ’

ଭଦ୍ରକ,୩୧।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଓ ବିଜେଡି ମଧ୍ୟରେ ଭିତିରି ବୁଝାମଣା ଚାଲିଛି। ରାଜ୍ୟ ବାସୀଙ୍କୁ ଷଡଯନ୍ତ୍ର କରି ବିଜେଡି ସରକାର ଚଳାଇଛି। ଭିକେ ପାଣ୍ଡିଆନଙ୍କ ଭିଆରଏସ ଆବେଦନକୁ କେନ୍ଦ୍ର ସରକାର ତୁରନ୍ତ ଗ୍ରହଣ କରିବା ଏବଂ ଅବସର ନେବାର ଦିନକପରେ…

ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ବାସୁଦେବପୁର,୩୦।୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା ଦୂର…

ଚନ୍ଦ୍ରଗ୍ରହଣ ଲାଗି ଆଖଣ୍ଡଳମଣି ମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

ଚାନ୍ଦବାଲି,୨୭।୧୦(କିଷାନ ପାତ୍ର): ଚନ୍ଦ୍ରଗ୍ରହଣ ଥିବାରୁ ଶନିବାର ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି। କୁମାର ପୂର୍ଣ୍ଣିମା ଓ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବାରୁ ଭକ୍ତମାନଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଭୋର ୪ଟାରେ…

ଚିକିତ୍ସା ପାଇଁ ବାପାଙ୍କୁ ୩୫ କି.ମି. ଟ୍ରଲିରେ ବୋହିଲେ ଝିଅ

ଭଦ୍ରକ,୨୭ା୧୦(ସନାତନ ରାଉତ): ବାପାଙ୍କ ଯନ୍ତ୍ରଣା ସହିପାରିଲେନି। ସାହି ପଡ଼ୋଶୀ କେହି ସହଯୋଗର ହାତ ବଢ଼ାଇଲେନି। ଆମ୍ବୁଲାନ୍ସ ସହ ଯୋଗାଯୋଗ ହୋଇପାରିଲାନି। ଶେଷରେ ଚିକିତ୍ସା ପାଇଁ ବାପାଙ୍କୁ ଟ୍ରଲିରେ ବସାଇ ୩୫ କି.ମି. ବୋହି ଡାକ୍ତରଖାନା ନେଲେ ନାବାଳିକା ଝିଅ। ଡାକ୍ତରଖାନାରେ ଚିକିତ୍ସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri