ଭଦ୍ରକ

ଦାଦନ ଖଟିବାକୁ ଯାଇ ଘରକୁ ଫେରିଲା ମୃତଦେହ, ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଚାନ୍ଦବାଲି,୨ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ସାମ୍ନାକୁ ଆସିଛି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ। ପରିବାର ପ୍ରତିପୋଷଣ କରିବା ପାଇଁ ଦାଦନ ଖଟୁଥିଲେ କିନ୍ତୁ ଶ୍ରମିକଙ୍କ ମୃତଦେହ ଏବେ ତାଙ୍କ ଗାଁକୁ ଫେରିଛି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଚାନ୍ଦବାଲି...

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା...

ସରିଲା ପ୍ରଚାର: ଦ୍ୱନ୍ଦ୍ୱରେ ପ୍ରାର୍ଥୀ

ଧାମନଗର,୨ା୧୧(ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମଇଦାନରେ ୫ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ ହେଁ ମୁଖ୍ୟତଃ ଧାମନଗର ମଙ୍ଗ ଧରିବା ପାଇଁ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ଟକ୍କର ଚାଲିଛି। କିନ୍ତୁ ବିଜେଡି ଟିକେଟରୁ...

ବାହାର ନେତାଙ୍କୁ ଧାମନଗର ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୨ା୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ...

ବାହାର ନେତାଙ୍କୁ ଧାମନଗର ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ...

ସରିଲା ପ୍ରଚାର: ୩ରେ ଉପନିର୍ବାଚନ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ଯୋରଦାର ପ୍ରଚାର ହୋଇଥିଲା। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ହେଭିଓ୍ବେଟ ଓହ୍ଲାଇଥିଲେ। ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ...

ସରୁଛି ପ୍ରଚାର: ମଇଦାନରେ ହେଭିଓ୍ବେଟ୍‌

ଭଦ୍ରକ ଅଫିସ,୧।୧୧: ଧାମନଗର ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ଦିନ ହୋଇଥିବା ବେଳେ ଜୋରଦାର ହେଉଛି କ୍ୟାମ୍ପେନ୍‌। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ। ଭୋଟରଙ୍କୁ ନିଜ ସପକ୍ଷରେ ନେବାକୁ ପ୍ରାର୍ଥୀ ଲାଗିପଡ଼ିଛନ୍ତି। ୩ ପ୍ରମୁଖ...

ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ,୧।୧୧: ଦୀପାବଳିଠାରୁ ୭ଦିନ ଧରି ଚାଲିଥିବା ଭଦ୍ରକ କାଳୀପୂଜା ରବିବାର ଶେଷ ହୋଇଥିବା ବେଳେ ସୋମବାର ମା’ ମେଲାଣି ନେଇଛନ୍ତି। ଭଦ୍ରକର ଏକମାତ୍ର ରାଜଘାଟ ପୋଲ ପୂଜା ମଣ୍ଡପର ଭସାଣି ଶୋଭାଯାତ୍ରା ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ମଣ୍ଡପ ନିକଟରୁ...

କେନ୍ଦ୍ରମନ୍ତ୍ରୀଙ୍କ କ୍ୟାମ୍ପେନ

ଧାମନଗର,୧ା୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସୋମବାର ଧାମନଗର ବ୍ଲକର ନୂଆନନ୍ଦ, ଭଗବାନପୁର ଓ ଦଇପୁର ପଞ୍ଚାୟତରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ସାଧାରଣ ସଭା, ପଦଯାତ୍ରା ଓ ବାଇକ୍‌ ଶୋଭାଯାତ୍ରା କରି...

ପ୍ରଚାର ଅଭିଯାନ ସରଗରମ

ଧାମନଗର, ୧।୧୧(ଡି.ଏନ୍‌.ଏ.): ଧାମନଗର ଉପନିର୍ବାଚନ ପାଇଁ ଅସୁରାଳି ଜୋନ୍‌ରେ ପ୍ରଚାର ଅଭିଯାନ ବେଶ୍‌ ସରଗରମ ହେଉଛି। ବିରୋଧୀ ଦଳର ମୁଖ୍ୟ ସଚେତକ ତଥା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ଓ ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା...

ଧାମନଗର ଉପନିର୍ବାଚନ: ଆଜି ସରିବ ପ୍ରଚାର

ଭଦ୍ରକ ଅଫିସ,୧।୧୧: ଆସନ୍ତା ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ପ୍ରଚାର ସରିବ। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଗତ ୨୮ ଓ ୨୯ ତାରିଖରେ କେନ୍ଦ୍ରମନ୍ତ୍ରୀ...

୫ ପିଙ୍କ୍‌ ବୁଥ୍‌ ପାଇଁ ନିୟୋଜିତ ପୋଲିଂ ଦଳକୁ ତାଲିମ

ଭଦ୍ରକ ଅଫିସ, ୩୧।୧୦-ଧାମନଗର ଉପନିର୍ବାଚନରେ ୫ ପିଙ୍କ୍‌ ବୁଥ୍‌ ଓ ୧୫ ଆଦର୍ଶ ବୁଥ୍‌ କରାଯାଇଛି। ଧାମନଗର ଏନ୍‌ଏସିର ଦକ୍ଷିଣବାଡ଼, ୧୧୧ ନଂ. ବୁଥ୍‌ ମହେନ୍ଦ୍ର ନୋଡାଲ ୟୁପି ସ୍କୁଲ, ତାଳପଦା ୧୧୩ ନଂ. ବୁଥ୍‌ ତାଳପଦା ନୋଡାଲ ୟୁପି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri