ଭଦ୍ରକ

କାଳ ବୈଶାଖୀରେ ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଛିଣ୍ଡିଲା ତାର

ଭଦ୍ରକ,୧୬।୩(ସନାତନ ରାଉତ): କାଳ ବୈଶାଖୀ ତାଣ୍ଡବରେ ଭଦ୍ରକ ଜିଲା ବନ୍ତ ବ୍ଲକ ସରମରା ଗ୍ରାମରେ କ୍ଷୟକ୍ଷତି ଘଟିଛି। ଶୁକ୍ରବାର ରାତିରେ ହଠାତ୍‌ ବର୍ଷା ହେବା ସହ ଜୋରରେ ପବନ ବହିଥିଲା। ଫଳରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି ପଡିବା…

ଏନ୍‌ଏସି ମାନ୍ୟତା ଦାବିରେ ତିହିଡି ବନ୍ଦ

ତିହିଡି,୧୬।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡିକୁ ଏନ୍‌ଏସି ମାନ୍ୟତା ମିଳି ପାରିନାହିଁ। ଏହାର ପ୍ରତିବାଦରେ ଶନିବାର ତିହିଡି ବନ୍ଦ ପାଳନ କରାଯାଇଛି। ତିହିଡି ବ୍ଲକ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ଟାଠାରୁ ଦୋକାନ, ବଜାର ବନ୍ଦ କରାଯାଇଥିବା ବେଳେ ବ୍ୟାଙ୍କ…

ଘରେ ବିଦ୍ୟୁତ୍‌ ତାର ସଜାଡୁଥିବାବେଳେ ମାରିଲା କରେଣ୍ଟ୍‌: ଚାଲିଗଲା ଜୀବନ

ତିହିଡି,୧୫।୩(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି ଥାନା ଗୁଆମାଳ ପଞ୍ଚାୟତ ଅଧୀନ ସଦାନନ୍ଦପୁର ଗ୍ରାମରେ ଶୁକ୍ରବାର ସକାଳେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରବିନାରାୟଣ ଦାସ(୬୦)। ରବିନାରାୟଣ ତାଙ୍କ ଘରେ ବିଦ୍ୟୁତ୍‌ ତାର ସଜାଡିବା ବେଳେ…

କଲେଜ କର୍ମଚାରୀଙ୍କ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ,୧୫ା୩(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି, କର୍ମଚାରୀଙ୍କ ବକେୟା ଦରମା ଦାବିରେ କର୍ମଚାରୀ, ବରପଦା ବିକାଶ ମଞ୍ଚ, ନାଗରିକ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦିଆଯାଇଥିଲା। ସକାଳ ୬ ଟାରୁ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଚିତ୍ରଶିଳ୍ପୀ କ୍ରୀତିକ୍ରିଷ୍ଣା

ଧାମନଗର,୧୫ା୩ (ସନ୍ତୋଷ କୁମାର ମହାପାତ୍ର):ପିଲାଟି ବେଳୁ ଚିତ୍ରକଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ଥିଲା। ଧୀରେ ଧୀରେ ଏଥିପ୍ରତି ଆଗ୍ରହ ବଢ଼ିବା ସହ ଜୀବନ୍ତ ଚିତ୍ର ଆଙ୍କି ପ୍ରଶଂସା ସାଉଣ୍ଟିଥିଲେ। ଆଉ ଏହି ପ୍ରତିଭା ତାଙ୍କୁ ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ…

ଦୋହଲିଲା ବିଜେଡି ଗଡ଼

ଚାନ୍ଦବାଲି,୧୪ା୩(କିଷାନ ପାତ୍ର): ନିର୍ବାଚନ ପୂର୍ବରୁ ଦଳ ବଦଳ ଚାଲିଥିବା ବେଳେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବିଧାନସଭା କ୍ଷେତ୍ର ଚାନ୍ଦବାଲିରେ ବିଜେଡିି ଛାଡ଼ି ହଜାରରୁ ଊର୍ଦ୍ଧ୍ୱ କର୍ମୀ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖେରଙ୍ଗ ବଜାର…

ଅଯୋଗ୍ୟ ହାତେଇଛନ୍ତି, ଯୋଗ୍ୟ ବାଦ୍‌

ବାସୁଦେବପୁର, ୧୩।୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୨୩ଟି ୱାର୍ଡରେ ଅଯୋଗ୍ୟମାନେ ଚଞ୍ଚକତା କରି ରାଶନ କାର୍ଡ ହାତେଇଥିବାରୁ ଯୋଗ୍ୟ ହିତାଧିକାରୀମାନେ ବାଦ୍‌ ପଡ଼ିଛନ୍ତି। ଏହି କାରଣରୁ ଆବଶ୍ୟକ ସଂଖ୍ୟକ ରାଶନ କାର୍ଡଠାରୁ ଅଧିକ ପ୍ରସ୍ତୁତ ହୋଇଥିବାରୁ ଦୀର୍ଘ…

ଯିଏ ହସାଉଥିଲା ସିଏ କନ୍ଦାଇଦେଲା

ଭଦ୍ରକ,୧୨।୩: କାରର ପଛରେ ଲେଖାଅଛି ‘ଟିକେ ହସି ଦିଅ’। ଯାହାଙ୍କର ଏହା ଉପରେ ନଜର ପଡ଼ିଥିବ ସେ ଏହାକୁ ଦେଖି ନିଶ୍ଚୟ ଟିକେ ହସିଥିବେ। ଏହା ଅନେକଙ୍କୁ ହସିବାର ଖୋରାକ ଯୋଗାଇଥିବ। ହେଲେ ଏହି କାର ଗୋଟିଏ ପରିବାରକୁ କନ୍ଦାଇ ଦେଇଛି।…

ସିଟ୍‌ ବିଜେଡି ହାତରେ ପଡ଼ୁ

ଭଦ୍ରକ, ୧୨।୩ (ରବିନାରାୟଣ ଖିଲାର):ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଦ୍ୱନ୍ଦ୍ୱରେ। କେତେକେ ମେଣ୍ଟ ଚାହୁଁ ଥିବାବେଳେ ଅଧିକାଂଶ ସପକ୍ଷରେ ନାହାନ୍ତି। ଏଭଳିସ୍ଥଳେ ଭଦ୍ରକ ବିଜେଡି ଲୋକ ସଭା ଆସନକୁ ଅକ୍ତିଆର କରିବା ପାଇଁ ରାଜ୍ୟ ମୁଖିଆଙ୍କୁ ଅବଗତ କରାଇଛନ୍ତି। ଜିଲାର ୫ ବିଧାନସଭା…

‘ଚାକିରି ଦିଅ, ନ ହେଲେ ରାସ୍ତା ବନ୍ଦ’

ବାରିପଦା,୧୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଓ ଭୂମିହୀନଙ୍କୁ ଜମିପଟ୍ଟା ଯୋଗାଇ ଦେବା ଦାବିରେ ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଅଧୀନ ଶଙ୍ଖାଭଙ୍ଗା ପଞ୍ଚାୟତର ଶତାଧିକ ଜନସାଧାରଣ ସୋମବାର ରାସ୍ତାରୋକୋ…

କାର୍ଡ ବାଣ୍ଟିଲେ ବିଧାୟକ

ବାସୁଦେବପୁର,୧୨ା୩(ନାରାୟଣ ପ୍ରସାଦ ବାରିକ୍‌):ବାସୁଦେବପୁର ନୀଳମଣି ଟାଉନହଲ୍‌ରେ ବ୍ଲକ ପ୍ରଶାସନ ପକ୍ଷରୁ ବିଏସ୍‌କଓ୍ବୋଇ ନବୀନ କାର୍ଡ ବଣ୍ଟନ ଉତ୍ସବ ସୋମବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ୨୦ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରିଥିଲେ। ଏହା…

ଭାଜପା ଟିକେଟ ଆଶାରେ ୬

ବାସୁଦେବପୁର,୧୨।୩(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲାର ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାସୁଦେବପୁର ବ୍ଲକର ୩୬ ପଞ୍ଚାୟତ, ପୌରପାଳିକାର ୨୩ ୱାର୍ଡ ଓ ତିହିଡ଼ି ବ୍ଲକର ୯ ପଞ୍ଚାୟତକୁ ନେଇ ଗଠିତ। ୨୦୦୦ ମସିହାରୁ ଏହି ଆସନକୁ ବିଜୁ ଜନତା ଦଳ (ବିଜେଡି) ଅକ୍ତିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?