ଚିକିତ୍ସା ପାଇଁ ବାପାଙ୍କୁ ୩୫ କି.ମି. ଟ୍ରଲିରେ ବୋହିଲେ ଝିଅ
ଭଦ୍ରକ,୨୭ା୧୦(ସନାତନ ରାଉତ): ବାପାଙ୍କ ଯନ୍ତ୍ରଣା ସହିପାରିଲେନି। ସାହି ପଡ଼ୋଶୀ କେହି ସହଯୋଗର ହାତ ବଢ଼ାଇଲେନି। ଆମ୍ବୁଲାନ୍ସ ସହ ଯୋଗାଯୋଗ ହୋଇପାରିଲାନି। ଶେଷରେ ଚିକିତ୍ସା ପାଇଁ ବାପାଙ୍କୁ ଟ୍ରଲିରେ ବସାଇ ୩୫ କି.ମି. ବୋହି ଡାକ୍ତରଖାନା ନେଲେ ନାବାଳିକା ଝିଅ। ଡାକ୍ତରଖାନାରେ ଚିକିତ୍ସା…
ମଣ୍ଡପକୁ ପ୍ରଥମ ଭୋଗ ଥାନାରୁ ଆସେ
ଭଦ୍ରକ ଜିଲା ବାସୁଦେବପୁରର ଗଁାଠୁ ସହର ପର୍ଯ୍ୟନ୍ତ ବିଭିନ୍ନ ପୂଜା ମଣ୍ଡପରେ ଶନିବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି। ବାସୁଦେବପୁର ମୁଖ୍ୟ ବଜାରସ୍ଥିତ ପୌରପାଳିକା ଅଫିସ ସାମ୍ନାରେ ଥିବା ପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ପୂଜା ଏଥର ୫୯ବର୍ଷରେ…
ଦସ୍ତଖତ, ଆଇସ୍କାନର ୧୫ଦିନ ପରେ ବି ମିଳିଲାନି ଚାଉଳ
ତିହିଡ଼ି,୨୨ା୧୦(ସଞ୍ଜିତ ବଳ)ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ପଞ୍ଚାୟତ ଓରଡ଼ା ଗ୍ରାମର ୩ଟି ୱାର୍ଡର ହିତାଧିକାରୀମାନଙ୍କୁ ୩ ମାସର ପିଡିଏସ୍ ଚାଉଳ ମିଳିନାହିଁ। ହିତାଧିକାରୀମାନେ ଦସ୍ତଖତ ଦେବା ଓ ଆଇସ୍କାନ କରାଯିବାର ୧୫ ଦିନ ପରେ ବି ଚାଉଳ ମିଳି…
‘ପାସେଞ୍ଜର ଟ୍ରେନ୍ରେ ଏକ୍ସପ୍ରେସ୍ ଭଡ଼ା’
ଭଦ୍ରକ,୨୧।୧୦(ସନାତନ ରାଉତ): ରେଳ ବିଭାଗର ବୈମାତୃକ ମନୋଭାବ ବିରୋଧରେ ଓଡ଼ିଶା ରେଳ ଉପଭୋକ୍ତା କମିଟି ପକ୍ଷରୁ ଭୁବନେଶ୍ୱରସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଅଫିସ୍ ଆଗରେ ଗଣଧାରଣା ଦିଆଯାଇଥିଲା। ଓଡ଼ିଶାରେ ପାସେଞ୍ଜର ଟ୍ରେନ୍ରେ ଏକ୍ସପ୍ରେସ୍ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆଣି ଏହାର ପ୍ରତିବାଦରେ…
ପାର୍ବଣରେ ଚଢାଉ: ଧରାପଡ଼ିଲେ ୪ ମଦ ବେପାରୀ
ଧାମନଗର,୨୦।୧୦(ସନ୍ତୋଷ କୁମାର ମହାପାତ୍ର): ପାର୍ବଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଉପଅଧୀକ୍ଷକ ଅନିତା ପ୍ରଧାନ, ଭ୍ରାମ୍ୟମାଣ ସ୍କ୍ବାଡ୍ ନିରୀକ୍ଷକ ସୁଶ୍ରୀ ସଙ୍ଗୀତା ମହାନ୍ତିଙ୍କୁ ନେଇ…
ବିଦାୟ ନେଲେ ଟୋକା ଗଣେଶ
ଭଦ୍ରକ ଅଫିସ,୧୮ା୧୦(ସନାତନ ରାଉତ): ଭଦ୍ରକ ପୁରୁଣାବଜାରଠାରେ ଏକମାସ ଧରି ପୂଜା ପାଉଥିବା ଚାନ୍ଦିମେଢ଼ରେ ତିଆରି ହୋଇଥିବା ବାବା ଟୋକାଗଣେଶଙ୍କୁ ବୁଧବାର ଧୂମ୍ଧାମରେ ବିଦାୟ ଦିଆଯାଇଛି। ଦୁଲ୍ଦୁଲି ବାଜା, ସିଂହବାଜା, ଆଦିବାସୀ ନୃତ୍ୟ, ବ୍ୟାଣ୍ଡପାର୍ଟି, ରାଜ୍ୟ ତଥା ରାଜ୍ୟ ବାହାରୁ ବିଭିନ୍ନ ପାରମ୍ପରିକ…
ମଣ୍ଡପରେ ବାହାନଗା ରେଳ ଦୁର୍ଘଟଣାର ଦୃଶ୍ୟ
ଭଦ୍ରକ,୧୮।୧୦ (ସନାତନ ରାଉତ): ଚଳିତବର୍ଷ ଭଦ୍ରକ ଗାନ୍ଧୀପଡ଼ିଆ ସାର୍ବଜନୀନ ଦୁର୍ଗାପୂଜା ୭୬ବର୍ଷରେ ପଦାର୍ପଣ କରୁଛି। ଆଉ ଦୁଇଦିିନ ପରେ ସପ୍ତମୀ ପୂଜା ଆରମ୍ଭ ହେବାକୁ ଥିବାବେଳେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଓ ପାର୍ଶ୍ୱମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବାଲେଶ୍ୱର ଜିଲା…
୨୯ରୁ ଭଣ୍ଡାରିପୋଖରୀ ମହୋତ୍ସବ
ଭଣ୍ଡାରିପୋଖରୀ, ୧୮।୧୦(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ମାଳଦା ଜଗନ୍ନାଥ ବଣିକ ସଂଘଠାରେ ଗଜଲକ୍ଷ୍ମୀ ପୂଜାରେ ଭଣ୍ଡାରିପୋଖରୀ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବାରିକପୁରସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍ କାର୍ତ୍ତିକ ଚନ୍ଦ୍ର ସ୍ବାଇଁ…
ଦୁଇଦୁଇ ପଦବୀରେ କିପରି ହେଲେ ସଭାନେତ୍ରୀ, ଅଭିଯୋଗ ଆଣିଲା ଭାଜପା ମହିଳା ମୋର୍ଚ୍ଚା
ଭଦ୍ରକ,୧୭।୧୦(ସନାତନ ରାଉତ ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବିଜେଡି ସଭାନେତ୍ରୀ ମିଶନ ଶକ୍ତିର ଚାନ୍ଦବାଲି ବ୍ଲକ ସ୍ତରୀୟ ଫେଡେରେଶନର ସଭାନେତ୍ରୀ ଅଛନ୍ତି। ନିୟମ ଅନୁଯାୟୀ ଜଣେ ରାଜନୈତିକ ବ୍ୟକ୍ତି ମିଶନ ଶକ୍ତି ବ୍ଲକ ଫେଡେରେଶନରେ କୌଣସି ପଦବୀରେ ରହିପାରିବେ ନାହିଁ…
ବିଦାୟ ନେଲେ ପିଲା ଗଣେଶ
ଭଦ୍ରକ,୧୭ା୧୦(ସନାତନ ରାଉତ): ଭଦ୍ରକ ପୌରାଞ୍ଚଳର କୁଆଁସଠାରେ ଏକମାସ ଧରି ପୂଜା ପାଇ ଆସୁଥିବା ପିଲା ଗଣେଶଙ୍କୁ ଧୁମ୍ଧାମରେ ବିଦାୟ ଦିଆଯାଇଛି। ପୂଜା ମଣ୍ଡପଠାରୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ସହର ପରିକ୍ରମା କରିବା ପରେ ସାଳନ୍ଦୀ କୁଆଁସ ଘାଟରେ ବିସର୍ଜନ କରାଯାଇଛି।…
ମୋବାଇଲ ଭାଙ୍ଗି ଦେବାରୁ ଜୀବନ ନେଇଗଲା ସାଙ୍ଗ
ଚାନ୍ଦବାଲି,୧୬।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ପଞ୍ଚାୟତ ଅଣଖାସାହି ଗାଁରେ ଶୁକ୍ରବାର ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର…
ଦୁଇଦିନ ହେଲା ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ
ଚାନ୍ଦବାଲି,୧୫ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଞ୍ଚଳର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଥିବା ବୋଳେ ରବିବାର ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ଜବତ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର…
Archives


