ଭଦ୍ରକ

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼ ଆନ୍ଦୋଳନ…

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୂଚନା ମୁତାବକ…

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ ୩ଦିନ ଧରି ନିଅଁା ଜଳୁଛି। ଏହି ତାତି ଥମି ନ ଥିବାବେଳେ ଆଉ ଏକ…

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ହତ୍ୟା…

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି ସହର ଅଶାନ୍ତ କରିଛି। ଚାନ୍ଦବାଲି ବଜାର ମଧୁବାବୁ ଛକ, ପୁରୁଣା ବସ୍‌ଷ୍ଟାଣ୍ଟ, ତାରିଣୀ ଛକ…

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ…

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ ମୃତଦେହକୁ…

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ ୪ ଜଣ କିନ୍ନରଙ୍କୁ ଭଦ୍ରକ ସହରାଞ୍ଚଳ ଥାନା ରେ ଜିମା ଦେଇଛନ୍ତି ।…

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି। ବ୍ଲକରେ ୧୦ ହଜାର ମେଟ୍ରିକ ଟନ୍‌ କ୍ଷମତା ବିଶିଷ୍ଟ ରାଜ୍ୟର ସର୍ବବୃହତ୍‌ ‘ଚକାଡୋଳା’ ଶୀତଳଭଣ୍ଡାର…

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି ଜାମଝାରୁ ବାସୁଦେବପୁର ଆଡକୁ ଆସୁଥିବା ବେଳେ ଟ୍ରେଲର୍‌ଟି ଧାମରାରୁ ଜାମଝାଡି ଆଡକୁ ଯାଉଥିଲା। ସକାଳ…

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri