ଭଦ୍ରକ

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି। ଏହି ଟ୍ରଲରକୁ କ୍ରେଡେଲକୁ ଉଠାଯାଇ କାଠ କାମ ହେଉଥିବା ବେଳେ ଅସାବଧାନତାରୁ ନିଆଁ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ ଗ୍ରାମବାସୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଏହି ଘଟଣାର ନିରପେକ୍ଷ ତଦନ୍ତ ଓ ଦୋଷୀଙ୍କ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା। ସୂଚନାନୁଯାୟୀ, ଗ୍ରାମର ରାଜକନିକା ଯଶୀପୁର ଅଞ୍ଚଳର ସସ୍ମିତା ପରିଡ଼ା ନିଜ ବାପଘର ବାସୁଦେବପୁର…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା ଦତ୍ତପୁରବେତାଳିଗାଁ ନିକଟରେ ବୈତରଣୀ ନଦୀ ଉପରେ ଏକ ସ୍ଥାୟୀ ସେତୁ ନିର୍ମାଣ। ଏହି…

ଆକ୍ସନମୋଡରେ ବନ୍ତ ପୋଲିସ: ୧୦ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବନ୍ତ, ୧୯।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ପୋଲିସ ଶୁକ୍ରବାର ଏକ ଚଢ଼ାଉ କରି ୧୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ,…

ପ୍ରେମ ନାଁରେ ପ୍ରତାରଣା, ପ୍ରେମିକଙ୍କୁ ଭେଟିବା ପାଇଁ ଯାଇଥିବା ବେଳେ ଆଦିବାସୀ ଯୁବତୀଙ୍କୁ ରାସ୍ତାରେ ଆକ୍ରମଣ

ତିହିଡି,୧୯।୬(କାଳନ୍ଦୀ ବେହେରା): ପ୍ରେମ ନାଁରେ ପ୍ରତାରଣା ପରେ ଜଣେ ଆଦିବାସୀ ଯୁବତୀଙ୍କୁ ସାର୍ବଜନୀନ ଭାବେ ଆକ୍ରମଣ କରାଯାଇଥିବା ଅଭିଯୋଗ ଧୂଷୁରୀ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ନ୍ୟାୟ ଦାବି କରି ଯୁବତୀ ଧୂଷୁରୀ ଥାନାରେ ଅଭିଯୋଗ ଦାଖଲ କରିଥିବା ବେଳେ ଘଟଣାକୁ…

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା ଯୁବକଙ୍କ ମୃତଦେହ ଶୁକ୍ରବାର ନଦୀରୁ ଉଦ୍ଧାର ହୋଇଛି l ମୃତକ ହେଉଛନ୍ତି ବାଂଶଡ଼ା…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ ଅନ୍ୟ ପଟକୁ କାର୍ଯ୍ୟ ପାଇଁ ଯାଉଥିବା ବେଳେ ୩ ଜଣ ନଦୀରେ ଭାସି…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା ଦାବିରେ ଆଜି ଭଦ୍ରକ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପୂର୍ବତନ ଧାମନଗର…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?