ଭଦ୍ରକ

ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ଚାଳକ ଗିରଫ

ପଦ୍ମପୁର,୨୬।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ପୋଲିସ ଜଗନ୍ନାଥପ୍ରସାଦ ପଞ୍ଚାୟତର ହତାଶିଆ ଛକଠାରେ ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି। ଏଥିସହ ଗାଡ଼ି ଚାଳକ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳର ଅନାର...

ପୂଜା, ଭସାଣିରେ ନିଶା ସେବନ ମନା

ଭଦ୍ରକ ଅଫିସ,୨୬।୯: ଶାରଦୀୟ ପର୍ବ ପାଳନ ଅବସରରେ ଡିଜେ ବ୍ୟବହାର ନିଷେଧ। ପୂଜା ଅବଧି କିମ୍ବା ଭସାଣି ସମୟରେ କମିଟି ସଦସ୍ୟ ନିଶା ସେବନରୁ ବିରତ ରହିବେ। ଏନେଇ କମିଟି ପକ୍ଷରୁ ପଦକ୍ଷେପ ନେବାକୁ ଦୁର୍ଗାପୂଜା ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ...

ପୋଲ ତିଆରି କଲେ ଗାଁ ଲୋକେ

ପଦ୍ମପୁର,୨୬ା୯(ଡି.ଏନ.ଏ.): ବାରମ୍ବାର ଗୁହାରି ସତ୍ତ୍ୱେ ପ୍ରଶାସନ ଶୁଣିଲାନି। ଯିବା ଆସିବାରେ ଅସୁବିଧା ଭୋଗୁଥିବା ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତର ସାନଜଗନ୍ନାଥପୁର ଗ୍ରାମବାସୀ ଆଉ ପ୍ରଶାସନ ଉପରେ ଭରସା ନ କରି ନିଜ ସମସ୍ୟା ନିଜେ ସୁଧାରିବାକୁ ନିଷ୍ପତ୍ତି...

ଜିଲାରେ ବଢ଼ିଚାଲିଛି ଶିଶୁ, ମହିଳା ନିର୍ଯାତନା

ଭଦ୍ରକ ଅଫିସ,୨୫।୯: ମହିଳା ଓ ଶିଶୁମାନଙ୍କ ସୁରକ୍ଷା, ବିକାଶ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମହିଳା ସଶକ୍ତୀକରଣ ଓ ସଚେତନତା ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏସବୁ ଯୋଜନା ପାଇଁ କୋଟି...

ଯୁବକଙ୍କୁ ତହସିଲଦାରଙ୍କ ଦୁର୍ବ୍ୟବହାର

ଭଦ୍ରକ ଅଫିସ, ୨୫।୯:  ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର ଜଣେ ଯୁବକଙ୍କୁ ଦୁର୍ବ୍ୟବହାର କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଯେ, ଯୁବକ ଜଣଙ୍କ ଏକ ସରକାରୀ ଜମିରୁ ଜବରଦଖଲ...

ବାଲିମୁଣ୍ଡା ଏୟାରଷ୍ଟ୍ରିପ୍‌, ଶିଳ୍ପାଞ୍ଚଳ ପାର୍କ ନିର୍ମାଣ କାର୍ଯ୍ୟର ସମୀକ୍ଷା

ଭଦ୍ରକ ଅଫିସ/ଚାନ୍ଦବାଲି, ୨୪।୯(ଡି.ଏନ.ଏ.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭଦ୍ରକ ଜିଲା ଗସ୍ତରେ ଆସି ଧାମରାରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଅପରାହ୍ନ ୩ଟା ୨୨ରେ...

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ପଦ୍ମପୁର,୨୩।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ଗୋଷ୍ଠୀକେନ୍ଦ୍ରର ଚାବି ପକାଇବା ଘଟଣାକୁ ନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରାଯାଇଛି। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହମ୍ମଦ ଉମର ଅଲ୍ଲୀ ବିଡିଓଙ୍କ ନିକଟରେ ଓ ବାସୁଦେବପୁର...

ଓଲଟିଲା ଛେଳି ବୋଝେଇ ଟ୍ରକ୍‌, ନେଇଗଲେ ଲୋକେ…

ଭଣ୍ଡାରିପୋଖରୀ,୨୨।୯ (ଡି.ଏନ.ଏ.): ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର ଯାମିନିବିନ୍ଧା ନିକଟ ଆସାମ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଛେଳି ବୋଝେଇ ଟ୍ରକ୍‌ ଓଲଟି ପଡିଛି। ଏଥିରେ ୪ ଜଣ ଆହତ ହେବା ସହ ୫ ଛେଳିଙ୍କ...

ସାଳନ୍ଦୀ କୂଳରେ ଭୂସ୍ଖଳନ

ଆରଡ଼ି, ୨୧।୯( ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ମଙ୍ଗଳବାର ସକାଳେ ପୁଣି ଭୁସ୍ଖଳନ ହୋଇଛି। ଫଳରେ ନଦୀକୂଳବର୍ତ୍ତୀ ଜଣେ ବ୍ୟକ୍ତିଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଲଗାଣ...

ଭଦ୍ରକରେ ଉଚ୍ଛେଦ ବେଳେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ,୨୦।୯: ଭଦ୍ରକ ସହର ବନ୍ତ ଛକଠାରେ ମଙ୍ଗଳବାର ଉଠା ଦୋକାନ ଉଚ୍ଛେଦ ଚାଲିଛି। ତେବେ ଉଚ୍ଛେଦ ସମୟରେ ପୋଲିସ ବ୍ୟବସାୟୀଙ୍କ ମଧ୍ୟରେ ଠେଲାପେଲା ହୋଇଛି। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ସିପିଆଇ ନେତା ଓ...

ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌ ଲିକ୍‌ କଲେ ଯୁବକ

ପଦ୍ମପୁର,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ଗ୍ରାମର ଡାଙ୍ଗମାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌କୁ ଉକ୍ତ ଗ୍ରାମର ଜଣେ ଯୁବକ ଲିକ୍‌ କରି ଦେଇଥିଲେ। ପିଲାମାନେ ଜାଣିପାରି ତାଙ୍କୁ...

ରାସ୍ତା ନିର୍ମାଣକୁ ନେଇ ଗୋଷ୍ଠୀସଂଘର୍ଷ: ଗାଁରେ ପୋଲିସ ମୁତୟନ

ଚାନ୍ଦବାଲି,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri