ପୋତି ହୋଇପଡ଼ିଛି ଦଶମୌଜା କେନାଲ
ତିହିଡ଼,୨୫।୬(ସଞ୍ଜିତ ବଳ)ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତର ଚାଷୀମାନଙ୍କର ଏକମାତ୍ର ଭରସା ହେଉଛି ଦଶମୌଜା କେନାଲ। ଧାନଚାଷ ସମୟରେ ଏବଂ ବନ୍ୟା ପରିସ୍ଥିତିରେ ସହାୟକ ହୋଇଥାଏ। ମାତ୍ର ଦୀର୍ଘବର୍ଷ ହେଲା କେନାଲ ସଂସ୍କାର ନ ହେବା ଯୋଗୁ ପୋତି…
ଯୌତୁକ ନିର୍ଯାତନା ମାମଲା: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ
ଭଦ୍ରକ,୨୩।୬ (ସନାତନ ରାଉତ): ଭଦ୍ରକ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଚିନ୍ମୟ କୁମାର ପାଢ଼ୀ ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଏହି ମାମଲାରେ ଅଭିଯୋଗକାରୀ ମହିଳାଙ୍କ ସ୍ବାମୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା ଗ୍ରାମର…
ପୂର୍ବତନ ଡିଏସ୍ଡବ୍ଲ୍ୟୁଓ ଗିରଫ
ଭୁବନେଶ୍ୱର,୨୩ା୬(ସତ୍ୟଜିତ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଭଦ୍ରକ ଜିଲା ସମାଜ ମଙ୍ଗଳ ଅଧିକାରିଣୀ(ଡିଏସ୍ଡବ୍ଲ୍ୟୁଓ) ଜୟନ୍ତୀ ବେହେରା ଶୁକ୍ରବାର ଗିରଫ ହୋଇଛନ୍ତି। ଦୁଇ ଦିନର ଚଢ଼ାଉରେ ଭିଜିଲାନ୍ସ ତାଙ୍କଠାରୁ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଛି। ଯାହାକି ତାଙ୍କ…
ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା
ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ପୂର୍ବତନ ଡିଏସ୍ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୨ା୬(ସତ୍ୟଜିତ୍ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ ଭିଜିଲାନ୍ସ…
ରଥାରୁଢ଼ ହେଲେ ଶ୍ରୀଜୀଉ
ଆରଡ଼ି, ୨୦।୬ :ଭଦ୍ରକ ଜିଲା ଶୈବପୀଠ ଆରଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ପବିତ୍ର ରଥଯାତ୍ରା ପାଳିତ ହୋଇଯାଇଛି। ଆରଡ଼ିରେ ଥିବା ଜଗନ୍ନାଥ ମନ୍ଦିରରେ ଦିନତମାମ ପୂଜା ଅନୁଷ୍ଠିତ ହୋଇଥିଲା। ଶହ ଶହ ଭକ୍ତ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ସହ ପ୍ରସାଦ…
ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା
ତିହିଡ଼ି,୨୦୬ (ସଞ୍ଜିତ ବଳ)-ରଥଯାତ୍ରା ଅବସରରେ ମଙ୍ଗଳବାର ଭଦ୍ରକ ଜିଲା ତିହିଡ଼ି ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରୁ ତିନିଠାକୁର ଗୁଆମାଳ ପଞ୍ଚାୟତ ମୋଡ଼ସାହି ଗ୍ରାମସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଛନ୍ତି। ସୁସଜ୍ଜିତ ରଥରେ ଶ୍ରୀଜୀଉ ଯାତ୍ରା କରିଛନ୍ତି। ସକାଳେ ଜଗନ୍ନାଥ ମନ୍ଦିରରେ ଦ୍ୱାରପାଳ…
୧.୪୦ କୁଇଣ୍ଟାଲ ନକଲି ଜର୍ଦ୍ଦା ଜବତ, ଜଣେ ଗିରଫ
ଭଦ୍ରକ ଅଫିସ, ୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଧୀନ ୨୧ ନଂ. ୱାର୍ଡର ହେଲାସାହିରେ ୨ଟି ଜାଗାରେ ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ନକଲି ଜର୍ଦ୍ଦା ସହ ଜର୍ଦ୍ଦା ତିଆରି ବିଭିନ୍ନ ସାମଗ୍ରୀ ଜବତ ହୋଇଥିବା ବେଳେ…
ଗୋରୁ ବୋଝେଇ ଗାଡ଼ି ଜବତ, ଚାଳକ ଫେରାର
ଭଣ୍ଡାରିପୋଖରୀ, ୧୯।୬ (ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପୋଲିସ ରବିବାର ରାତିରେ ଏକ ଗୋରୁ ବୋଝେଇ ଟ୍ରକ୍ ଜବତ କରିଛି। ସୂଚନା ଅନୁଯାୟୀ, ଟ୍ରକ୍ଟି କଟକ ପଟୁ ୧୯ ଗୋରୁଙ୍କୁ ବୋଝେଇ କରି ବାଲେଶ୍ୱର ଅଭିମୁଖେ ଆସୁଥିବା ବେଳେ…
ବିଦ୍ୟୁତ୍ ଶର୍ଟସର୍କିଟରୁ ଜଳିଗଲା ୩ ବଖରା
ବାସୁଦେବପୁର,୧୮।୬(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ଶୁଙ୍ଗୁଡ଼ା ଗ୍ରାମରେ ବିଦ୍ୟୁତ୍ ଶର୍ଟସର୍କିଟ୍ ଯୋଗୁ ସେକ୍ ସମସୁଲଙ୍କ ୩ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡରେ ତାଙ୍କ ଘରୋଇ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ବିଧାୟକଙ୍କ…
ରୂପାନ୍ତରଣ ହେବ କାନ୍ତକବିଙ୍କ ଜନ୍ମପୀଠ
ଚାନ୍ଦବାଲି/ବାସୁଦେବପୁର/ଧାମନଗର/ଭଣ୍ଡାରିପୋଖରୀ,୧୩ା୬ (ଡି.ଏନ.ଏ./ସ୍ବ.ପ୍ର.): ୫-ଟି ସଚିବ ଭି. କେ. ପାଣ୍ଡିଆନ ଭଦ୍ରକ ଗସ୍ତ ଅବସରରେ ସୋମବାର ଦ୍ୱିତୀୟ ଦିନରେ ଚାନ୍ଦବାଲି, ବାସୁଦେବପୁର, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ବନ୍ଦେ ଉତ୍କଳ ଜନନୀର ସ୍ରଷ୍ଟା…
ସଭାସ୍ଥଳରେ ଅସୁସ୍ଥ ହୋଇପଡ଼ିଲେ ୫ ମହିଳା
ବାସୁଦେବପୁର, ୧୨।୬ (ଡି.ଏନ.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ପରିପ୍ରେକ୍ଷୀରେ ସୋମବାର ଭଦ୍ରକ ଜିଲା ବାସୁଦେବପୁର ଅଟଳ ବିହାରୀ ହାଇସ୍କୁଲ ପଡ଼ିଆରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମିଶନ ଶକ୍ତି ମହିଳାମାନଙ୍କୁ ନେଇ ସଭା ଚାଲିଥିଲା। ଏହି ସମୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ…
Archives


