ଭଦ୍ରକ

ସ୍କୁଲ ଆସି ବହେ କାନ୍ଦୁଛନ୍ତି ତ ବହେ ହସୁଛନ୍ତି: ବରଗଛ ମୂଳେ ପଡ଼ୁଛନ୍ତି ଚେତା ହରାଇ

ବାସୁଦେବପୁର, ୩।୧୧ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢ଼ୁଁଆ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସିବା ପରେ କେତେବେଳେ କାନ୍ଦୁଛନ୍ତି ତ ଆଉ କେତେବେଳେ…

ନମ୍ବର ବିହୀନ ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଦମ୍ପତି ଗୁରୁତର: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଚାନ୍ଦବାଲି,୩।୧୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ମୁଖ୍ୟ ରାସ୍ତା ଉଗ୍ରତାରା ମୁନିଛକ ନିକଟରେ ଏକ ନମ୍ବର ବିହୀନ ପିକଅପ୍‌ ଭ୍ୟାନ ଧକ୍କାରେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଘଟନା ଗାଁର ଦେବବ୍ରତ…

ପାଣି ପାଇଁ ରାସ୍ତାରେ ବସିଲେ

ବାସୁଦେବପୁର, ୧।୧୧(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା…

କାମରେ ଲାଗୁନି ମୋ ସରକାର କକ୍ଷ

ଧାମନଗର,୧।୧୧(ସନ୍ତୋଷ କୁମାର ମହାପାତ୍ର): ମୋ ସରକାର କାର୍ଯ୍ୟକ୍ରମ ଦ୍ୱାରା ଲୋକଙ୍କୁ ବିଭିନ୍ନ ସେବା ଯୋଗାଇଦେବା, ପ୍ରତ୍ୟେକ ବିଭାଗ ଏହାର ସମୀକ୍ଷା କରି ଅବସ୍ଥାରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ଯେଉଁ ଅଧିକାରୀମାନେ ଏଥିରେ ଖିଲାପ କରିଛନ୍ତି, ସେମାନେ ଦଣ୍ଡିତ ହେବାର…

‘ସରକାରକୁ ଆସିଲେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଜେଲ ପଠାଇବୁ’

ଭଦ୍ରକ,୩୧।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଓ ବିଜେଡି ମଧ୍ୟରେ ଭିତିରି ବୁଝାମଣା ଚାଲିଛି। ରାଜ୍ୟ ବାସୀଙ୍କୁ ଷଡଯନ୍ତ୍ର କରି ବିଜେଡି ସରକାର ଚଳାଇଛି। ଭିକେ ପାଣ୍ଡିଆନଙ୍କ ଭିଆରଏସ ଆବେଦନକୁ କେନ୍ଦ୍ର ସରକାର ତୁରନ୍ତ ଗ୍ରହଣ କରିବା ଏବଂ ଅବସର ନେବାର ଦିନକପରେ…

ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ବାସୁଦେବପୁର,୩୦।୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା ଦୂର…

ଚନ୍ଦ୍ରଗ୍ରହଣ ଲାଗି ଆଖଣ୍ଡଳମଣି ମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

ଚାନ୍ଦବାଲି,୨୭।୧୦(କିଷାନ ପାତ୍ର): ଚନ୍ଦ୍ରଗ୍ରହଣ ଥିବାରୁ ଶନିବାର ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି। କୁମାର ପୂର୍ଣ୍ଣିମା ଓ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବାରୁ ଭକ୍ତମାନଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଭୋର ୪ଟାରେ…

ଚିକିତ୍ସା ପାଇଁ ବାପାଙ୍କୁ ୩୫ କି.ମି. ଟ୍ରଲିରେ ବୋହିଲେ ଝିଅ

ଭଦ୍ରକ,୨୭ା୧୦(ସନାତନ ରାଉତ): ବାପାଙ୍କ ଯନ୍ତ୍ରଣା ସହିପାରିଲେନି। ସାହି ପଡ଼ୋଶୀ କେହି ସହଯୋଗର ହାତ ବଢ଼ାଇଲେନି। ଆମ୍ବୁଲାନ୍ସ ସହ ଯୋଗାଯୋଗ ହୋଇପାରିଲାନି। ଶେଷରେ ଚିକିତ୍ସା ପାଇଁ ବାପାଙ୍କୁ ଟ୍ରଲିରେ ବସାଇ ୩୫ କି.ମି. ବୋହି ଡାକ୍ତରଖାନା ନେଲେ ନାବାଳିକା ଝିଅ। ଡାକ୍ତରଖାନାରେ ଚିକିତ୍ସା…

ମଣ୍ଡପକୁ ପ୍ରଥମ ଭୋଗ ଥାନାରୁ ଆସେ

ଭଦ୍ରକ ଜିଲା ବାସୁଦେବପୁରର ଗଁାଠୁ ସହର ପର୍ଯ୍ୟନ୍ତ ବିଭିନ୍ନ ପୂଜା ମଣ୍ଡପରେ ଶନିବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି। ବାସୁଦେବପୁର ମୁଖ୍ୟ ବଜାରସ୍ଥିତ ପୌରପାଳିକା ଅଫିସ ସାମ୍ନାରେ ଥିବା ପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ପୂଜା ଏଥର ୫୯ବର୍ଷରେ…

ଦସ୍ତଖତ, ଆଇସ୍କାନର ୧୫ଦିନ ପରେ ବି ମିଳିଲାନି ଚାଉଳ

ତିହିଡ଼ି,୨୨ା୧୦(ସଞ୍ଜିତ ବଳ)ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ପଞ୍ଚାୟତ ଓରଡ଼ା ଗ୍ରାମର ୩ଟି ୱାର୍ଡର ହିତାଧିକାରୀମାନଙ୍କୁ ୩ ମାସର ପିଡିଏସ୍‌ ଚାଉଳ ମିଳିନାହିଁ। ହିତାଧିକାରୀମାନେ ଦସ୍ତଖତ ଦେବା ଓ ଆଇସ୍କାନ କରାଯିବାର ୧୫ ଦିନ ପରେ ବି ଚାଉଳ ମିଳି…

‘ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା’

ଭଦ୍ରକ,୨୧।୧୦(ସନାତନ ରାଉତ): ରେଳ ବିଭାଗର ବୈମାତୃକ ମନୋଭାବ ବିରୋଧରେ ଓଡ଼ିଶା ରେଳ ଉପଭୋକ୍ତା କମିଟି ପକ୍ଷରୁ ଭୁବନେଶ୍ୱରସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଅଫିସ୍‌ ଆଗରେ ଗଣଧାରଣା ଦିଆଯାଇଥିଲା। ଓଡ଼ିଶାରେ ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆଣି ଏହାର ପ୍ରତିବାଦରେ…

ପାର୍ବଣରେ ଚଢାଉ: ଧରାପଡ଼ିଲେ ୪ ମଦ ବେପାରୀ

ଧାମନଗର,୨୦।୧୦(ସନ୍ତୋଷ କୁମାର ମହାପାତ୍ର): ପାର୍ବଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଉପଅଧୀକ୍ଷକ ଅନିତା ପ୍ରଧାନ, ଭ୍ରାମ୍ୟମାଣ ସ୍କ୍ବାଡ୍‌ ନିରୀକ୍ଷକ ସୁଶ୍ରୀ ସଙ୍ଗୀତା ମହାନ୍ତିଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?