ଭଦ୍ରକ

କରୋନା ପରେ ମାନସିକ ସମସ୍ୟା ବଢିଛି

ଭଦ୍ରକ/ତିହିଡ଼ି/ବାସୁଦେବପୁର/ ବନ୍ତ/ଚାନ୍ଦବାଲି/ଧାମନଗର,୧୧।୧୦ (ସନାତନ ରାଉତ/ସଞ୍ଜିତ ବଳ/ ନାରାୟଣ ପ୍ରସାଦ ବାରିକ/ହରିନାରାୟଣ ମହାନ୍ତି/ କିଶାନ ପାତ୍ର/ଦେବେନ୍ଦ୍ର ଆନ୍ଦିଆ/ ସନ୍ତୋଷ ମହାପାତ୍ର): ଭଦ୍ରକ ଜିଲାର ୭ ବ୍ଲକ ଅଧୀନ ୨୧୮ ପଞ୍ଚାୟତରେ ୩୩୩୭ ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ଖର୍ଚ୍ଚ ହେବ। ‘ଆମ…

ରଣକ୍ଷେତ୍ର ପାଲଟିଲା ଭଦ୍ରକ ମେଡିକାଲ ପରିସର

ଭଦ୍ରକ,୧୧।୧୦(ସନାତନ ରାଉତ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ମଙ୍ଗଳବାର ରାତିରେ ରଣକ୍ଷେତ୍ର ପାଲଟଛି। ଛୁରାମାଡ଼ରେ ଦୁଇଜଣ ଆହତ ହୋଇଛନ୍ତି। ପୋଲିସକୁ ଆକ୍ରମଣ ପରେ ଲାଠି ଚାର୍ଜ ହୋଇଛି। ଲାଠି ଚାର୍ଜପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ସୂଚନାଯୋଗ୍ୟ, ରାତିରେ ଜମିଜମା ବିବାଦକୁ ନେଇ…

ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ବିଧାୟକ

ଧାମନଗର, ୧୧।୧୦ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ରାଜପଥର ମାନ୍ୟତା ପାଇଥିବା ଭଦ୍ରକ-ଆଖଣ୍ଡଳମଣି ରାସ୍ତା ଅବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ। ମରଣଯନ୍ତା ପାଲଟିଥିବା ଏହି ରାସ୍ତାର ଅବସ୍ଥାକୁ ନେଇ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଛନ୍ତି। ସେ…

ସ୍ତ୍ରୀଙ୍କ ତଣ୍ଟିଚିପି ରାସ୍ତାକଡ଼ରେ ଫିଙ୍ଗିଦେଲେ

ବାସୁଦେବପୁର, ୧୧।୧୦(ନାରାୟଣ ପ୍ରସାଦ ବାରିକ୍‌): ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗିଦେଲେ ସ୍ବାମୀ। ଏଭଳି ଏକ ନୃଶଂସ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ପଞ୍ଚାୟତର ବାଗ୍‌ଦା ବିନାୟକପୁର ଗ୍ରାମରେ। ପରେ ଅଭିଯୁକ୍ତ ସ୍ବାମୀ…

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ: ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର, ୧୦।୧୦(ଅସମାପିକା ସାହୁ): ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ। ଭୁବନେଶ୍ବରରୁ ଆଭାସୀ…

ପ୍ରେମରେ ଫସି ଠକାମିର ଶିକାର ଯବାନ

ଭଦ୍ରକ, ୧୦ା୧୦ (ସନାତନ ରାଉତ):ଜଣେ ଯୁବତୀଙ୍କ ପ୍ରେମ ଜାଲରେ ଫସି ଠକାମିର ଶିକାର ହୋଇଛନ୍ତି ଯବାନ। ସୋସିଆଲ ମିଡିଆରେ ପ୍ରଥମେ ବନ୍ଧୁତା ଓ ପରେ ପ୍ରେମ ସମ୍ପର୍କ ସୃଷ୍ଟି ହେବାରୁ ଯୁବତୀ ଜଣକ ଚାଲ୍‌ କରି ଯବାନଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି…

ଚିଙ୍ଗୁଡ଼ି ଫାର୍ମରେ ବିଷ ପକାଇ ମାରିଦେଲେ , ଜଣେ ଗିରଫ

ଚାନ୍ଦବାଲି,୯।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅଧୀନ ବାଲିଗାଁରେ ଚିଙ୍ଗୁଡ଼ି ଘେରି ମଧ୍ୟରୁ ଚୋରି ପରେ ଫାର୍ମରେ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରି ଦେଇଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ବାଲିଗାଁର…

ନାବାଳିକାଙ୍କୁ ବୃଦ୍ଧଙ୍କ ବିବାହ ନେଇ ଅଭିଯୋଗ

ଭଦ୍ରକ, ୯।୧୦(ସନାତନ ରାଉତ): ଭଦ୍ରକ ଚରମ୍ପା ଅଞ୍ଚଳରେ ଜଣେ ବୃଦ୍ଧ ଜଣେ ନାବାଳିକାଙ୍କୁ ବିବାହ କରିଥିବା ନେଇ ଭଦ୍ରକ ବ୍ଲକ ସିଡିପିଓ ରାଜଶ୍ରୀ ଗୋସ୍ବାମୀ ସୋମବାର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ମା’, ଝିଅ ଚରମ୍ପାରେ ରହୁଥିବା ବେଳେ…

ନଦୀପଠାରୁ ମଇଁଷିକୁ ଝାମ୍ପିନେଲା କୁମ୍ଭୀର

ଚାନ୍ଦବାଲି,୬ା୧୦(ଅଶୋକ ପଣ୍ଡା/କିଶାନ ପାତ୍ର): ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ଷାଠିବାଙ୍କୁଡ଼ା ଗାଁ ପାଖରେ ବୈତରଣୀ ନଦୀପଠାରୁ ଶୁକ୍ରବାର ପୂର୍ବାହ୍ନରେ ଏକ ମଇଁଷିକୁ କୁମ୍ଭୀର ଝାମ୍ପି ନେଇଛି । ନଦୀପଠାରେ କେତୋଟି ମଇଁଷି ପାଣି ପିଉଥିବା ବେଳେ ପଛରେ ଥିବା ଏକ ମଇଁଷିକୁ…

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ବାସୁଦେବପୁର, ୬ା୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟବଜାରର ପରିବାହାଟ ନିକଟରେ ଥିବା ସାହୁ ଜୁଏଲେରୀ ଓ ୱାର୍କସପ୍‌ ନାମକ ଗହଣା ଦୋକାନରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ଆଜବେଷ୍ଟସ୍‌ ତାଡ଼ି ଲକ୍ଷାଧିକ ଟଙ୍କାର ସୁନାରୁପା ଅଳଙ୍କାର…

ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ 

ଚାନ୍ଦବାଲି, ୬।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋସିଙ୍ଗା ପଞ୍ଚାୟତ ସାବିତ୍ରୀସରାଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ଆଂଶିକ ଆସବାବପତ୍ରରେ ନିଆଁ ଲାଗିଯାଇଥିଲା। ଛାତ୍ରୀଛାତ୍ର ଅଳ୍ପକେ…

ମାସେ ପରେ ପ୍ରେମିକା ଗିରଫ

ଭଦ୍ରକ, ୬ା୧୦(ସନାତନ ରାଉତ):ଭଦ୍ରକ-ଚରମ୍ପା ରେଳ ଷ୍ଟେଶନ ନିକଟ ଏକ ହୋଟେଲରେ ଗତ ସେପ୍ଟେମ୍ବର ୩ ରାତିରେ ରହିଥିବା ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଘଟଣାର ମାସକ ପରେ ଉକ୍ତ ଦିନ ହୋଟେଲରେ ଯୁବକଙ୍କ ସହ ରାତ୍ରିଯାପନ କରିଥିବା ତାଙ୍କ ପ୍ରେମିକାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?