ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ
ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି। ବ୍ଲକରେ ୧୦ ହଜାର ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ ରାଜ୍ୟର ସର୍ବବୃହତ୍ ‘ଚକାଡୋଳା’ ଶୀତଳଭଣ୍ଡାର…
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି ଜାମଝାରୁ ବାସୁଦେବପୁର ଆଡକୁ ଆସୁଥିବା ବେଳେ ଟ୍ରେଲର୍ଟି ଧାମରାରୁ ଜାମଝାଡି ଆଡକୁ ଯାଉଥିଲା। ସକାଳ…
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ…
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍ ଯାଞ୍ଚ କରିବା ପରେ ଡ୍ରଗ୍ସ…
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା ପରେ ବି କେହି ନାହାନ୍ତି। ପାର୍ସଲ ମଧ୍ୟରେ କ’ଣ ରହିଛି ତାହା ସନ୍ଦେହ ଘେରରେ…
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି ଭଦ୍ରକରୁ ଧାମନଗର ଅନ୍ତର୍ଗତ ଷେଣ୍ଡପୁରକୁ ଅଭିନୟ ପାଇଁ ଯାଉଥିବା ସମୟରେ, ୧୬ ନମ୍ବର ଜାତୀୟ…
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶନିବାର ବନ ବିଭାଗକୁ ନାକେଦମ୍ ହେବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଧାମରା ବନ୍ଦର…
ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ
ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ। ପ୍ରୟାସକାନ୍ତି ସାମଲ, ପ୍ରଣିତକାନ୍ତି ସାମଲ ଭାଜପାରେ ଯୋଗ ଦେଇଛନ୍ତି। ଅନେକ ସରପଞ୍ଚ ଓ…
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବିଜେଡିର ଭଦ୍ରକ ଜିଲା ସାଧାରଣ ସମ୍ପାଦକ ଭାଗିରଥି ବଳ, ଆନ୍ଦୋଳା ସରପଞ୍ଚ କାମଦେବ ମଲିକ…
Archives


