ପ୍ରେମ ନାଁରେ ପ୍ରତାରଣା, ପ୍ରେମିକଙ୍କୁ ଭେଟିବା ପାଇଁ ଯାଇଥିବା ବେଳେ ଆଦିବାସୀ ଯୁବତୀଙ୍କୁ ରାସ୍ତାରେ ଆକ୍ରମଣ
ତିହିଡି,୧୯।୬(କାଳନ୍ଦୀ ବେହେରା): ପ୍ରେମ ନାଁରେ ପ୍ରତାରଣା ପରେ ଜଣେ ଆଦିବାସୀ ଯୁବତୀଙ୍କୁ ସାର୍ବଜନୀନ ଭାବେ ଆକ୍ରମଣ କରାଯାଇଥିବା ଅଭିଯୋଗ ଧୂଷୁରୀ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ନ୍ୟାୟ ଦାବି କରି ଯୁବତୀ ଧୂଷୁରୀ ଥାନାରେ ଅଭିଯୋଗ ଦାଖଲ କରିଥିବା ବେଳେ ଘଟଣାକୁ…
୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍ ସର୍ଭେ ବେଳେ ନଦୀରେ ଭାସିଯାଇଥିବା ଯୁବକଙ୍କ ମୃତଦେହ ଶୁକ୍ରବାର ନଦୀରୁ ଉଦ୍ଧାର ହୋଇଛି l ମୃତକ ହେଉଛନ୍ତି ବାଂଶଡ଼ା…
ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ
ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ ଅନ୍ୟ ପଟକୁ କାର୍ଯ୍ୟ ପାଇଁ ଯାଉଥିବା ବେଳେ ୩ ଜଣ ନଦୀରେ ଭାସି…
ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା
ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ…
ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର
ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା ଦାବିରେ ଆଜି ଭଦ୍ରକ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପୂର୍ବତନ ଧାମନଗର…
ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ
ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ ନ ଥିବାରୁ…
ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ
ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଭୋରରୁ ହିଁ ମନ୍ଦିର ପରିସର ଓ ମୁଖ୍ୟ ରାସ୍ତାରେ ଭକ୍ତମାନଙ୍କ…
ସର୍ଟସର୍କିଟ୍ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର
ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ (ପିତା- ହରିହର ସେଠୀ)ଙ୍କ ୩ ବଖରା ବିଶିଷ୍ଟ ମାଟି ବାସଗୃହରେ ବିଦ୍ୟୁତ ସକେଟରେ…
ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ
ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ…
ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ
ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅନ୍ତର୍ଗତ ଟିଖିରି ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ସହ…
ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ
ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ୨୫ ବର୍ଷୀୟ ଯୁବକ ନିଜ ଜନ୍ମଦାତ୍ରୀ ମା’ଙ୍କୁ ନିର୍ମମ ଭାବେ…
ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା
ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ ଜନପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ଜନ୍ମଭୂମି ଭାବେ ଧୂଷୁରୀର ଏକ ସ୍ବତନ୍ତ୍ର ପରିଚୟ…

