ଟ୍ରକ ତଳେ ପଶିଗଲା କାର, ଜଣେ ମୃତ, ୪ ଗୁରୁତର
ଭଦ୍ରକ ଅଫିସ,୨୯।୪: ପଶ୍ଚିମବଙ୍ଗରୁ ଏକ କାର ପୁରୀ ଯାଉଥିବା ବେଳେ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଛତାବର ନିକଟରେ…
ସ୍ବାସ୍ଥ୍ୟକେନ୍ଦ୍ରରୁ କମ୍ପ୍ୟୁଟର ଚୋରି
ଆରଡ଼ି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଆରଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ କମ୍ପ୍ୟୁଟର ଚୋରି ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ସ୍ବାସ୍ଥ୍ୟକେନ୍ଦ୍ରରୁ ୨ଟି କମ୍ପ୍ୟୁଟର ସହ କିଛି ସ୍ବାସ୍ଥ୍ୟ ଉପକରଣ ଚୋରି କରି ନେଇଛନ୍ତି।…
ଗଡ଼ିଲା ‘ବନ୍ଦେ ଭାରତ ଏକ୍ସପ୍ରେସ୍’
ଭଦ୍ରକ ଅଫିସ,୨୮ା୪: ଶୁକ୍ରବାର ପରୀକ୍ଷାମୂଳକ ଭାବେ ହାଓ୍ବଡାରୁ ପୁରୀ ଅଭିମୁଖେ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଗଡ଼ିଛି। ହାଓ୍ବଡ଼ା ଷ୍ଟେଶନରୁ ବାହାରି ୯.୪୦ରେ ଭଦ୍ରକ ଷ୍ଟେଶନରେ ପହଞ୍ଚି ୧୦ ମିନିଟ୍ ରହିବା ପରେ ୯.୫୦ରେ ଭଦ୍ରକରୁ ଛାଡ଼ିଥିଲା। ଏହି ବନ୍ଦେ ଭାରତ ଟ୍ରେନ୍ରେ…
ଖାଦ୍ୟ ପରଷିବାରେ ବିଳମ୍ବ ପାଇଁ ପିଅନ ନିଲମ୍ବିତ
ବାସୁଦେବପୁର,୨୮।୪ (ଡି.ଏନ.ଏ.): ତହସିଲ ପରିସରରେ ଥିବା ଡାକବଙ୍ଗଳାରେ ଖାଦ୍ୟ ପରଷିବାରେ ବିଳମ୍ବ ହେଲା। ଏଣୁ କାର୍ଯ୍ୟରେ ଅବହେଳା କରିଥିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଫିସ୍ ପିଅନ ପ୍ରଶାନ୍ତ ବାଗ। ସୂଚନା ଅନୁଯାୟୀ, ଜିଲା ପରିଷଦ ସିଡିଓ (ମୁଖ୍ୟ…
ସୁନାଗହଣା ସହ ୩.୬୦ ଲକ୍ଷ ଜବତ, ୩ ଗିରଫ
ବାସୁଦେବପୁର,୨୭ା୪(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ବେତଡ଼ା ବଜାରରୁ ତାରାକାନ୍ତ ସାହୁ ନାମକ ଜଣେ ସୁନା ବ୍ୟବସାୟୀଙ୍କ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ବାସୁଦେବପୁର ପୋଲିସ ଉକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ୪୮୬ ଗ୍ରାମର ସୁନା…
ସ୍ବାସ୍ଥ୍ୟକେନ୍ଦ୍ରର ଗୃହ ନିର୍ମାଣ ନେଇ ବିବାଦ
ଭଦ୍ରକ ଅଫିସ,୨୬।୪: ଭଦ୍ରକ ଜିଲା ଧାମନଗର ବ୍ଲକ ନଦୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ନେଇ ନଦୀଗାଁ ଓ ଫଳପୁର ଦୁଇ ମୌଜା ମଧ୍ୟରେ ବିବାଦ ଉପୁଜିଛ। ଏ ନେଇ ବୁଧବାର ନଦୀଗାଁ ପଞ୍ଚାୟତବାସୀ ଓ ପାଖ ଗ୍ରାମର ଗ୍ରାମବାସୀମାନେ…
୩ ଚୋର ଗିରଫ: ୩୦ ଲକ୍ଷ ମୂଲ୍ୟର ସୁନା ସହ ନଗଦ ୩ ଲକ୍ଷ ଟଙ୍କା ଜବତ
ପଦ୍ମପୁର,୨୬।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ପୋଲିସ ମଙ୍ଗଳବାର ଗଞ୍ଜାମ ଜିଲାର ଆସ୍କା ଥାନା ଅଞ୍ଚଳରୁ ୩ ଚୋରଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୩୦ ଲକ୍ଷ ମୂଲ୍ୟର ସୁନା ସହ ନଗଦ ୩ ଲକ୍ଷ ଟଙ୍କା ଜବତ କରାଯାଇଛି। ସେମନେ ହେଲେ ଆସ୍କା…
ଯୌତୁକ ନିର୍ଯାତନା ଅଭିଯୋଗ
ଭଦ୍ରକ ଅଫିସ,୨୪।୪: ଭଦ୍ରକ ଜିଲା ବାସୁଦେବପୁର ଥାନା ବଡ ଆନନ୍ଦପୁର ଗ୍ରାମରେ ବଧୂ ହତ୍ୟା ହୋଇଥିବା ନେଇ ଭଦ୍ରକ ଏସପିଙ୍କ ଠାରେ ମୃତାଙ୍କ ମା ସୋମବାର ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ଲୁଙ୍ଗା ଗ୍ରାମର ରୀନା ଜେନାଙ୍କ ଅଭିଯୋଗ ମୁତାବକ ୫…
ଅଖିମୁଠି ଅନୁକୂଳ କଲେ ବିଡିଓ
ଚାନ୍ଦବାଲି,୨୩।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋଠାରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର କୃଷି ବିଭାଗ ପକ୍ଷରୁ ଅଖିମୁଠି ଅନୁକୂଳ କରାଯାଇଛି । ମତୋ ଚକିଆ ସାହି ନିକଟରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚାନ୍ଦବାଲି ବିଡିଓ…
ଫର୍ନେସ୍ରେ ପୋଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ
ଭଦ୍ରକ ଅଫିସ, ୨୩।୪: ଭଦ୍ରକ ରାନ୍ଦିଆସ୍ଥିତ ଫେକର କମ୍ପାନୀ ଫର୍ନେସ୍ରେ ପୋଡ଼ି ଗୁରୁତର ଥିବା ଶ୍ରମିକଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ହୋଇଛି। ମୃତକ ବରପଦାର ବିଜୟ ମହାପାତ୍ର। ଗତ ରବିବାର ରାତିରେ ଅନ୍ୟ ଗୁରୁତର ରତିକାନ୍ତଙ୍କ ମୃତ୍ୟୁ ହୋଇଥିଲା। ଗତ ୧୧…
ଆଇରନ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ୍ୟୁ: କ୍ଷତି ପୂରଣ ଦାବିରେ ରାସ୍ତାରୋକ
ଭଦ୍ରକ ଅଫିସ,୨୨।୪: ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବନ୍ତ ବଜାର ଜଳସେଚନ ଅଫିସ ନିକଟରେ ଆଇରନ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ଶୁକ୍ରବାର ରାତିରୁ କ୍ଷତି ପୂରଣ ଦାବିରେ ରାସ୍ତା ରୋକ କରିଛନ୍ତି ।…
ରାନ୍ଦିଆ କମ୍ପାନୀ ଗେଟ୍ ଆଗରେ ୧୪୪ ଧାରା ବଳବତ୍ତର
ଭଦ୍ରକ ଅଫିସ, ୨୨।୪: ଭଦ୍ରକ ରାନ୍ଦିଆରେ ଥିବା ଏକ କମ୍ପାନୀର ୨୦୦ ମିଟର ଅଞ୍ଚଳରେ ଶନିବାର ପୂର୍ବାହ୍ନ ୬ ଟାରୁ ୨୫ ଏପ୍ରିଲ ପୂର୍ବାହ୍ନ ୬ ଟା ପର୍ଯ୍ୟନ୍ତ ୧୪୪ ଧାରାକୁ ବଳବତ୍ତର କରାଯାଇଛି । କମ୍ପାନୀ ରେ ଫରନେସ ଚାର୍ଜିଙ୍ଗ…
Archives


