ଭଦ୍ରକ

ଚାନ୍ଦବାଲି ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ: ୪୨.୯୪ କୋଟି ବଜେଟ ଉପସ୍ଥାପନ

ଚାନ୍ଦବାଲି, ୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ପ୍ରଥମ ସାଧାରଣ ବୈଠକ ଅଧ୍ୟକ୍ଷା ଶାନ୍ତିଲତା ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଡ. ବ୍ୟୋମକେଶ ରାୟ, ଏମ୍‌ପିଙ୍କ ପ୍ରତିନିଧି...

ପୋଲ ନିର୍ମାଣରେ ଅନିୟମିତତା

ବନ୍ତ,୧୫।୫(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ବରହମପୁର-ଶିଆଳିଆ ଭାୟା ଦୋଳପଦୀ ପୂର୍ତ୍ତ ବିଭାଗ ରାସ୍ତାର ଦୋଳପଦୀଠାରେ ପୋଲ ଓ କଲଭର୍ଟ ନିର୍ମାଣରେ ଅନିୟମିତତା କରାଯାଇଛି। ଫଳରେ ବର୍ଷାଦିନେ ଘରପଦା ଓ ଦୋଳପଦୀ ଗ୍ରାମର ପ୍ରାୟ ୪୦ରୁ ୫୦ ଏକର ଚାଷଜମିରେ ଧାନ...

୮୩୦ ଲିଟର ଦେଶୀ ରନ୍ଧାମଦ ଜବତ, ୬ ଗିରଫ

ଭଦ୍ରକ ଅଫିସ,୧୪।୫- ଭଦ୍ରକ ଗ୍ରାମାଞ୍ଚଳ ଥାନI ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗଛକ ନିକଟରେ ପୋଲିସ ଟିମ୍‌ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ଦେଶୀ ମଦ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସମ୍ପୃକ୍ତ ଅଞ୍ଚଳରେ ମଦ...

ଆଡ଼ମ୍ବରରେ ପାଳନ ହେବ ଶିବବିବାହ ମହୋତ୍ସବ

ଭଦ୍ରକ ଅଫିସ,୧୨।୫: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳଷଷ୍ଠୀ ପର୍ବରେ ଶିବବିବାହ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝିଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ...

ହନିଫ୍‌ ମାର୍ଗର ପୁନରୁଦ୍ଧାର ଦାବି

ଭଦ୍ରକ ଅଫିସ,୧୨।୫: ଭଦ୍ରକ ପୌରାଞ୍ଚଳ ଅଧୀନ ମୋଚି ଛକଠାରୁ ପୁରୁଣାବଜାର ପର୍ଯ୍ୟନ୍ତ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତା(ହନିଫ୍‌ ମାର୍ଗ)ର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ପ୍ରତ୍ୟେହ ପୁରୁଣାବଜାର ଅଞ୍ଚଳର ୧୨ରୁ ଊର୍ଦ୍ଧ୍ୱ ୱାଡର୍ର୍ ଓ ଭଦ୍ରକ ବ୍ଲକର କେତେକ ଅଞ୍ଚଳର...

ପ୍ରେମ ପାଇଁ ୨ ପ୍ରେମିକ ହଟହଟା: ଜଣେ ବାହାହେଲେ, ଜଣେ ଜରିମାନା ଗଣିଲେ

ଭଦ୍ରକ ଅଫିସ, ୧୨।୫: ପ୍ରେମ ପାଇଁ ଦୁଇଜଣ ପ୍ରେମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଜଣଙ୍କୁ ବିବାହ କରିବାକୁ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଜରିମାନା ଗଣିବାକୁ ପଡିଛି। ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କାଉପୁର ସିରାପୁର ଅଞ୍ଚଳରେ ମଙ୍ଗଳବାର...

ଶୀତଳପୁରକୁ ବିପଦ ସାଳନ୍ଦୀ

ଆରଡ଼ି, ୧୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁ ଦେଇ ବହି ଯାଇଛି ସାଳନ୍ଦୀ ନଦୀ। ଏହି ଗାଁ ପାର୍ଶ୍ୱ ନଦୀ ନିକଟରେ ବାରମ୍ବାର ଅତଡ଼ା ଧସୁଛି। ଫଳରେ ଏହି ନଦୀ...

ଧାରଣାରେ ବସିଲେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ

ବନ୍ତ,୧୦।୫(ଡି.ଏନ.ଏ.) କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେବା ନେଇ ଭଦ୍ରକ ଜିଲା ବନ୍ତ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ଟୁନାବାଳା ଦାଶ ସୋମବାର ବିଇଓ ଅଫିସ ଆଗରେ ଧାରଣାରେ ବସିଥିଲେ। ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସେ ଧାରଣାରେ ବସିଥିବା ବେଳେ କୌଣସି...

ବାଲି ଚୋରାଚାଲାଣ ରୋକିବାକୁ ନିର୍ଦ୍ଦେଶ

ଧାମନଗର,୧୦।୫ (ଡି.ଏନ.ଏ/ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବିଡିଓଙ୍କ କାର୍ଯ୍ୟାଳୟରେ ସୋମବାର ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି, ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମୀନା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ...

ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ

ଚାନ୍ଦବାଲି,୧୦।୫(ଡି.ଏନ୍‌.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ...

ପଥିକଙ୍କୁ ବିଭ୍ରାନ୍ତ କରୁଛି ସୂଚନାଫଳକ

ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମିତ ବିଭିନ୍ନ ରାସ୍ତାରେ ଲାଗିଥିବା ସୂଚନାଫଳକରେ ସ୍ଥାନର ନାମ ସହ ଦୂରତା ଭୁଲ୍‌ ଲେଖାଥିବା ଦେଖିବାକୁ ମିଳିଛି। ଭୁଲ୍‌ ସୂଚନା ଓ ସ୍ଥାନର ନାମ ଭୁଲ୍‌ ନେଇ...

ବେଆଇନ ମାଟି ଖୋଳା, ବଢ଼ୁଛି ଅସନ୍ତୋଷ

ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର କୃଷ୍ଣପୁର, ବିରସ, ବିଦେଇପୁର, ନାୟକାଣିଡିହି, ବାଲିମେଦ, କମାରଗାଁ, ଏଡ଼ତାଳ, ବ୍ରାହ୍ମଣଗାଁ ଓ ସଦର ରାଜସ୍ବ ସର୍କଲରେ ବେଆଇନ ଭାବେ ମାଟି ଖୋଳା ଚାଲିଥିବା ଅଭିଯୋଗ ହେଉଛି। ଜେସିବି ଲଗାଇ ଯିଏ ଯେଉଁଠି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri