ପୋଲିସ୍ର ଫ୍ଲାଗ ମାର୍ଚ୍ଚ
ଭଦ୍ରକ ଅଫିସ,୨୧।୩: ମାର୍ଚ୍ଚ ୩୦ରେ ଭଦ୍ରକର ପ୍ରସିଦ୍ଧ ରାମନବମୀ ନଗରସଂକୀର୍ତ୍ତନକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବାକୁ ଲକ୍ଷ୍ୟ ରଖିଛି ଭଦ୍ରକ ପୋଲିସ । ଏନେଇ ମଙ୍ଗଳବାର ଭଦ୍ରକ ସହର ବନ୍ତ ଛକଠାରୁ ରାପିଡ୍ ଆକ୍ସନ ଫୋର୍ସ ଏବଂ ଭଦ୍ରକ ପୋଲିସ ପକ୍ଷରୁ…
୨୭ ଦୋକାନୀଙ୍କୁ ଜରିମାନା
ଭଦ୍ରକ ଅଫିସ, ୨୦।୩: ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ଦୋକାନ ଓ ଚାନ୍ଦବାଲି ବାଇପାସ୍ ବଜାର ସହ ଚରମ୍ପା ଅଞ୍ଚଳରେ ବିଭିନ୍ନ ଦୋକାନରେ କୋଟପା ଚଢ଼ାଉ କରାଯାଇଛି। ମୋଟ ୨୭ ଦୋକାନୀଙ୍କଠାରୁ ୫,୨୦୦ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ମେଡିକାଲ ଛକରେ ୧୬…
ବର୍ଷା, କୁଆପଥର ମାଡ଼: ପରିବା ଚାଷ ନଷ୍ଟ ଆଶଙ୍କା
ଭଦ୍ରକ ଅଫିସ/ବାସୁଦେବପୁର,୧୯।୩(ଡି.ଏନ୍.ଏ.): ପଶ୍ଚିମା ଝଡ଼ ପ୍ରଭାବରେ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ କୁଆପଥର ମାଡ଼ ହୋଇଛି। ବର୍ଷା ପାଣି କ୍ଷେତରେ ଜମି ରହିବାରୁ ସୂର୍ଯ୍ୟମୁଖୀ, ବିରି, ମୁଗ ଓ ପରିବା ଚାଷ କ୍ଷତିଗ୍ରସ୍ତ ହେବା ଆଶଙ୍କା…
୧୪୦ ଲିଟର ରନ୍ଧା ମଦ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ
ଭଦ୍ରକ ଅଫିସ, ୧୯।୩: ଭଦ୍ରକ ଅବକାରୀ ଉପଅଧୀକ୍ଷକ ଅନୀତା ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳଙ୍କ ନେତୃତ୍ୱରେ ଏକ ଟିମ୍ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବରପଦା ଛକ ଓ ସାବରଙ୍ଗ ଥାନା ଅଧୀନ ଇଚ୍ଛାପୁର…
ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଲା
ଭଦ୍ରକ ଅଫିସ,୧୮ା୩ : ଭଦ୍ରକ ଜିଲାରେ ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଛି। ଦୀର୍ଘବର୍ଷ ଧରି ସରକାରଙ୍କୁ ବାରମ୍ବାର ଦାବିପତ୍ର ଦିଆଯିବା ସହ ଜିଲା ବନ୍ଦ ଡାକରା ଦିଆଯାଇଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି। ଭଦ୍ରକ ଜିଲା ପ୍ରତି ସରକାରଙ୍କ…
ମେଡିିକାଲ କଲେଜ ସ୍ଥାପନ ଦାବି ଜୋର ଧରିଲା
ଭଦ୍ରକ ଅଫିସ,୧୭ା୩ : ଭଦ୍ରକ ଜିଲାରେ ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଛି। ଦୀର୍ଘବର୍ଷ ଧରି ସରକାରଙ୍କୁ ବାରମ୍ବାର ଦାବିପତ୍ର ଦିଆଯିବା ସହ ଜିଲା ବନ୍ଦ ଡାକରା ଦିଆଯାଇଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି। ଭଦ୍ରକ ଜିଲା ପ୍ରତି ସରକାରଙ୍କ…
ସ୍କୁଲ କମିଟି ସଭାପତିଙ୍କୁ ଚାପୁଡ଼ା ମାରିଲେ ବିଡିଓ
ଭଦ୍ରକ ଅଫିସ/ ବନ୍ତ,୧୭।୩ (ଡି.ଏନ.ଏ):ସ୍କୁଲ ପରିଚାଳନା କମିଟି ସଭାପତିକୁ ଚାପୁଡ଼ା ମାରିଲେ ବିଡିଓ। ସ୍କୁଲରେ ୫-ଟି କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ବ୍ଲକ ପ୍ରଶାସନ ଆସିଥିବା ବେଳେ କମିଟି ସଭାପତି ଏହାକୁ ବିରୋଧ କରିବାରୁ ବିଡିଓ ତାଙ୍କ ଉପରକୁ ହାତ…
ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ
ଭଦ୍ରକ ଅଫିସ, ୧୫।୩: ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ବୁଧବାର ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା, ଘରୋଇ କରଣ ବନ୍ଦ…
ବ୍ରାଉନସୁଗାର ଜବତ ଜଣେ ଗିରଫ
ଭଦ୍ରକ ଅଫିସ,୧୫।୩: ଭଦ୍ରକ ଗେଲପୁର ଇଲେକ୍ଟ୍ରି ଗ୍ରୀଡ ନିକଟରେ ମଙ୍ଗଳବାର ରାତିରେ ଯାନବାହନ ଯାଞ୍ଚ ହୋଇଥିଲା। ଏହି ସମୟରେ ଜଣେ ଯୁବକଙ୍କଠାରୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ୧୫.୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଅଭିଯୁକ୍ତ ଯାଜପୁର ଅଞ୍ଚଳର ରାଜୁ ମାଝିି ବୋଲି ବୁଧବାର…
ଦେଶୀ ଓ ବିଦେଶୀ ମଦ ସହ ବାଇକ୍ ଜବତ, ୫ ଗିରଫ
ଭଦ୍ରକ ଅଫିସ,୧୪।୩: ଭଦ୍ରକ ଟାଉନ ଓ ସାବରଙ୍ଗ ଥାନା ଅନ୍ତର୍ଗତ ଆହାରପଦା, କେଶପୁର, ଇଛାପୁର, ଗବସାହି, ଗେଲଟୁଆ ଓ ନୂଆସାହି ଅଞ୍ଚଳରେ ଚଢାଉ ମଙ୍ଗଳବାର ଚଢାଉ ହୋଇଛି। ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଉପଅଧିକ୍ଷକ ଅନିତା…
ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବୃଦ୍ଧଙ୍କ ମୃତ୍ୟୁ
ଭଦ୍ରକ ଅଫିସ,୧୪।୩: ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ଚରମ୍ପା ଅଞ୍ଚଳର ଶେଖ ସୋବାନ ବୋଲି ଜଣାପଡିଛି । ମଙ୍ଗଳବାର ଭୋରରେ ମେଡିକାଲ ପରିସରରେ ମୃତଦେହ ପଡ଼ିଥିବା ଦେଖି ଲୋକେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ…
ଲାଞ୍ଚ ନେଇ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ
ଭଦ୍ରକ ଅଫିସ,୧୪।୩: ଭଦ୍ରକ ଜିଲା ଚଣ୍ଡୀଗାଁ ସେବା ସମବାୟ ସମିତି ସମ୍ପାଦକ ତପନ କୁମାର ନାୟକ ସୋମବାର ରାତିରେ ଜଣେ ଚାଷୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଣ୍ଡୀଗାଁ ପଞ୍ଚାୟତର ଚାଷୀ ଶ୍ରୀଧର…
Archives


