ଭଦ୍ରକ

ଭିଡିଓ କନ୍‌ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ

ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍‌ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ଭିଡିଓ...

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା: ୨୨କୁ ପୁଣି ଡାକରା

ଭଦ୍ରକ ଅଫିସ,୧୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଛନ୍ତି। ସେ ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହୋଇଛନ୍ତି। ଅନ୍ୟପକ୍ଷେ ଝୁନା ଭୋଇ, ନିରଞ୍ଜନ...

ଶ୍ରୀରାମ ନବମୀ ମହୋତ୍ସବ: ଶୋଭାଯାତ୍ରାରେ ୬୦ ମେଢ଼

ଭଦ୍ରକ ଅଫିସ,୧୧।୪ ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ସହର ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା। କୋଭିଡ୍‌ କଟକଣା ଯୋଗୁ ଦୁଇବର୍ଷ ଧରି ନିରାଡ଼ମ୍ବରରେ ଏହି ମହୋତ୍ସବ ପାଳନ ହୋଇଥିଲା। ଏଥର ବିନା କଟକଣାରେ...

ନାବାଳିକାଙ୍କୁ ଭେଟିଲେ ଅଧିକାରୀ

ବନ୍ତ,୧୧।୪(ଡି.ଏନ.ଏ.) ଏକ ପରିତ୍ୟକ୍ତ ବ୍ୟାଗ୍‌ରେ ଥିବା ବୋମା ଫୁଟି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଟିଲୋ ପଞ୍ଚାୟତ ଦେବତାଗଢ଼ିଆ ଗ୍ରାମର ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ବାସନ୍ତୀ ହଁାସଦା ନାମ୍ନୀ ନାବାଳିକା ସୁସ୍ଥ ହୋଇ...

ନଗର ସଂକୀର୍ତ୍ତନ, ପୂର୍ଣ୍ଣାହୁତି ଆଜି

ଭଦ୍ରକ ଅଫିସ, ୧୦।୪ – ଭଦ୍ରକ ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ଗାନ୍ଧୀପଡ଼ିଆରେ ଐତିହାସିକ ଶ୍ରୀରାମ ନବମୀ ମହାଯଜ୍ଞ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବେଳେ ରବିବାର ନଗର ସଂକୀର୍ତ୍ତନ ଏବଂ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ରହିଛି। ଏହାପରେ ଶ୍ରୀରାମ ନବମୀ ମହୋତ୍ସବ ଉଦ୍‌ଯାପିତ...

ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର

ଭଦ୍ରକ ଅଫିସ,୯।୪ କୋଭିଡ୍‌ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇଉଠିଛି। ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ସାରା ସହର।...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପଦ୍ମପୁର,୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

ଆଉ ରିମାଣ୍ଡ ନୁହେଁ, ୧୧ରେ ଶୁଣାଣି

ଚାନ୍ଦବାଲି,୭ା୪(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନୁ ଭୋଇଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ୩ଦିନିଆ ରିମାଣ୍ଡରେ ଗତ ୩ ତାରିଖରେ ନେଇଥିଲେ। ଗୁରୁବାର ଚାନ୍ଦବାଲି ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ହାଜର...

ଗ୍ରାମବାସୀଙ୍କ ବିରୋଧ ପରେ ସିଧା ପୋଲ ନିର୍ମାଣ

ବନ୍ତ,୭ା୪(ସ୍ବ.ପ୍ର.)  ଭଦ୍ରକ ଜିଲା ଆଗରପଡ଼ା-ବନ୍ତ ରାସ୍ତାର ଆଡ଼ିଆ ନିକଟସ୍ଥ ଗଣିଜାଙ୍ଗ ମାଇନର କେନାଲ ଉପରେ ବକ୍ରାକାରରେ ଥିବା ମୋହନ ପୋଲକୁ ଭଙ୍ଗାଯାଇ ଆର୍‌ ଆଣ୍ଡ ବି ପକ୍ଷରୁ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନୂଆ ପୋଲକୁ ବକ୍ରାକାର କରି...

ମଧ୍ୟାହ୍ନଭୋଜନ ଖାଇଲେ ଛାତ୍ରୀଛାତ୍ର

ଆରଡ଼ି, ୭ା୪ (ଡି.ଏନ.ଏ.): କୋଭିଡ୍‌ ଯୋଗୁ ଦୁଇବର୍ଷ ହେଲା ବିଦ୍ୟାଳୟର ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇବାରୁ ବଞ୍ଚିତ ହୋଇଥିଲେ। ଚଳିତମାସ ୨ ତାରିଖରୁ ଛାତ୍ରୀଛାତ୍ରଙ୍କ ପାଇଁ ପୁନଃ ମଧ୍ୟାହ୍ନଭୋଜନ ପ୍ରସ୍ତୁତ ହେବ ବୋଲି ଗଣଶିକ୍ଷା ବିଭାଗ ସ୍ପଷ୍ଟ କରିବା ସହ ଏ...

ପୁଷ୍ପଶ୍ରୀଙ୍କୁ ହରାଇଲେ ନିବେଦିତା

ଭଦ୍ରକ ଅଫିସ,୬।୪: ଧାମନଗର ଏନଏସି ନିର୍ବାଚନ ଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି । ଏଥିରେ ବିଜେଡିର ନିବେଦିତା ଜେନା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଭାଜପାର ପୁଷ୍ପଶ୍ରୀ ମହାନ୍ତିଙ୍କୁ ହରାଇଛନ୍ତି ସେ। ଏନ୍‌ଏସିର ୧୧ଟି ୱାର୍ଡରୁ...

ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ଆଜି ଭୋଟ ଗଣତି

ଭଦ୍ରକ ଅଫିସ, ୬।୪: ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ମଙ୍ଗଳବାର ମତଦାନ ସରିଯାଇଥିବା ବେଳେ ବୁଧବାର  ସକାଳ ୮ରୁ ଭୋଟ ଗଣତି ।ଆରମ୍ଭ ହୋଇଯାଇଛି। ଏହି ବୁଥ୍‌ ଗୁଡ଼ିକରେ ମୋଟ ଭୋଟର ୫୯୭୯ଜଣ ଥିବାବେଳେ ୪୪୦୭ଭୋଟର ସେମାନଙ୍କର ମତଦାନ କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri