ଭଦ୍ରକ ବିଜେଡି କନ୍ଦଳ: ଶେଷରେ ମୁହଁ ଖୋଲିଲେ ଘଷିପୁରା ବିଧାୟକ
ଭଦ୍ରକ,୩।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ। ଶେଷରେ ମୁହଁ ଖୋଲିଲେ ଘଷିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର। ସେ କହିଛନ୍ତି, ପ୍ରଫୁଲ୍ଲ ବାବୁ ସେମିତି ଲୋକ ନୁହଁନ୍ତି, ପୁଅ ହୁଏତ ସେମିତି କରିଥାଇ ପାରନ୍ତି। କିନ୍ତୁ…
ଭଦ୍ରକ ରାଜନୀତି ସରଗରମ: ବିଜେଡିରୁ ଇସ୍ତଫା ଦେଲେ ବ୍ଲକ ଅଧ୍ୟକ୍ଷ
ଭଦ୍ରକ, ୧।୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଇସ୍ତଫା ପର୍ବ ଚାଲିଥିଲା ବେଳେ ସୋମବାର ବିଜେଡି ସମର୍ଥିତ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଅନ୍ୟମାନଙ୍କ ପରି ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କର ଇସ୍ତଫା…
ବିଜେଡିରେ ହଲଚଲ: ନେତାଙ୍କୁ ନବୀନ ନିବାସକୁ ଡାକରା, ସନ୍ଧ୍ୟା ୫ଟା ୩୦ ସୁଦ୍ଧା…
ଭଦ୍ରକ,୧।୧୨(ସନାତନ ରାଉତ): ଭଦ୍ରକ ବିଜେଡିରେ ହଲଚଲ ପରେ ଜିଲାର ୨ ବିଧାୟକ, ଜିଲା ପରିଷଦ ସଭାପତି, ପୂର୍ବତନ ବିଧାୟକଙ୍କୁ ଡାକରା ନବୀନ ନିବାସକୁ ଡାକରା ଦିଆଯାଇଛି। ସନ୍ଧ୍ୟା ୫ଟା ୩୦ରେ ନବୀନ ନିବାସରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର…
କାର୍ଯ୍ୟରତ ବିପିଏମଙ୍କ ବଦଳିର ପ୍ରତିବାଦ: ବାତିଲ ନ ହେବା ଯାଏ…
ତିହିଡ଼ି,୧ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୋମବାର ସ୍ବାସ୍ଥ୍ୟକର୍ମୀ, ସୁପରଭାଇଜର ଓ ଆଶାକର୍ମୀମାନେ ଧାରଣା ଦେବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ବ୍ଲକ ପ୍ରକଳ୍ପ ପରିଚାଳକ(ବିପିଏମ)ଶାନ୍ତିଲତା ମିଶ୍ରଙ୍କ ବଦଳି ପ୍ରତିବାଦରେ ଏହି ପଦକ୍ଷେପ ନିଆଯାଇଥିବା…
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
ଭଦ୍ରକ,୨୯ା୧୧: ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର…
ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ
ଭଦ୍ରକ,୨୯।୧୧(ସନାତନ ରାଉତ): ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଅଧ୍ୟକ୍ଷଙ୍କ ବିରୋଧରେ କୋଟିଏରୁ…
ବିଜେଡି ସମର୍ଥିତ ବ୍ଲକ୍ ଅଧ୍ୟକ୍ଷଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲା ବିଜେଡି
ବନ୍ତ,୨୯ା୧୧(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ କୋଟିଏରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗ ଆଣିଛି ବିଜେଡି। ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନାରେ ନିଜ ନାମରେ ଭେଣ୍ଡର କୋଡ଼ ଖୋଲି ଟଙ୍କା ଆତ୍ମସାତ କରିଥିବା ଖବରଦାତା ସମ୍ମିଳନୀରେ ବ୍ଲକ…
ସରକାରୀ ଦେଶୀମଦ ଦୋକାନ ଜାଳିଦେଲେ ଦୁର୍ବୃତ୍ତ, ଜଳିଗଲା ୪ଲକ୍ଷ ଟଙ୍କାର ମଦ
ତିହିଡି଼, ୨୬।୧୧(ସଞ୍ଜିତ ବଳ): ତିହିଡି଼ ବଜାରରେ ଥିବା ସରକାରୀ ଦେଶୀମଦ ଦୋକାନକୁ ମଙ୍ଗଳବାର ରାତିରେ କେତେକ ଦୁର୍ବୃତ୍ତ ପେଟ୍ରୋଲ ପକାଇ ଜାଳି ଦେଇଥିବା ଅଭିଯୋଗ ହୋଇଛି। ମଦ ଦୋକାନ ମାଲିକ ସାବରଙ୍ଗ ଥାନା ଅଧୀନ ନଛିପୁର ଗ୍ରାମର ରତ୍ନାକର ବେହେରା ଏ…
ବ୍ଲକ ଅଧ୍ୟକ୍ଷାଙ୍କୁ ଆସୁଛି ଧମକ: ଭାଜପାରେ ଯୋଗ ଦେବାକୁ ମନମୋହନଙ୍କୁ ଚିଠ ଲେଖିବାରୁ ଜୀବନରୁ ମାରିଦେବାକୁ…
ଭଣ୍ଡାରୀପୋଖରୀ/ଭଦ୍ରକ,୨୪।୧୧(ରାଜେନ୍ଦ ଶତପଥୀ/ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷାଙ୍କୁ ବିଜେଡି ନଛାଡିବା ପାଇଁ ମିଳୁଛି ଧମକ । ଦଳ ପରିତ୍ୟାଗ କଲେ ଜୀବନରୁ ମାରିଦିଆଯିବ ବୋଲି କିଛି ଆସାମାଜିକ ବ୍ୟକ୍ତି ଧମକ ଦେଇଥିବା ଭଣ୍ଡାରିପୋଖରୀ ଥାନାରେ ବ୍ଲକ ଅଧ୍ୟକ୍ଷା ସୁମତୀ…
ଛାଡି ପଳାଇଲେ ସ୍ତ୍ରୀ, ଶ୍ୱଶୁର ଘର ଉପରେ ବୋମାମାଡ଼ କଲେ ଜ୍ୱାଇଁ
ଭଦ୍ରକ,୨୩ା୧୧: ଭଦ୍ରକ ଜିଲା ବାଣ୍ଟ ଅଞ୍ଚଳର ଆପଣ୍ଡା ଗ୍ରାମର ଶ୍ରୀଧର ନାୟକ କରଣପଲ୍ଲୀ ପଞ୍ଚାୟତର ବିଜୟ ପାଟଣା ଗ୍ରାମର ରାମ ଚନ୍ଦ୍ର ମହାଳିକଙ୍କ ଝିଅ ମାମୁନିଙ୍କୁ ପ୍ରେମ ବିବାହ କରିଥିଲେ। କିଛିଦିନ ସୁରୁଖୁରୁରେ ଚଳିବା ପରେ ପାରିବାରିକ କଳହ ଯୋଗୁଁ ଉଭୟଙ୍କ…
ସ୍କୁଟିକୁ ଧକ୍କା ଦେଲା ବସ୍, ୨ ମୃତ: ଘଟଣାସ୍ଥଳରେ ଉତ୍ତେଜନା
ତିହିଡି଼,୨୨।୧୧(ସଞ୍ଜିତ ବଳ):ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ସିନ୍ଦୋଳ ଠାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କୁଟିକୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ…
ଏକତା ପଦଯାତ୍ରାରେ ବାହାରିଲେ ଧର୍ମେନ୍ଦ୍ର ପ୍ରଧାନ: ପ୍ରବଳ ଜନସମାଗମ
ଧାମନଗର,୨୨/୧୧(ଦେବେନ୍ଦ୍ର ଆନ୍ଦିଆ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସକାଳେ ୧୬ ନଂ ଜାତୀୟ ରାଜପଥର ଧାମନଗର ଛକଠାରେ ପହଞ୍ଚିବା ପରେ ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ହଜାର ହଜାର ବାଇକ ଶୋଭାଯାତ୍ରାରେ ଦଳୀୟ କର୍ମୀ ମାନେ…
Archives


