ଭଦ୍ରକ

୯ କାଉନସିଲର ପ୍ରାର୍ଥୀପତ୍ର ନାକଚ

ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍‌ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ ନାକଚ ହୋଇ ନ ଥିବା ବେଳେ ୯ ଜଣ କାଉନସିଲର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର...

ଲୋକାୟୁକ୍ତ ଟିମ୍‌ର ତଦନ୍ତ

ଚାନ୍ଦବାଲି, ୧୦ା୩(ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ଓ ଭାଟପଡ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଗ୍ରାମବାସୀ ଜିଲାପାଳ, ବିଡିଓ ଓ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆ...

ଘରକୁ ଫେରିଲେ ଅର୍ଚ୍ଚନା

ଭଦ୍ରକ ଅଫିସ,୧୦ା୩: ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ସେମାନେ ଅତ୍ୟନ୍ତ ଭୟଭୀତ ଅବସ୍ଥାରେ ଥିଲେ। ତାଙ୍କ ସହ ଓଡ଼ିଶାରୁ ଶତାଧିକ ଛାତ୍ରୀଛାତ୍ର ଫସି ରହିଥିଲେ। ୭ଦିନ ଧରି ବଙ୍କର ଭିତରେ ବହୁ କଷ୍ଟରେ ରହିଥିଲେ।...

ଦବୁଛି ରାସ୍ତା, ପ୍ରଶାସନର ନିଘା ନାହିଁ

ଆରଡ଼ି, ୧୦ା୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସାଠିବାଙ୍କୁଡ଼ା ଓ ବୋଡ଼କର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ମାସକ ତଳେ ପ୍ରାୟ ୫୦ ଫୁଟ୍‌ର ରାସ୍ତା ଦବିଥିଲା। ଏଥିସହ ୧୦୦ ଫୁଟ୍‌ର ଫାଟ ସୃଷ୍ଟି ହୋଇଥିଲା। ଏହି...

୭ ଦିନର ଯାତ୍ରା ପରେ ୟୁକ୍ରେନ୍‌ରୁ ଆସିଲେ ସିଦ୍ଧାର୍ଥ

ଧାମନଗର, ୯।୩: ରୁଷିଆ ଲଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ସେଠାରେ ରହୁଥିବା ଓଡ଼ିଶାର ଛାତ୍ରୀଛାତ୍ର ଭୟ ଓ ଆଶଙ୍କା ଭିତରେ ଥିବା ବେଳେ ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ...

ରାଜ୍ୟ ଟେନିସ୍‌ ବଲ୍‌ ଦଳରେ ଭଦ୍ରକରୁ ୫

ଭଦ୍ରକ ଅଫିସ, ୯।୩: ଜାତୀୟ ସ୍ତରୀୟ କନିଷ୍ଠ ଟେନିସ୍‌ ବଲ୍‌ ପ୍ରତିଯୋଗିତା ନିମନ୍ତେ ରାଜ୍ୟ ପକ୍ଷରୁ ଚୟନ ହୋଇଥିବା ଦଳରେ ଭଦ୍ରକ ଜିଲାରୁ ୫ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ଖେଳାଳିମାନେ ବିହାର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ପ୍ରତିଯୋଗିତା ବିହାରର...

ଧାନର ଅଭାବୀ ବିକ୍ରି ପ୍ରତିବାଦରେ ଚାଷୀଙ୍କ ଧାରଣା

ବନ୍ତ,୭ା୩(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷଣ୍ଢ ସେବା ସମବାୟ ସମିତିରେ ଧାନର ଅଭାବୀ ବିକ୍ରି ଓ ଟୋକନ ଲାପ୍ସ ପ୍ରତିବାଦରେ ସମିତି ଆଗରେ ଧାନ ବସ୍ତା ରଖି ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏହା ପୂର୍ବରୁ ଚାଷୀମାନେ ଜିଲାପାଳଙ୍କୁ...

ସହରତଳି ଗାଁରେ ବିକାଶ ନାହିଁ

ଭଦ୍ରକ ଅଫିସ,୬।୩: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ରାଉତସାହି ଗାଁକୁ ବିକାଶ ଅପହଞ୍ଚ। ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଏହି ଗାଁର ଅବସ୍ଥା ଦୀପ ତଳ ଅନ୍ଧାର ଭଳି। ସହର ତଳି ଏହି ଗାଁ...

ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ତେସିଙ୍ଗା ଗ୍ରାମର ଦିବ୍ୟାଙ୍ଗ ରାଖାଲ କୁମାର ସେଠି କୃତିତ୍ୱ...

ଟାର୍ଗେଟ୍‌ ନାହିଁ, ପଡ଼ିରହିଛି ଧାନ

ଧାମନଗର,୬।୩: ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତି ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇପଡ଼ିଛନ୍ତି। ଟୋକନ ଅବଧି ଶେଷ ହେବା ସହ ଟାର୍ଗେଟ୍‌ ଅଭାବରୁ ଚାଷୀ ଅମଳ କରିଥିବା ଧାନ ସମିତିକୁ...

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ, ୫ ।୩ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଅଫ୍‌ଲାଇନ ପରିବର୍ତ୍ତେ ଅନ୍‌ଲାଇନ କରିବା ଦାବିରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ଛାତ୍ରୀଛାତ୍ର କଲେଜ ଫାଟକରେ ତାଲା ପକାଇ ହୋହାଲ୍ଲା କରି ଆନ୍ଦୋଳନ କରିଥିଲେ। ଟାଉନ...

ବାଇକ୍‌ରେ ଗଞ୍ଜେଇ ନେଇ ଖସିଯିବାକୁ ବସିଥିଲେ, ବାନ୍ଧିନେଲା ପୋଲିସ

ବନ୍ତ,୪।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବ୍ଲକ ଛକଠାରେ ଗୁରବାର ବିଳମ୍ବିତ ରାତିରେ ପୋଲିସ ବାଇକ୍‌ ଯାଞ୍ଚ କରିଥିଲା। ଯାଞ୍ଚବେଳେ ୧ କିଗ୍ରା ୮୫୯ ଗ୍ରାମ ଗଞ୍ଜେଇ ଜବତ କରିବା ସହ ୨ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri