ଆର୍ଆଇ, ପୋଲିସ ୪ଘଣ୍ଟା ଅଟକ
ଚାନ୍ଦବାଲି, ୧।୧(ଡି.ଏନ.ଏ.): ଭଦ୍ରକ ଜିଲା ବଁାଶଡ଼ା ଥାନା ଅଧୀନ ଯଶିପୁର ପଞ୍ଚାୟତ ବାରାକୋହ୍ଲା ଗ୍ରାମବାସୀ ଶନିବାର ଅପରାହ୍ନରେ ୧୪୪ ଜାରିକୁ ବିରୋଧ କରି ପୋଲିସ କର୍ମଚାରୀ ଓ ସ୍ଥାନୀୟ ମହିଳା ଆର୍ଆଇଙ୍କୁ ଅଟକ ରଖିଥିଲେ। ୪ ଘଣ୍ଟା ଅଟକ ରଖିବା ପରେ…
ବିନା ସୁଧରେ ୫ ଲକ୍ଷ ଟଙ୍କାର ଋଣ
ଭଦ୍ରକ ଅଫିସ,୩୧।୧୨: ଭଦ୍ରକ ଜିଲା ବନ୍ତ ବ୍ଲକ ପରିସରରେ ବ୍ଲକସ୍ତରୀୟ ମିଶନଶକ୍ତି ଋଣମେଳା ଶନିବାର ଅନୁଷ୍ଠିତ ହୋଇଯାଇଛି। ମିଶନଶକ୍ତି ଜିଲା ପ୍ରୋଜେକ୍ଟ ମ୍ୟାନେଜର ସଞ୍ଜୟ ବାରିକଙ୍କ ସଂଯୋଜନାରେ ଏମ୍ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ଜିଲାପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ…
କୋଇଲା ଟ୍ରେନ୍ରେ ନିଆଁ
ଭଣ୍ଡାରିପୋଖରୀ/ବନ୍ତ,୨୮।୧୨(ସ୍ବ.ପ୍ର./ଡି.ଏନ.ଏ.: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ୍ ରେଳ ଷ୍ଟେଶନ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଥିଲା। ଟ୍ରେନ୍ଟି ପାରାଦୀପରୁ ଖଡ଼ଗପୁର ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ୩ଟା ବେଳେ ଏଥିରେ…
୧ରୁ ତ୍ୟାଗଭୂମି ମହୋତ୍ସବ
ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ନେହେରୁ ଷ୍ଟାଡିୟମରେ ଜାନୁଆରୀ ୧ରୁ ୯ ଦିନ ବ୍ୟାପୀ ତ୍ୟାଗଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏ ନେଇ ଭଦ୍ରକ ସହର ଭାଗବତ କଲ୍ୟାଣ ମଣ୍ଡପରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
୩୨୯ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା
ଧାମନଗର, ୨୮।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୮ ଦଫା ଦାବି ନେଇ ଅଲ୍ ଓଡ଼ିଶା ଅଙ୍ଗନୱାଡି ୱାର୍କର୍ସ ଆସୋସିଏଶନ ଓ ଭାରତୀୟ ମଜଦୁର ସଂଘ ପକ୍ଷରୁ ଚାଲିଥିବା ବିକ୍ଷୋଭ ଓ ଧାରଣା ମଙ୍ଗଳବାର ୩୭ ଦିନରେ…
ଶିଶୁଙ୍କ ଡାଇପରରୁ ମିଳିଲା ଲୁଟ୍ ଅଳଙ୍କାର
ସୋର, ୨୭ା୧୨(ଡି.ଏନ.ଏ.): ଏକ ବସ୍ ଭିତରେ ଲୁଟ ହୋଇଥିବା ଅଳଙ୍କାର ଶିଶୁଙ୍କ ଡାଇପରରୁ ମିଳିବା ଘଟଣାରେ ଅଟକ ଥିବା ୨ ମହିଳାଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଏହାସହ ୨ ନାବାଳିକାଙ୍କୁ ସୋର ପୋଲିସ ଚାଇଲ୍ଡଲାଇନକୁ ହସ୍ତାନ୍ତର କରିଛି। ଭଦ୍ରକ ଜିଲା…
ଶଙ୍ଖ ଧରିଲେ ସରସଦା ସମିତି ସଭାପତି
ଭଣ୍ଡାରିପୋଖରୀ,୨୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସମବାୟ ସମିତି ସଭାପତି ଅବିନାଶ ରାଉତ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳୀୟ କାର୍ଯ୍ୟାଳୟଠାରେ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ…
କାର୍-ବାଇକ୍ ମୁହାଁମୁହିଁ ଧକ୍କା
ଭଦ୍ରକ ଅଫିସ,୨୬ା୧୨: ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଗେଲପୁର ଠାରେ ଘନ କୁହୁଡି ଯୋଗୁ କାର୍ ଓ ବାଇକ୍ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଥିଲା। ଏଥିରେ କାର୍ ଚାଳକ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। କଟକ…
ବିକଟାଳ ଶବ୍ଦ ପାଇଁ ତଣ୍ଡ ଗଣିଲେ ବାଇକ୍ ଚାଳକ
ଭଦ୍ରକ ଅଫିସ, ୨୫ା୧୨: ବିକଟାଳ ଶବ୍ଦ ପାଇଁ ଜଣେ ବାଇକ୍ ଚାଳକ ତଣ୍ଡ ଗଣିଛନ୍ତି। ପୋଲିସକୁ ୨୫୦୦ ଟଙ୍କା ଫାଇନ ଦେବା ସହ ତାଙ୍କ ବାଇକ୍ର ସାଇଲେନ୍ସର ବଦଳାଇବାକୁ ପଡ଼ିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ଶନିବାର ଏଭଳି ଦେଖିବାକୁ ମିଳିଛି। ପୁରୁଣାବଜାର…
ମଣ୍ଡି ଖୋଲିବାରେ ବିଳମ୍ବ,ଦଲାଲ ହେଉଛନ୍ତି ମାଲାମାଲ
ଧାମନଗର, ୨୫।୧୨(ସ୍ବ.ପ୍ର.): ଚଳିତ ବର୍ଷ ଧାନ ଅମଳ ସରିବାକୁ ବସିଥିଲେ ମଧ୍ୟ ପ୍ରଶାସନ ମଣ୍ଡି ଖୋଲିବାକୁ ନେଇ ଅହେତୁକ ବିଳମ୍ବ କରି ଚାଲିଛି। ଫଳରେ ଚାଷୀମାନେ ଦଲାଲମାନଙ୍କୁ କମ୍ ଦରରେ ଧାନ ବିକ୍ରି କରି ଆର୍ଥିକ କ୍ଷତି ସହୁଛନ୍ତି। ଯେ, ଚଳିତବର୍ଷ…
ଜ୍ୟାକେଟରୁ ଚିହ୍ନଟ ହେଲେ ଅଭିଯୁକ୍ତ
ବାସୁଦେବପୁର,୨୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ମୁଖ୍ୟ ସହରସ୍ଥିତ କଲେଜ ରୋଡ୍ରୁ ଗତ ୧୬ ତାରିଖ ରାତିରେ ଚନ୍ଦନ ଜୁଏଲେରୀ ଓ ୱାର୍କସପ୍ରୁ ଚୋରି ହୋଇଥିଲା। ସପ୍ତାହ ପରେ ବାସୁଦେବପୁର ପୋଲିସ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ…
ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ: ମନ୍ତ୍ରୀ
ଭଣ୍ଡାରିପୋଖରୀ/ଭଦ୍ରକ ଅଫିସ,୨୪।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଛତାବର-ନିଳୋକ ଓ ଛତାବର-ବଳିଘାଇ ରାସ୍ତାର ନବୀକରଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଛତାବର-ବଳିଘାଇ ଚାରିଥାକିଆ ରାସ୍ତାର ୮ କି.ମି. ନିର୍ମାଣ ପାଇଁ ୪୬ କୋଟି ଓ ଛତାବର-ନିଳୋକ ନିମନ୍ତେ ୨୫ କୋଟି…
Archives


