ଭଦ୍ରକ

୩୨୯ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା

ଧାମନଗର, ୨୮।୧୨(ଡି.ଏନ୍‌.ଏ):  ଭଦ୍ରକ ଜିଲା ଧାମନଗର ବ୍ଲକ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୮ ଦଫା ଦାବି ନେଇ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ୱାର୍କର୍ସ ଆସୋସିଏଶନ ଓ ଭାରତୀୟ ମଜଦୁର ସଂଘ ପକ୍ଷରୁ ଚାଲିଥିବା ବିକ୍ଷୋଭ ଓ ଧାରଣା ମଙ୍ଗଳବାର ୩୭ ଦିନରେ…

ଶିଶୁଙ୍କ ଡାଇପରରୁ ମିଳିଲା ଲୁଟ୍‌ ଅଳଙ୍କାର

ସୋର, ୨୭ା୧୨(ଡି.ଏନ.ଏ.): ଏକ ବସ୍‌ ଭିତରେ ଲୁଟ ହୋଇଥିବା ଅଳଙ୍କାର ଶିଶୁଙ୍କ ଡାଇପରରୁ ମିଳିବା ଘଟଣାରେ ଅଟକ ଥିବା ୨ ମହିଳାଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଏହାସହ ୨ ନାବାଳିକାଙ୍କୁ ସୋର ପୋଲିସ ଚାଇଲ୍ଡଲାଇନକୁ ହସ୍ତାନ୍ତର କରିଛି। ଭଦ୍ରକ ଜିଲା…

ଶଙ୍ଖ ଧରିଲେ ସରସଦା ସମିତି ସଭାପତି

ଭଣ୍ଡାରିପୋଖରୀ,୨୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସମବାୟ ସମିତି ସଭାପତି ଅବିନାଶ ରାଉତ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳୀୟ କାର୍ଯ୍ୟାଳୟଠାରେ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ…

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା

ଭଦ୍ରକ ଅଫିସ,୨୬ା୧୨: ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଗେଲପୁର ଠାରେ ଘନ କୁହୁଡି ଯୋଗୁ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଥିଲା। ଏଥିରେ କାର୍‌ ଚାଳକ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। କଟକ…

ବିକଟାଳ ଶବ୍ଦ ପାଇଁ ତଣ୍ଡ ଗଣିଲେ ବାଇକ୍‌ ଚାଳକ

ଭଦ୍ରକ ଅଫିସ, ୨୫ା୧୨: ବିକଟାଳ ଶବ୍ଦ ପାଇଁ ଜଣେ ବାଇକ୍‌ ଚାଳକ ତଣ୍ଡ ଗଣିଛନ୍ତି। ପୋଲିସକୁ ୨୫୦୦ ଟଙ୍କା ଫାଇନ ଦେବା ସହ ତାଙ୍କ ବାଇକ୍‌ର ସାଇଲେନ୍ସର ବଦଳାଇବାକୁ ପଡ଼ିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ଶନିବାର ଏଭଳି ଦେଖିବାକୁ ମିଳିଛି। ପୁରୁଣାବଜାର…

ମଣ୍ଡି ଖୋଲିବାରେ ବିଳମ୍ବ,ଦଲାଲ ହେଉଛନ୍ତି ମାଲାମାଲ

ଧାମନଗର, ୨୫।୧୨(ସ୍ବ.ପ୍ର.): ଚଳିତ ବର୍ଷ ଧାନ ଅମଳ ସରିବାକୁ ବସିଥିଲେ ମଧ୍ୟ ପ୍ରଶାସନ ମଣ୍ଡି ଖୋଲିବାକୁ ନେଇ ଅହେତୁକ ବିଳମ୍ବ କରି ଚାଲିଛି। ଫଳରେ ଚାଷୀମାନେ ଦଲାଲମାନଙ୍କୁ କମ୍‌ ଦରରେ ଧାନ ବିକ୍ରି କରି ଆର୍ଥିକ କ୍ଷତି ସହୁଛନ୍ତି। ଯେ, ଚଳିତବର୍ଷ…

ଜ୍ୟାକେଟରୁ ଚିହ୍ନଟ ହେଲେ ଅଭିଯୁକ୍ତ

ବାସୁଦେବପୁର,୨୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ମୁଖ୍ୟ ସହରସ୍ଥିତ କଲେଜ ରୋଡ୍‌ରୁ ଗତ ୧୬ ତାରିଖ ରାତିରେ ଚନ୍ଦନ ଜୁଏଲେରୀ ଓ ୱାର୍କସପ୍‌ରୁ ଚୋରି ହୋଇଥିଲା। ସପ୍ତାହ ପରେ ବାସୁଦେବପୁର ପୋଲିସ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ…

ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ: ମନ୍ତ୍ରୀ

ଭଣ୍ଡାରିପୋଖରୀ/ଭଦ୍ରକ ଅଫିସ,୨୪।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଛତାବର-ନିଳୋକ ଓ ଛତାବର-ବଳିଘାଇ ରାସ୍ତାର ନବୀକରଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଛତାବର-ବଳିଘାଇ ଚାରିଥାକିଆ ରାସ୍ତାର ୮ କି.ମି. ନିର୍ମାଣ ପାଇଁ ୪୬ କୋଟି ଓ ଛତାବର-ନିଳୋକ ନିମନ୍ତେ ୨୫ କୋଟି…

ସ୍ବଚ୍ଛତା କ୍ଷେତ୍ରରେ ଜାତୀୟ ପୁରସ୍କାର ପାଇଲେ ସସ୍ମିତା

ଭଦ୍ରକ ଅଫିସ, ୨୨ା୧୨: ପରିମଳ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଇଣ୍ଡିଆ ସାନିଟେସନ କୋଆଲିସନ ପକ୍ଷରୁ ସ୍ବଚ୍ଛତା ପରିବର୍ତ୍ତନକାରୀ ମହିଳା-୨୦୨୨ ଜାତୀୟ ପୁରସ୍କାର ପାଇଇନ୍ତି ଭଦ୍ରକ ପୌରପାଳିକା ୧୭ନଂ. ୱାଡର୍ର୍ର ସ୍ବଚ୍ଛ ସାଥି ସସ୍ମିତା ବାରିକ। ଜାତୀୟସ୍ତରରେ ଓଡ଼ିଶାରୁ ୩ ଜଣ…

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର…

ପୂର୍ବତନ ସରପଞ୍ଚଙ୍କ ଘରେ ଆୟକର ବିଭାଗର ଚଢାଉ

ଭଦ୍ରକ ଅଫିସ,୨୧।୧୨: ଭଦ୍ରକ ଜିଲା ତିହିଡି ବ୍ଲକ ଗୁଆମାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ପଣ୍ଡାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭଦ୍ରକ ମହାବୀର ନଗରସ୍ଥିତ ଘର, ଟାୟାର ଦୋକାନ ଓ ଗୁଆମାଳସ୍ଥିତ ପୈତୃକ ଘରେ ଏକକାଳୀନ…

ରାସ୍ତା ଜବରଦଖଲ ଉଚ୍ଛେଦ, ପ୍ରଶସ୍ତୀକରଣ ଦାବି କଲା କଂଗ୍ରେସ

ଭଦ୍ରକ ଅଫିସ, ୧୯।୧୨: ଭଦ୍ରକ କଚେରୀ ବଜାର ମୋଚି ଛକଠାରୁ ନଙ୍ଗାମହଲା, ଶଙ୍କରପୁର, ପୁରୁଣାବଜାର, ବାଙ୍କାବଜାର, ସଙ୍ଗତଛକଠାରୁ ଭଦ୍ରକାଳୀ ପୀଠ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ, ରାସ୍ତାର ପ୍ରଶସ୍ତୀକରଣ ଓ ସ୍ଥାୟୀ ନିର୍ମାଣ ପାଇଁ କଂଗ୍ରେସ ଦାବି କରିଛି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri