ଭଦ୍ରକ

ବାଣ ଦୋକାନରେ ବିସ୍ଫୋରଣ ଘଟି ଲାଗିଲା ନିଆଁ: ୨ ମୃତ, ୭ ଆହତ

ବାସୁଦେବପୁର,୬।୫(କାଲିପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ବାଇପାସ୍‌ ଚାନ୍ଦବାଲି ରାସ୍ତା ହଳଦିଡ଼ିହି ଛକରେ ମଙ୍ଗଳବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ବାଣ ଦୋକାନରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

କିନ୍ନର ସମାଜ ପାଇଁ ଗୌରବର ବିଷୟ : ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ୯ କିନ୍ନର

ଭଦ୍ରକ, ୩।୫(ସନାତନ ରାଉତ): କିନ୍ନର ସମାଜ ପାଇଁ ଗୌରବଆଣିଲେ ଭଦ୍ରକର ୯ କିନ୍ନର । ସଦ୍ୟ ପ୍ରକାଶ ପାଇଥିବା ମ୍ୟାଟ୍ରିକ ପରୀକ୍ଷାଫଳ ଅନୁସାରେ ଭଦ୍ରକ ଚରମ୍ପା ଅଂଚଳର ୯ ଜଣ କିନ୍ନର ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହା କିନ୍ନର ସମାଜ...

ୟୁଟ୍ୟୁବ ଦେଖି ସ୍କୁଟର ତିଆରି କଲେ ମ୍ୟାଟ୍ରିକ ଛାତ୍ର: କହିଲେ ପୁରା ପ୍ରସ୍ତୁତିର କାହାଣୀ

ଭଦ୍ରକ,୩।୫(ସନାତନ ରାଉତ): ୟଟ୍ୟୁବ୍‌ ଦେଖି ଜଣେ ମ୍ୟାଟ୍ରିକ ପରୀକ୍ଷାର୍ଥୀ ସ୍କୁଟର ନିର୍ମାଣ କରି ବେଶ ଚର୍ଚ୍ଚାରେ । ସେହି ଛାତ୍ର ଜଣକ ହେଉଛନ୍ତି ଭଦ୍ରକ ଜିଲା ଚରମ୍ପା ପଥରଆଡି ଗ୍ରାମର କାର୍ତ୍ତିକ ମହାରଣାଙ୍କ ପୁଅ ବିନୋଦ (୧୬ ବର୍ଷ)। ସେ...

ଛାତ୍ରୀଛାତ୍ରଙ୍କ ପୋଷାକରେ ଅନିୟମିତତା: ଧାରଣାରେ ବସିଲା ମହିଳା ମଞ୍ଚ

ଭଦ୍ରକ,୧ା୫(ସନାତନ ରାଉତ): ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଯୋଜନାରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପୋଷାକ ଅନିୟମିତତା ବିରୋଧରେ ଭଦ୍ରକ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ମହାମଞ୍ଚର ମହିଳାମାନେ। ବିଦ୍ୟାଳୟକୁ ପୋଷାକ ଯୋଗାଇବା ପାଇଁ...

ଭଦ୍ରକରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ

ଭଦ୍ରକ, ୧।୫(ସନାତନ ରାଉତ)- ଭଦ୍ରକ ଟାଉନ ହଲରେ ଗୁରୁବାର ପୂର୍ବାହ୍ନ ୯ ଟାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ହୋଇଯାଇଛି l ଡିଜିଟାଲ ଯୁଗରେ ମେଶିନ ଦ୍ୱାରା ସବୁ କାମ କରାଯାଉଥିଲେ ମଧ୍ୟ ମେସିନ ଚଳାଇବା ପାଇଁ ମାନବ...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ ହେବା ଘଟଣାକୁ ନେଇ ତୁମ୍ବି ତୋଫାନ ଥମି ନ ଥିବା ବେଳେ ରବିବାର...

ଆମ୍ବୁଲାନ୍ସରେ ହେଉଥିଲା ଗୋଚାଲାଣ: ୪ ଗୋରୁ ଉଦ୍ଧାର, ଆମ୍ବୁଲାନ୍ସ ଜବତ

ଭଦ୍ରକ,୨୭।୪(ସନାତନ ରାଉତ): ଭଦ୍ରକରେ ଗୋ ଚାଲାଣ ରୋକିବା ପାଇଁ ପୋଲିସ କଡା ପଦକ୍ଷେପ ନେଉଥିବାରୁ ଗୋ ମାଫିଆ ମାନେ ଅଭିନ ଉପାୟରେ କରୁଛନ୍ତି ଗୋଚାଲାଣ ।ରବିବାର ଭୋର ସମୟରେ ଗୋ ଚାଲାଣ ହେଉଥିବା ଏକ ଆମ୍ବୁଲାନ୍ସକୁ ଜବତ କରିଛି ପୁରୁଣାବଜ଼ାର...

ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଓଭର ବ୍ରିଜ ୱାଲରେ ପିଟି ହେଲା ବାଇକ, ୨ ମୃତ ଜଣେ ଗୁରୁତର

ଭଦ୍ରକ,୨୭।୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ବନ୍ତ ଛକ ଓଭର ବ୍ରିଜ ନେହେରୁ ଷ୍ଟାଡିଅମ ନିକଟରେ ରବିବାର ପୂର୍ବାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି। ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସୂଚନା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଉକ୍ତ ଭ୍ୟାନରେ ପ୍ରାୟ ୪୦ ଗୋରୁ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି। ଏହି ଉତ୍ସବ ପରେ ବ୍ଲକ ଅଫିସ୍‌ ପରିସରରେ ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌...

ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି l ଘଟଣାସ୍ଥଳରେ ଟାଉନ ପୋଲିସ ମୁତୟନ ରହିଛନ୍ତି। ସୂଚନା...

ସାଙ୍ଗ ହୋଇ ଖେଳୁଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ବାସୁଦେବପୁର,୨୪।୪ (କାଳିପଦ ରାୟ): ପୋଖରୀରେ ବୁଡ଼ିଗଲେ ଦୁଇଭଉଣୀ। ଉଦ୍ଧାର କରାଯାଇ ମେଡିକାଲ ଅଣାଯାଇଥିଲେ ହେଁ ବଞ୍ଚାଯାଇପାରି ନ ଥିଲା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦମଳ ଦିହ ସାହିରେ ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri