ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…
ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ କରିବାକୁ ଲାଞ୍ଚ ନେବାବେଳେ ଧରିଥିଲା ସିବିଆଇ। ବିଭିନ୍ନ କାଗଜ ପତ୍ର ତଦନ୍ତ ପରେ…
ଆଖଣ୍ଡଳମଣି ପୀଠରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା: ବୁଲିଲା ବୁଲ୍ଡୋଜର
ଧୂଷୁରୀ, ୨।୬ (ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ଆଖଣ୍ଡଳମଣି ମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ପାଇଁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।ପୂର୍ବରୁ ଏ ନେଇ ପ୍ରଶାସନ ପକ୍ଷରୁ ବିସ୍ଥାପିତ ହେବାକୁ ଥିବା…
ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ
ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି ବ୍ୟାଟେରୀ, ସିସିଟିଭି କ୍ୟାମେରାର ହାର୍ଡ ଡିସ୍କ, କମ୍ପ୍ୟୁଟର ମନିଟର ସମେତ ବହୁ ମୂଲ୍ୟବାନ…
ବିଦ୍ୟୁତ୍ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ
ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଶନିବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ସୂଚନାନୁଯାୟୀ, ଶୁକ୍ରବାର ରାତିରେ ବିଦେଇପୁର ଅଞ୍ଚଳର ୭ର…
ନଦୀକୂଳରେ ପଡ଼ିଛି ଅଚିହ୍ନା ମହିଳାଙ୍କ ମୃତଦେହ, କେହି ଦୁର୍ବୃତ୍ତ ହତ୍ୟା କରି…
ତିହିଡ଼ି,୨୯ା୫(କାଳନ୍ଦୀ ବେହେରା/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ରେବ ନଈକୂଳରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମହିଳାଙ୍କ ମୁଣ୍ଡରେ ଆଘାତର ଚିହ୍ନ ଥିବାରୁ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି…
ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର
ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ ରୂପେ ରୋକିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ, ଭଦ୍ରକ…
ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ
ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମଙ୍ଗଳବାର ଅପରାହ୍ନରେ ଧାମନଗର ପୋଲିସ ସୁରାକ ପାଇ…
ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ
ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି । ପ୍ରଶାସନର କଦର୍ଯ୍ୟ ରୂପ ବ୍ୟବସ୍ଥାର ଅବହେଳା ଓ ପ୍ରଶାସନର ଅନ୍ଧକାନୁନ ଆଗରେ…
ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର
ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ତଳାଙ୍ଗ ଗ୍ରାମରେ ଘଟିଛି ଏହି…
ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…
ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛ।…
ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ
ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l ମୃତକ ହେଉଛନ୍ତି ଚରମ୍ପା ରାଜେନ୍ଦ୍ର ବିଶ୍ୱାଳଙ୍କ ସାନପୁଅ ସମ୍ବିତ l ସମ୍ବିତ ଯୁକ୍ତ…
ଏହି ଜିଲାରେ କାଲିଠୁ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର, ପିଲାଙ୍କ ଘରକୁ ଶୁଖିଲା ଖାଦ୍ୟ….
ଭଦ୍ରକ,୨୦ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାରେ ଅଙ୍ଗନବାଡ଼ି କେନ୍ଦ୍ର…

