ଭଦ୍ରକ

ଧାମନଗର ଉପନିର୍ବାଚନ: ୧୬ ରାଉଣ୍ଡରେ ବି ସୂର୍ଯ୍ୟବଂଶୀ ଆଗୁଆ

ଭଦ୍ରକ ଅଫିସ,୬ା୧୧: ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡରେ ବି ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗରେ ଅଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୭୦,୯୪୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ…

ଭାଗ୍ୟ ବଦଳାଉଛି ତେଲିଆ ମାଛ

ଭୋଗରାଇ,୬।୧୧(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଗଭୀର ସମୁଦ୍ର ଉପକୂଳରୁ ଶନିବାର ୩୬ କେଜିର ଏକ ବିରଳ ପ୍ରଜାତିର ତେଲିଆ ଭୋଲା ମାଛ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ପଡିଥିଲା। ଏହି ମାଛକୁ ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ବିକ୍ରି କେନ୍ଦ୍ରକୁ ଅଣାଯାଇ…

ଆଜି ଆସିବ ଧାମନଗର ଭୋଟ ଫଳାଫଳ

ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍‌: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା କରାଯିବ। ସକାଳ ୮ଟା ୩୦…

ସମିତି ସଭ୍ୟ ଉପନିର୍ବାଚନ: ବାଜି ମାରିଲା ଭାଜପା

ଚାନ୍ଦବାଲି,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମାଧପୁର ପଞ୍ଚାୟତରେ ସମିତି ସଭ୍ୟ ଉପନିର୍ବାଚନର ଅଙ୍କକଷା ଶେଷ ହୋଇଛି। ଭାଜପା ସମର୍ଥିତ ସମିତି ସଭ୍ୟ ଭାବେ ସବିତା ବିଶ୍ୱାଳ ୧୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମାଧପୁର ପଞ୍ଚାୟତର ବିଜେଡି ସମର୍ଥିତ ସମିତି…

ଧାମନଗର ଉପନିର୍ବାଚନ ପରବର୍ତ୍ତୀ ହିଂସା: ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ

ଭଦ୍ରକ ଅଫିସ,୫।୧୧: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ସରିବା ପରେ ଶୁକ୍ରବାର ସନ୍ଧ୍ୟାରେ ତିହିଡି ଥାନା ତଳଗୋପବିନ୍ଧା ପଞ୍ଚାୟତ ପାଇକ ସାହିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଛି । ଉକ୍ତ ଗ୍ରାମର ଶଶୀକାନ୍ତ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ତିହିଡି ଥାନାରେ…

ଫଳାଫଳକୁ ନେଇ ଚାଲିଛି ଅଙ୍କକଷା

ଭଦ୍ରକ ଅଫିସ,୫ା୧୧: ଧାମନଗର ଉପନିର୍ବାଚନ ଗୁରୁବାର ଶେଷ ହୋଇଥିବା ବେଳେ ଫଳାଫଳକୁ ନେଇ ୩ ପ୍ରମୁଖ ଦଳ ପକ୍ଷରୁ ଚାଲିଛି ଅଙ୍କକଷା। ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଥିବା ବେଳେ ହାର୍‌ଜିତ୍‌କୁ ନେଇ ସବୁ ଦଳର ନେତା ଅଡୁଆରେ ପଡ଼ିଯାଇଛନ୍ତି।…

ଇଭିଏମ୍‌ ପାଇଁ ରାତି ଅନିଦ୍ରା

ଭଦ୍ରକ ଅଫିସ, ୫।୧୧: ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ପରେ ସମସ୍ତ ଇଭିଏମ୍‌ ଓ ଭିଭିପାଟ୍‌କୁ ଅଣାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗରୁମ୍‌ରେ ପୋଲିସର କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସିସିଟିଭି ମାଧ୍ୟମରେ ଷ୍ଟ୍ରଙ୍ଗ୍‌ରୁମ୍‌ ଭିତର ଦୃଶ୍ୟକୁ…

ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ, ମା’ଙ୍କୁ ଗୁଳିମାଡ଼

ବାସୁଦେବପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର -ଇଚ୍ଛାପୁର ରାସ୍ତାର ଚଉରା ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଜଣେ ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ ସହ ତାଙ୍କ ମା’ଙ୍କୁ ଗୁଳିମାଡ଼ କରିଛନ୍ତି। ମହିଳାଙ୍କ ଡାହାଣ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଗୋଷ୍ଠୀ…

ଦଳୀୟ ପୋଷ୍ଟର ଲାଗିଥିବା ଗାଡ଼ିରେ ଭୋଟ ଦେବାକୁ ଆସିଲେ ଅବନ୍ତୀ

ଭଦ୍ରକ ଅଫିସ,୪।୧୧:ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଦେବାକୁ କଁାପଡ଼ା ମତଦାନ କେନ୍ଦ୍ରକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ବିଜେଡିର ଶଙ୍ଖ ଚିହ୍ନ ପୋଷ୍ଟର ଲାଗିଥିବା ଗାଡ଼ିରେ ସେ ବୁଥ୍‌କୁ ଆସିଥିବାରୁ ବିବାଦ ଦେଖାଦେଇଛି।…

ସରିଲା ମତଦାନ: ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଭଦ୍ରକ ଅଫିସ, ୩।୧୧: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ…

ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ

ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୨ ପୋଲିଂ ପାର୍ଟି, ୧…

ପୋଲିଂ ଅଫିସରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri