ରାମନବମୀ ମହୋତ୍ସବ ଉପଲକ୍ଷେ ଗଣଦୌଡ଼
ଭଦ୍ରକ ଅଫିସ,୧୨।୩: ଶ୍ରୀରାମ ମହାଯଜ୍ଞ ସମିତି ଭଦ୍ରକ ପକ୍ଷରୁ ଶ୍ରୀରାମ ନବମୀ ମହୋତ୍ସବ ଉପଲକ୍ଷେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ତାରିଣୀ ମନ୍ଦିରରୁ ଗଣଦୌଡ଼ ଆରମ୍ଭ ହୋଇ ୨ କିମି ସହର ପରିକ୍ରମା…
ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଧାରଣା
ଭଦ୍ରକ ଅଫିସ,୧୦ା୩: ଭଦ୍ରକ ଜିଲା ଧାମନଗର ବ୍ଲକ ରଇପୁର ଗ୍ରାମରେ ଏକ ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଗ୍ରାମବାସୀ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି। ଗ୍ରାମର ଦକ୍ଷିଣ ପାର୍ଶ୍ୱରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତି କୁକୁଡ଼ା…
୩୧୮ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୨୧,୦୩୭ ଛାତ୍ରୀଛାତ୍ର
ଭଦ୍ରକ ଅଫିସ,୧୦ା୩: ଶୁକ୍ରବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା ବା ସମେଟିଭ୍-୨ ପରୀକ୍ଷା। ଜିଲାର ମୋଟ୍ ୩୧୮ଟି ଉଚ୍ଚ ବିଦ୍ୟାଳୟର ୨୧୦୩୭ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ୭ଟି ବ୍ଳକରେ ମୋଟ୍ ୧୧୫ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ଚାନ୍ଦବାଲି…
ମେଳଣରେ ସାମିଲ ହେଲା ୬୦ରୁ ଊର୍ଦ୍ଧ୍ୱ ଦୋଳ ବିମାନ
ଭଦ୍ରକ ଅଫିସ,୮।୩: ଭଦ୍ରକ ଜିଲା ଅଗରପଡ଼ା ରାମଗଡ଼ ମେଳଣରେ ୬୦ରୁ ଊର୍ଦ୍ଧ୍ୱ ଦୋଳ ବିମାନ ସାମିଲ ହୋଇଛନ୍ତି। ବୁଧବାର ଭୋରରୁ ରାଜାଗଡ଼, ପୁରୁଷଣ୍ଢ, କାଣ୍ଡବା, ମହାନ୍ତିପଡ଼ା, ନୂଆପୋଖରୀ ଆଦି ବିଭିନ୍ନ ଗ୍ରାମରୁ ସୁସଜ୍ଜିତ ରାଧାକୃଷ୍ଣଙ୍କ ବିମାନ ରାଜାଗଡ଼ଠାରେ ଏକତ୍ରିତ ହୋଇଥିଲେ ।…
ଭଦ୍ରକ-ପୁରୀ ମେମୁ ଟ୍ରେନ୍ ଚଳାଇବା ଦାବିରେ ରେଲ୍ରୋକୋ
ଭଦ୍ରକ ଅଫିସ,୭।୩: ଭଦ୍ରକ-ପୁରୀ ମେମୁ ଟ୍ରେନ୍ ଚଳାଇବା ଦାବିରେ ମଙ୍ଗଳବାର ପୂର୍ବତନ ବିଧାୟକ ନରେନ ପଲେଇ ଓ ତାଙ୍କ ସମର୍ଥକ ଭଦ୍ରକଠାରେ ରେଳରୋକୋ କରିଛନ୍ତି l ସକାଳ ୭ଟାରେ ସମର୍ଥକମାନଙ୍କ ସହ ଭଦ୍ରକ ଚରମ୍ପା ଷ୍ଟେଶନର ଦକ୍ଷିଣ ପାର୍ଶ୍ୱ ୧୦୮ ଲେଭଲ…
‘ସରକାରୀ ଯୋଜନାର ସୁବିଧା ନେଇ ସ୍ବାବଲମ୍ବୀ ହୋଇପାରିବେ ମହିଳା’
ଭଦ୍ରକ ଅଫିସ,୭।୩: ବିଭିନ୍ନ ସରକାରୀ ଯୋଜନାର ସବ୍ସିଡି ବ୍ୟବସ୍ଥା ରହିଛି। ଏହାର ସୁଯୋଗ ନେଇ ସ୍ବୟଂସହାୟକ ଗୋଷ୍ଠୀ ମହିଳାମାନେ ଉଦ୍ୟୋଗୀ ହୋଇ ସ୍ବାବଲମ୍ବୀ ହୋଇପାରିବେ। ଏଥିସହ ଅନ୍ୟମାନଙ୍କୁ କର୍ମନିଯୁକ୍ତି ଦେଇ ରୋଜଗାରକ୍ଷମ କରିପାରିବେ ବୋଲି ଭଦ୍ରକ ଜିଲାସ୍ତରୀୟ ୫ଦିନିଆ ଉଦ୍ୟୋଗୀ ସପ୍ତାହ…
ଯୌତୁକ ନିର୍ଯାତନା ମାମଲା: ସ୍ବାମୀଙ୍କୁ ବର୍ଷେ ସଶ୍ରମ କାରାଦଣ୍ଡ
ଭଦ୍ରକ ଅଫିସ,୬।୩: ଭଦ୍ରକ ଏସ୍ଡିଜେଏମ୍ ଚିନ୍ମୟ କୁମାର ପାଢ଼ୀ ସୋମବାର ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ତିହିଡ଼ି ଥାନା ଅଧୀନ ତଳବନ୍ଧ ଗ୍ରାମର ଅକ୍ଷୟ କୁମାର ବେହେରାଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା…
‘ମୋ ଝିଅକୁ ହତ୍ୟା କରାଯାଇଛି’
ପଦ୍ମପୁର,୬।୩(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତ ଖେଡୁଆଳପୁର ଗ୍ରାମରେ ପୂଜାରାଣୀ ପୁହାଣ ନାମ୍ନୀ ଯୁବତୀ ଗତ ୨ ତାରିଖରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଏନେଇ ନାୟକାଣିଡିହୀ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୨୩) ରୁଜୁ…
ଗାଁରେ ବ୍ରାଇଡାଲ ମେକ୍ଅପ୍ ଦେବେ ଏସ୍ଏଚ୍ଜି ସଦସ୍ୟା
ଭଦ୍ରକ ଅଫିସ,୬ା୩:ଏବେ ଗଁାରେ ମିଳିବ ମେକ୍ଅପ୍ ସୁବିଧା। ବ୍ରାଇଡାଲ ମେକ୍ଅପ୍ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପାର୍ଲର ସେବା ଗଁାର ଯୁବତୀ ଓ ମହିଳାମାନେ ପାଇପାରିବେ। ସ୍ବୟଂସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ସଦସ୍ୟାମାନଙ୍କ ଦ୍ୱାରା ଏହି ସୁବିଧା ପାଇଁ ମିଶନ ଶକ୍ତି ବିଭାଗ…
ଶ୍ରମିକଙ୍କ ପାଇଁ ଦିନ ୧୧ରୁ ୩ କାର୍ଯ୍ୟ ବନ୍ଦ
ଭଦ୍ରକ ଅଫିସ,୫।୩: ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ଜରୁରୀକାଳୀନ ବିଭାଗ ସଂଯୋଜନାରେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ପାନୀୟ ଜଳ ଯୋଗାଣ…
ଡାକ୍ତରଙ୍କୁ ମାଡ଼: ଅଭିଯୁକ୍ତଙ୍କୁ ଗିରଫ ନେଇ ଏସ୍ପିଙ୍କୁ ଦାବିପତ୍ର ଦେଲା ସଂଘ
ଭଦ୍ରକ ଅଫିସ, ୪।୩: ଭୁଲ୍ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଘରୋଇ କ୍ଲିନିକ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଇଣ୍ଡିଆନ ମେଡିକାଲ ଆସୋସିଏଶନ ପକ୍ଷରୁ ଶନିବାର ଏସ୍ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
ଯୁବ ମୋର୍ଚ୍ଚା କର୍ମୀଙ୍କୁ ମାଡ଼ ଘଟଣା: ଏସପି ଅଫିସ୍ ଘେରିଲା ଭାଜପା
ଭଦ୍ରକ ଅଫିସ, ୪।୩: ମନ୍ତ୍ରୀ ନବ ଦାଶ ହତ୍ୟା ଘଟଣାରେ ଆନ୍ଦୋଳନ ବେଳେ ଭାଜପା ଯୁବ ମୋର୍ଚ୍ଚା କର୍ମୀଙ୍କୁ ପୋଲିସର ଅତ୍ୟାଚାର ଓ ଗିରଫ ପ୍ରତିବାଦରେ ଶନିବାର ଭାଜପା ପକ୍ଷରୁ ଭଦ୍ରକ ଏସ୍ପି ଅଫିସ ଘେରାଉ କରାଯାଇଛି। ଯୁବମୋର୍ଚ୍ଚା ରାଜ୍ୟ ସଭାପତି…

