ପୋଲିଂ କର୍ମଚାରୀଙ୍କ ଜୀବନ ଗଲା
ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ବୁଧବାର…
କାର୍-ବାଇକ୍ ମୁହାଁମୁହିଁ ଧକ୍କା: ବାଇକ୍ ଆରୋହୀ ଗୁରୁତର
ଚାନ୍ଦବାଲି,୩।୧୧(ଡି.ଏନ୍.ଏ.): ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚନ୍ଦନପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ବାଇକ ଆରୋହୀଜଣଙ୍କ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବିଶ୍ରାମପୁର ଗ୍ରାମର ବିକାଶ ପରିଡ଼ା। ଚାନ୍ଦବାଲିରୁ ମତୋ ଅଭିମୁଖେ ଯାଉଥିବା ଏକ…
ଧାମନଗରରେ ଚାଲିଛି ମତଦାନ
ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ…
ଦାଦନ ଖଟିବାକୁ ଯାଇ ଘରକୁ ଫେରିଲା ମୃତଦେହ, ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଚାନ୍ଦବାଲି,୨ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ସାମ୍ନାକୁ ଆସିଛି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ। ପରିବାର ପ୍ରତିପୋଷଣ କରିବା ପାଇଁ ଦାଦନ ଖଟୁଥିଲେ କିନ୍ତୁ ଶ୍ରମିକଙ୍କ ମୃତଦେହ ଏବେ ତାଙ୍କ ଗାଁକୁ ଫେରିଛି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଚାନ୍ଦବାଲି ବ୍ଲକ…
ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ…
ସରିଲା ପ୍ରଚାର: ଦ୍ୱନ୍ଦ୍ୱରେ ପ୍ରାର୍ଥୀ
ଧାମନଗର,୨ା୧୧(ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମଇଦାନରେ ୫ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ ହେଁ ମୁଖ୍ୟତଃ ଧାମନଗର ମଙ୍ଗ ଧରିବା ପାଇଁ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ଟକ୍କର ଚାଲିଛି। କିନ୍ତୁ ବିଜେଡି ଟିକେଟରୁ ବଞ୍ଚିତ…
ବାହାର ନେତାଙ୍କୁ ଧାମନଗର ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ
ଭଦ୍ରକ ଅଫିସ,୨ା୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ…
ବାହାର ନେତାଙ୍କୁ ଧାମନଗର ଛାଡ଼ିବାକୁ ନିର୍ଦ୍ଦେଶ
ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ…
ସରିଲା ପ୍ରଚାର: ୩ରେ ଉପନିର୍ବାଚନ
ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ଯୋରଦାର ପ୍ରଚାର ହୋଇଥିଲା। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ହେଭିଓ୍ବେଟ ଓହ୍ଲାଇଥିଲେ। ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ୬ ତାରିଖରେ ଭୋଟ…
ସରୁଛି ପ୍ରଚାର: ମଇଦାନରେ ହେଭିଓ୍ବେଟ୍
ଭଦ୍ରକ ଅଫିସ,୧।୧୧: ଧାମନଗର ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ଦିନ ହୋଇଥିବା ବେଳେ ଜୋରଦାର ହେଉଛି କ୍ୟାମ୍ପେନ୍। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ। ଭୋଟରଙ୍କୁ ନିଜ ସପକ୍ଷରେ ନେବାକୁ ପ୍ରାର୍ଥୀ ଲାଗିପଡ଼ିଛନ୍ତି। ୩ ପ୍ରମୁଖ ଦଳର…
ମେଲାଣି ନେଲେ ମା’ କାଳୀ
ଭଦ୍ରକ ଅଫିସ,୧।୧୧: ଦୀପାବଳିଠାରୁ ୭ଦିନ ଧରି ଚାଲିଥିବା ଭଦ୍ରକ କାଳୀପୂଜା ରବିବାର ଶେଷ ହୋଇଥିବା ବେଳେ ସୋମବାର ମା’ ମେଲାଣି ନେଇଛନ୍ତି। ଭଦ୍ରକର ଏକମାତ୍ର ରାଜଘାଟ ପୋଲ ପୂଜା ମଣ୍ଡପର ଭସାଣି ଶୋଭାଯାତ୍ରା ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ମଣ୍ଡପ ନିକଟରୁ ଶୋଭାଯାତ୍ରା…
କେନ୍ଦ୍ରମନ୍ତ୍ରୀଙ୍କ କ୍ୟାମ୍ପେନ
ଧାମନଗର,୧ା୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସୋମବାର ଧାମନଗର ବ୍ଲକର ନୂଆନନ୍ଦ, ଭଗବାନପୁର ଓ ଦଇପୁର ପଞ୍ଚାୟତରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ସାଧାରଣ ସଭା, ପଦଯାତ୍ରା ଓ ବାଇକ୍ ଶୋଭାଯାତ୍ରା କରି ଲୋକଙ୍କୁ…
Archives


