ବିଜେଡି ପାଇଁ କଣ୍ଟା ହୋଇପାରନ୍ତି ରାଜୁ
ଧାମନଗର, ୨୧।୧୦ (ଡି.ଏନ୍.ଏ):ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପ୍ରଚାରରେ ଧାମନଗର କମ୍ପୁଛି। ବିଭିନ୍ନ ଅଞ୍ଚଳରୁ ଆସି ଏଠାରେ ଡେରା ପକାଇଥିବା ଭିନ୍ନ ଭିନ୍ନ ଦଳର ନେତୃବୃନ୍ଦ ପଥପ୍ରାନ୍ତ ସଭା, ପଦଯାତ୍ରା ମାଧ୍ୟମରେ…
ସମୀକରଣକୁ ନେଇ ଚର୍ଚ୍ଚା
ଭଦ୍ରକ ଅଫିସ, ୨୧।୧୦:ଉପନିର୍ବାଚନ ପାଇଁ ଦଳୀୟ ନିଷ୍ପତ୍ତି ବିରୋଧରେ ସ୍ବାଧୀନ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସ (ରାଜୁ)ଙ୍କୁ ବିଜେଡିରୁ ବହିଷ୍କାର ପରେ ଧାମନଗର ରାଜନୀତିରେ ଉଷ୍ମତା ବଢ଼ିଯାଇଛି। ଦଳୀୟ ନିର୍ଦ୍ଦେଶାନାମା ଘୋଷଣା ପରେ ରାଜେନ୍ଦ୍ର ଏଥିରେ ବିଚଳିତ ନ ହୋଇ ନିଜ…
ଭୋଟ ଦିନ ବନ୍ଦ ରହିବ ସରକାରୀ ଅନୁଷ୍ଠାନ, ବ୍ୟାଙ୍କ୍
ଭଦ୍ରକ ଅଫିସ, ୨୦।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ଭୋଟ ଦିନ ଧାମନଗର ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଏବଂ ବ୍ୟାଙ୍କ୍ ବନ୍ଦ ରହିବ। ଏନେଇ ଗୁରୁବାର ରାଜ୍ୟ…
ଭଦ୍ରକ ଜିଲାପାଳ,ଏସ୍ପିଙ୍କୁ ଏନ୍ସିଏସ୍ଟିଙ୍କ ସମନ
ଭଦ୍ରକ ଅଫିସ, ୨୦।୧୦: ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ତ୍ରିକୋଣା ଛକ ନିକଟରେ ଗତ ମାର୍ଚ୍ଚ ୨୮ ତାରିଖରେ ଅଫୁଟା ବୋମା ବିସ୍ଫୋରଣରେ ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ଏହି ଘଟଣାରେ ଜାତୀୟ ଜନଜାତି ଆୟୋଗ (ଏନ୍ସିଏସ୍ଟି)…
ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ଅଟୋରିକ୍ସା, ହ୍ବିଲ୍ଚେୟାର
ଭଦ୍ରକ ଅଫିସ, ୨୦ା୧୦: ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ଥିବା ବେଳେ ଭୋଟ ଦେବା ଲାଗି ବୁଥ୍କୁ ଆସିବାକୁ ଅସମର୍ଥ ଥିବା ଦିବ୍ୟାଙ୍ଗ ଭୋଟରମାନଙ୍କ ପାଇଁ ଭାରତର ନିର୍ବାଚନ ଆୟୋଗ ଏବଂ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ…
ଆଦର୍ଶ ଆଚରଣ ବିଧି, ଖର୍ଚ୍ଚ ହିସାବ ଉପରେ ଗୁରୁତ୍ୱ
ଭଦ୍ରକ ଅଫିସ, ୧୯।୧୦: ଧାମନଗର ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରାର୍ଥୀ, ତାଙ୍କ ପ୍ରତିନିଧି ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନିର୍ବାଚନ କାର୍ଯ୍ୟ ପରିଚାଳନା, ପ୍ରଚାର ସମ୍ବନ୍ଧୀୟ ଖର୍ଚ୍ଚ, ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଅବଗତ…
ଅବନ୍ତୀଙ୍କ ପ୍ରଚାରରେ ନେତା, ମନ୍ତ୍ରୀ
ଧାମନଗର,୧୯।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେଉଁଠି ନିର୍ବାଚନୀ ସଭା କରାଯାଉଛି ତ ଆଉ କେଉଁଠି ଦଳର ନେତା ବିଭିନ୍ନ ୱାର୍ଡରେ ବୁଲି ଲୋକଙ୍କୁ ବୁଝାଇ ଭୋଟ ଭିକ୍ଷା କରୁଛନ୍ତି। ପ୍ରଚାରକୁ ଜୋରଦାର କରାଯାଇ ପ୍ରାର୍ଥୀଙ୍କୁ ଜିତାଇବା…
ପ୍ରଚାର ଆରମ୍ଭ କଲେ ରାଜେନ୍ଦ୍ର
ଭଦ୍ରକ ଅଫିସ,୧୯ା୧୦: ଉପନିର୍ବାଚନ ପାଇଁ ଧାମନଗରରେ ୩ ପ୍ରମୁଖ ଦଳର ପ୍ରଚାର ଜମୁଥିବା ବେଳେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ। ତିହିଡ଼ି ବ୍ଲକ ଦୋଳସାହି ଛକରେ ହନୁମାନଙ୍କୁ ପୂଜାର୍ଚ୍ଚନା କରି ସମର୍ଥକଙ୍କ ସହ ରାଜେନ୍ଦ୍ର…
ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର
ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଆଜିଠୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ବିଜେଡି,କଂଗ୍ରେସ,…
ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ
ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା…
ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର
ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଥିଲା।…
ସୂର୍ଯ୍ୟବଂଶୀଙ୍କ ଜୋରଦାର ପ୍ରଚାର
ଧାମନଗର,୧୭।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ସୋମବାର ପୂର୍ବାହ୍ନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ବମକୁରା ପଞ୍ଚାୟତର ବିଭିନ୍ନ ୱାର୍ଡରେ ଘର ଘର ବୁଲି ଭୋଟ୍ ଭିକ୍ଷା କରିଛନ୍ତି। ତାଙ୍କ ପିତା…
Archives


