ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ
ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ ବାତିଲ ହୋଇଥିବା ଜଣାପଡିଛି। ତେବେ ସୋମବାର ନାମାଙ୍କନ ପ୍ରତ୍ୟାହର ଥିବାବେଳେ କେହି ପ୍ରତ୍ୟାହର…
ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା
ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିସାରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ସୋମବାର…
ଧାମନଗର ଉପନିର୍ବାଚନ: ଆଜି ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ
ଭଦ୍ରକ ଅଫିସ,୧୭ା୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ। ତେବେ ଆଜି ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଏହାପରେ କେଉଁ ପ୍ରାର୍ଥୀ ରହିବେ, କାହା କାହା ମଧ୍ୟରେ ନିର୍ବାଚନ ମଇଦାନରେ କଡ଼ା ମୁକାବିଲା…
ଗଡ଼ ଜିଣିବାକୁ କସରତ
ଭଦ୍ରକ ଅଫିସ, ୧୬।୧୦: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ସରିବା ପରେ ଗଡ଼ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି, କଂଗ୍ରେସ ସମେତ ସ୍ବାଧୀନ ପ୍ରାର୍ଥୀ କସରତ ଆରମ୍ଭ କରିଦେଇଛନ୍ତି। ଭାଜପା ଘର ଘର ବୁଲି ଲୋକଙ୍କୁ ଭେଟୁଥିବା…
ପ୍ରାର୍ଥନା ବେଳେ ଚାଲିଗଲା ଛାତ୍ରୀଙ୍କ ଜୀବନ
ଧାମନଗର,୧୫।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ବନସର୍ ଗ୍ରାମସ୍ଥିତ ଲକ୍ଷ୍ମୀ ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ସକାଳ ପ୍ରାୟ ୬ଟା ୨୦ ମିନିଟ ସମୟରେ ପ୍ରାର୍ଥନା ଚାଳୁଥିବା ବେଳେ ଜଣେ…
ସୂର୍ଯ୍ୟବଂଶୀଙ୍କ ପ୍ରଚାରରେ ମନମୋହନ
ଧାମନଗର,୧୫।୧୦(ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷଦିନ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପକ୍ଷରୁ ହରେକୃଷ୍ଣ ସେଠୀ, ବିଜେଡିରୁ ଅବନ୍ତୀ ଦାସ, ସ୍ବାଧୀନ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ…
ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅବନ୍ତୀ
ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ଶୁକ୍ରବାର ଏକ ବିଶାଳ ଶୋଭାଯାତ୍ରାରେ ଯାଇ…
ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର
ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ ।…
ସୂରଜଙ୍କ ପାଇଁ ପ୍ରଚାର ମଇଦାନରେ ମନମୋହନ
ଧୂଷୁରୀ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ପ୍ରାର୍ଥୀ ଚୟନ ଓ…
ପ୍ରାର୍ଥିତ୍ୱକୁ ନେଇ ବିଜେଡିରେ ବଢୁଛି ଅସନ୍ତୋଷ
ଭଦ୍ରକ ଅଫିସ, ୧୪।୧୦:ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା ପରେ ଧାମନଗର ବିଜେଡିରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଥିବା ନିଷ୍ପତ୍ତିକୁ କେତେଜଣ ସ୍ବାଗତ କରିଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବା…
ବିଜେଡି ଖେଳିଲା ମହିଳା କାର୍ଡ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ନେଇ ସରଗରମ ହେଲାଣି ରାଜନୀତି। ପୂର୍ବରୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବୁଧବାର ମହିଳା କାର୍ଡ ଖେଳିଛି ବିଜେଡି। ଦଳ ପକ୍ଷରୁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ଅବନ୍ତୀ ତିହିଡି ବ୍ଲକ…
ଚାର୍ଜଫ୍ରେମ୍ ପାଇଁ କୋର୍ଟରେ ହାଜର ହେଲେ ୬ ଅଭିଯୁକ୍ତ
ଭଦ୍ରକ ଅଫିସ,୧୨।୧୦: ବହୁଚର୍ଚ୍ଚିତ ନୟାଗଡ଼ର କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କୁ ଚାର୍ଜଫ୍ରେମ୍ ପାଇଁ ମଙ୍ଗଳବାର ଭଦ୍ରକ ଜିଲା ଅଦାଲତରେ ହାଜର କରାଯାଇଛି। ଜେଲରୁ କଡ଼ା ସୁରକ୍ଷା ମଧ୍ୟରେ ସେମାନଙ୍କୁ…
Archives


