ଭଦ୍ରକ

ଧାମନଗର ଉପଡାକଘର ସହ ଯୋଡ଼ିହେଲା ଆଉ ୩ ଶାଖା ଡାକଘର

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଉପଡାକଘର ସହ ଆଉ ୩ଟି ଶାଖା ଡାକଘର ଯୋଡ଼ି ହୋଇଛି। ଏହାକୁ ମିଶାଇ ମୋଟ ଧାମନଗର ଉପଡାକଘର ସଂଖ୍ୟା ୧୭ରେ ପହଞ୍ଚିଛି। ମିଶ୍ରିତ ୩ ଡାକଘର ହେଲା ଦିହୁଡ଼ି ଆନନ୍ଦପୁର, କଣ୍ଟାପାରୀ ଓ ମମଦୁଲା। ଏହି…

ଭଦ୍ରକ-ପୁରୀ ମେମୁ ଟ୍ରେନ୍‌ ଚଳାଚଳ ଦାବି

ଭଦ୍ରକ ଅଫିସ/ଧାମନଗର, ୯ା୨(ଡି.ଏନ.ଏ): ଭଦ୍ରକ ଧାମରା ମଧ୍ୟରେ ପାସେଞ୍ଜର୍‌ ଟ୍ରେନ ଚଳାଚଳ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବୁଧବାର ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ସାକ୍ଷାତ କରି ଦାବି ଜଣାଇଛନ୍ତି। ସଂସଦ ଭବନର କେନ୍ଦ୍ର ରେଳମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏମ୍‌ପି ମଣ୍ଡଳ…

ଫେଲ୍‌ ମାରିଛି ଆଳୁ ମିଶନ

ଭଦ୍ରକ ଅଫିସ, ୯ା୨: ଭଦ୍ରକ ଜିଲାରେ ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ ରହୁ ନ ଥିବା ଦେଖିବାକୁ ମିଳିଛି। ସରକାର ଆଳୁ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ବିହନ ଯୋଗାଣ ସହ ହେକ୍ଟର ପିଛା ସର୍ବାଧିକ ୫୮ ହଜାର ଟଙ୍କା…

ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ, ୬ ଆହତ

ଭଦ୍ରକ ଅଫିସ, ୬।୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ଆଖୁଆପଦା ନିକଟରେ ରବିବାର ରାତିରେ ଏକ ଆମ୍ବୁଲାନ୍ସ ରାସ୍ତାରେ ଠିଆ ହୋଇଥିବା ଡମ୍ପରକୁ ଧକ୍କା ଦେବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ପୌରପାଳିକା କାର୍ଯ୍ୟାଳୟ ଘେରାଉ

ବାସୁଦେବପୁର, ୬।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବିଭିନ୍ନ ୱାର୍ଡରେ ମୁକ୍ତା ଯୋଜନାରେ ଉନ୍ନତୀକରଣ ପାଇଁ ମିଳୁଥିବା କାର୍ଯ୍ୟାଦେଶ ପ୍ରଦାନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି କଂଗ୍ରେସ କାଉନସିଲର ଓ ଶତାଧିକ ମହିଳା ସୋମବାର ପୌରପାଳିକା କାର୍ଯ୍ୟାଳୟ…

ଉଠାଦୋକାନୀଙ୍କୁ ଥଇଥାନ ଦାବି

ବାସୁଦେବପୁର,୬।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟବଜାର ରାସ୍ତାପାର୍ଶ୍ୱରେ ବହୁସଂଖ୍ୟକ ଉଠାଦୋକାନ ପାଇଁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ବାସୁଦେବପୁର ପୌରପାଳିକା ଓ ପ୍ରଶାସନ ପକ୍ଷରୁ ଉଠାଦୋକାନ ଉଚ୍ଛେଦ ପାଇଁ ୩ ଦିନ ତଳେ ଉଦ୍ୟମ ଆରମ୍ଭ ହୋଇଥିବା ବେଳେ ଦୋକାନୀମାନେ ଥଇଥାନ…

ଭଡ଼ାଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ: ଅନୈତିକ ସମ୍ପର୍କରୁ ହତ୍ୟା

ବାସୁଦେବପୁର,୫।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଗତ ଗୁରୁବାର ମିଳିଥିଲା। ଝିଅକୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ମୃତା ମହିଳାଙ୍କ ମା’ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ…

ରାସ୍ତାକଡ଼ରୁ ମିଳିଲା ମୃତଦେହ: ତଣ୍ଟିଚିପି ହତ୍ୟା ସନ୍ଦେହ

ଚାନ୍ଦବାଲି,୪।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ମହୁଲିଆ ଛକ ନିକଟରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କ ପରିଚୟ ମିଳି ନ ଥିବା ବେଳେ ବୟସ ୫୦ ବର୍ଷ ହେବ ବୋଲି…

ବାଇକ୍‌କୁ ଘୋଷାଡ଼ିନେଲା ଟ୍ରକ୍‌, ଯୁବକ ମୃତ

ଭଦ୍ରକ ଅଫିସ, ୪।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋପବନ୍ଧୁପୁର ଛକ ନିକଟରେ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ବାଇକ୍‌କୁ ଘୋଷାଡ଼ି ନେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା…

ଜଳିଗଲା ୨୨ ପରିବାରର ୪୬ ବଖରା

ପଦ୍ମପୁର,୨ା୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବାଲିମେଦ ପଞ୍ଚାୟତର ସାହୁସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୪୬ ବଖରା ଘର ଜଳି ଯାଇଛି।   ତହସିଲଦାର ସୌଭାଗ୍ୟ ରଞ୍ଜନ ପଣ୍ଡା,ବିଡିଓ ସତ୍ୟଜିତ ରାଉତ, ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ,ବିଜେଡି…

ଭଦ୍ରକ ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତର ଗିରଫ

ଭଦ୍ରକ ଅଫିସ,୨ା୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବୁଧବାର ଜଣେ ନକଲି ଡାକ୍ତରଙ୍କୁ ଟାଉନ ପୋଲିସ ଗିରଫ କରିଛି। ଗିରଫ ଯାଜପୁର ଜିଲାର ରାଜୀବ ବୋଲି ଜଣାପଡ଼ିଛି। ତାଙ୍କ ପାଖରୁ ଏକ ନକଲି ପରିଚୟପତ୍ର ମଧ୍ୟ ପୋଲିସ ଜବତ କରି ତଦନ୍ତ…

ମଣ୍ଡିରେ ଧାନ ଜଗିଛନ୍ତି ମହିଳା

ଭଣ୍ଡାରିପୋଖରୀ,୨ା୨(ସ୍ବ.ପ୍ର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ କ୍ରୟ ପାଇଁ ୮ଟି ସମିତି ଓ ୮ ଏସଏଚ୍‌ଜିକୁ ପ୍ରଶାସନ ଦାୟିତ୍ୱ ଦେଇଛି। ମଣ୍ଡି ଉଦ୍‌ଘାଟନ ହେବାର ଇତିମଧ୍ୟରେ ଏକ ମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?