ଫଳାଫଳକୁ ନେଇ ଚାଲିଛି ଅଙ୍କକଷା
ଭଦ୍ରକ ଅଫିସ,୫ା୧୧: ଧାମନଗର ଉପନିର୍ବାଚନ ଗୁରୁବାର ଶେଷ ହୋଇଥିବା ବେଳେ ଫଳାଫଳକୁ ନେଇ ୩ ପ୍ରମୁଖ ଦଳ ପକ୍ଷରୁ ଚାଲିଛି ଅଙ୍କକଷା। ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଥିବା ବେଳେ ହାର୍ଜିତ୍କୁ ନେଇ ସବୁ ଦଳର ନେତା ଅଡୁଆରେ ପଡ଼ିଯାଇଛନ୍ତି।…
ଇଭିଏମ୍ ପାଇଁ ରାତି ଅନିଦ୍ରା
ଭଦ୍ରକ ଅଫିସ, ୫।୧୧: ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ପରେ ସମସ୍ତ ଇଭିଏମ୍ ଓ ଭିଭିପାଟ୍କୁ ଅଣାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗରୁମ୍ରେ ପୋଲିସର କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସିସିଟିଭି ମାଧ୍ୟମରେ ଷ୍ଟ୍ରଙ୍ଗ୍ରୁମ୍ ଭିତର ଦୃଶ୍ୟକୁ…
ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ, ମା’ଙ୍କୁ ଗୁଳିମାଡ଼
ବାସୁଦେବପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର -ଇଚ୍ଛାପୁର ରାସ୍ତାର ଚଉରା ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଜଣେ ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ ସହ ତାଙ୍କ ମା’ଙ୍କୁ ଗୁଳିମାଡ଼ କରିଛନ୍ତି। ମହିଳାଙ୍କ ଡାହାଣ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଗୋଷ୍ଠୀ…
ଦଳୀୟ ପୋଷ୍ଟର ଲାଗିଥିବା ଗାଡ଼ିରେ ଭୋଟ ଦେବାକୁ ଆସିଲେ ଅବନ୍ତୀ
ଭଦ୍ରକ ଅଫିସ,୪।୧୧:ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଦେବାକୁ କଁାପଡ଼ା ମତଦାନ କେନ୍ଦ୍ରକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ବିଜେଡିର ଶଙ୍ଖ ଚିହ୍ନ ପୋଷ୍ଟର ଲାଗିଥିବା ଗାଡ଼ିରେ ସେ ବୁଥ୍କୁ ଆସିଥିବାରୁ ବିବାଦ ଦେଖାଦେଇଛି।…
ସରିଲା ମତଦାନ: ଇଭିଏମରେ ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ୟ
ଭଦ୍ରକ ଅଫିସ, ୩।୧୧: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ…
ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ
ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୨ ପୋଲିଂ ପାର୍ଟି, ୧…
ପୋଲିଂ ଅଫିସରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର…
ପୋଲିଂ କର୍ମଚାରୀଙ୍କ ଜୀବନ ଗଲା
ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ବୁଧବାର…
କାର୍-ବାଇକ୍ ମୁହାଁମୁହିଁ ଧକ୍କା: ବାଇକ୍ ଆରୋହୀ ଗୁରୁତର
ଚାନ୍ଦବାଲି,୩।୧୧(ଡି.ଏନ୍.ଏ.): ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚନ୍ଦନପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ବାଇକ ଆରୋହୀଜଣଙ୍କ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବିଶ୍ରାମପୁର ଗ୍ରାମର ବିକାଶ ପରିଡ଼ା। ଚାନ୍ଦବାଲିରୁ ମତୋ ଅଭିମୁଖେ ଯାଉଥିବା ଏକ…
ଧାମନଗରରେ ଚାଲିଛି ମତଦାନ
ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ…
ଦାଦନ ଖଟିବାକୁ ଯାଇ ଘରକୁ ଫେରିଲା ମୃତଦେହ, ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଚାନ୍ଦବାଲି,୨ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ସାମ୍ନାକୁ ଆସିଛି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ। ପରିବାର ପ୍ରତିପୋଷଣ କରିବା ପାଇଁ ଦାଦନ ଖଟୁଥିଲେ କିନ୍ତୁ ଶ୍ରମିକଙ୍କ ମୃତଦେହ ଏବେ ତାଙ୍କ ଗାଁକୁ ଫେରିଛି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଚାନ୍ଦବାଲି ବ୍ଲକ…
ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ…
Archives


