୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ
ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି ଶନିବାର ଅପରାହ୍ନରେ ପୁରୁଣା କଟକ ବଙ୍କ କଲୋନୀରେ ବାଣ ବିସ୍ଫୋରଣ ଘଟିଥିଲା। ବାଣ…
ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ
ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ସୁନା ରୂପା ଓ ଟଙ୍କା ଲୁଟିନେଇଛନ୍ତି।…
ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ
ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ ଆଣିବା ସହିତ ଆର୍ଥିକ କ୍ଷତିପୂରଣ ପ୍ରଦାନ ପାଇଁ ପାଣ ଗଣ୍ଡା ସମାଜ ବିକାଶ…
ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…
ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ ମଙ୍ଗଳବାର ଭୋର ସମୟରେ ଏକ ଅଜଣା ଗାଡ଼ି ଏକ କାରକୁ ଧକ୍କା ଦେବା…
ପୋଷ୍ଟ ଅଫିସ୍ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…
ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ ପରେ ପୋଷ୍ଟାଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ଶତପଥୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ…
ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗତ ୨୩ ତାରିଖଠାରୁ ପ୍ରଶାସନ ପକ୍ଷରୁ ଧାନ କିଣା ଶୁଭାରମ୍ଭ…
ବାଇକ୍ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା
ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ବାହଲି ଗ୍ରାମର ସୁନିଲ ପାତ୍ର (ଚେରୁ) ୩୦ ବର୍ଷ…
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ ମାଓବାଦୀଙ୍କୁ ଦମନ କରିବା ପାଇଁ ଓଡ଼ିଶା ପୋଲିସ ପ୍ରୟାସ ଆରମ୍ଭ କରିଛି। ମାଓବାଦୀ…
୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର
ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଏପରିକି ପୋଲିସ ପକ୍ଷରୁ ବିଭିନ୍ନ…
ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ
ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍ କୁମାର ବାରିକ୍): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…
ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ
କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟି କବାଟ l…
ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…
ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି ରାସ୍ତାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସ୍ତ୍ରୀ ଙ୍କ ମୃତ୍ୟୁ ଘଟିଥିବା ବେଳେ…
Archives


