ବୌଦ୍ଧ

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ ଜଗଦଲାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ନେଇ ବୌଦ୍ଧ SP ସୂଚନା ଦେଇଛନ୍ତି। ମିଳିଥିବା…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌ ସମୟରେ ଏକ ମାମଲାର ଚାର୍ଜସିଟ ଦାଖଲ ନ କରିବାରୁ ବୌଦ୍ଧ ଥାନାରେ କାର୍ଯ୍ୟରତ…

ଗଞ୍ଜେଇ ବ୍ୟବସାୟୀଙ୍କ ମାଡ଼ରେ ୩ ପୋଲିସ ଆହତ

ହରଭଙ୍ଗା,୨୦।୭(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ହାଟଗାଁଠାରେ ଶନିବାର ବିଳମ୍ବିତ ରାତିରେ ଗଞ୍ଜେଇ ବ୍ୟବସାୟୀଙ୍କ ଆକ୍ରମଣରେ ୩ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୌଦ୍ଧ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ବୌଦ୍ଧ ଜିଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ…

SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

ବୌଦ୍ଧ,୧୯।୬: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବୌଦ୍ଧ ଡିମିରିଖୋଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୟନ ସାହୁ। ସେ SIR କାମରେ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର ଦ୍ବାର ଉଡ଼ାଇ ନେଇଛି। ଗଛ ପଡ଼ି ଜାତୀୟ ରାଜପଥ ରାସ୍ତା ଅବରୋଧ ହୋଇଥିଲା।…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ ଶନିବାର ବିଳମ୍ବିତ ରାତିରେ ଏଭଳି କିଛି ଘଟଣା ଘଟିଛି, ଯାହାକି ଶୁଣିଲେ ମଧ୍ୟ…

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ ଓ ପୋଲିସ ମୁହାଁମୁହିଁ ହେବା ଫଳରେ ପୁରା ଥାନା ରଣକ୍ଷେତ୍ର ପାଲଟିଛି । ମିଳିଥିବା ସୁଚନା ମୁତାବକ, କରଞ୍ଜକଟା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା ମୁତାବକ, ବାଘପାଲି ଗ୍ରାମର ଦୀନବନ୍ଧୁ ମେହେର ଚୋରାରେ ଗ୍ରାମରେ ମଦ ବିକ୍ରି କରୁଥିବା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ ଆସିଥିବା ବରଯାତ୍ରୀଙ୍କ ଉପରେ ଗୁଳିମାଡ଼ ହୋଇଛି। ଏଥିରେ ୨ ବରଯାତ୍ରୀ ଆହତ ହୋଇଛନ୍ତି।…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ ଚକ ଫାଟି ଯିବାରୁ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛି । ମିଳିଥିବା ସୂଚନା ମୁତାବକ ରମ୍ଭିକଟା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?