ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ
ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର…
ପରିକ୍ରମା ପ୍ରକଳ୍ପ ଦର୍ଶନ କରିବାକୁ ଯାଇ ଅଧାବାଟରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ମିଳିଲା ସହାୟତା
ବୌଦ୍ଧ,୯ା୨( ଅଜିତ କୁମାର ବାରିକ): ଶ୍ରୀକ୍ଷେତ୍ର ପୁରୀକୁ ପରିକ୍ରମା ପ୍ରକଳ୍ପ ପରିଦର୍ଶନ ପାଇଁ ଯିବା ବେଳେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସରସରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ (୫୫)। ହୃଦ୍ଘାତରେ ତାଙ୍କର ମୃତ୍ୟୁ…
ବୌଦ୍ଧରେ ସାଧାରଣତନ୍ତ୍ର ଦିବସ
ବୌଦ୍ଧ,୨୬ା୧(ଅଜିତ କୁମାର ବାରିକ): ବୌଦ୍ଧରେ ୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସହରର ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଟଙ୍କା
ବୌଦ୍ଧ,୨୦ା୧( ଅଜିତ କୁମାର ବାରିକ): ବୌଦ୍ଧ ସହରର ମହାନଦୀ କୂଳରେ ବାବା ଚନ୍ଦ୍ରଚୂଡ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରମାନେ ଟଙ୍କା ଚୋରି କରିନେଇଥିବା ବୌଦ୍ଧ ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତବାକ, ସବୁଦିନ ପରି ମନ୍ଦିରର ପୂଜକ ମନ୍ଦିରର ତାଲା ଦେଇ…
ଦୂଷିତ ପାଣି, ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ
ବୌଦ୍ଧ,୧୫ା୧( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ବୌଦ୍ଧ ବ୍ଲକର କସୁରବନ୍ଧ ଗ୍ରାମ ପଞ୍ଚାୟତର ପଦ୍ମପୁର ଗ୍ରାମରେ ଥିବା ଏକ ରାଇସ୍ ମିଲର ଦୂଷିତ ପାଣି ଓ ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ ହେବା ସହ ଅଞ୍ଚଳବାସୀ ନା ନା ରୋଗର…
ବୌଦ୍ଧରେ ଲାଗିଲା ମାଓବାଦୀ
ବୌଦ୍ଧ,୯।୧: ବୌଦ୍ଧ ଜିଲା ମନମୁଣ୍ଡା ବାଇପାସ ରାସ୍ତାର ନୁର୍ପା ଛକ ଅଞ୍ଚଳରେ ମଙ୍ଗଳବାର ସକାଳ ସମୟରେ ମାଓବାଦୀପୋଷ୍ଟର ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ମନମୁଣ୍ଡା ଥାନା ଅନ୍ତର୍ଗତ ନୁର୍ପା ଛକରେ କେକେବିଏନ୍ ଡିଭିଜନ ପକ୍ଷରୁ ମାଓବାଦୀ ପୋଷ୍ଟର ରାସ୍ତାରେ ପକାଯାଇଛି। ମାଓବାଦୀପୋଷ୍ଟର…
ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର
ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ…
ଅଯୋଗ୍ୟ ଘୋଷିତ ହେଲେ ଖୁଣ୍ଟିଗୋରା ସରପଞ୍ଚ, ଜାଣନ୍ତୁ କେଉଁ କାରଣ ପାଇଁ…
ଘଣ୍ଟାପଡ଼ା,୨୨।୧୨: (ପ୍ରଭାତ କୁମାର ସାହୁ)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅଧୀନ ଖୁଣ୍ଟିଗୋରା ପଞ୍ଚାୟତ ସରପଞ୍ଚ ନିର୍ବାଚନ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । କୋର୍ଟ ରାୟରେ ବିଜୟୀ ସରପଞ୍ଚ ସୁନୀତା ମାଝିଙ୍କୁ ଅଯୋଗ୍ୟ ଘୋଷଣା କରିବା…
ନେଚର ପାର୍କ ଡମରଗାଡ଼ ପର୍ଯ୍ୟଟକଙ୍କୁ କରୁଛି ଆକୃଷ୍ଟ
ବୌଦ୍ଧ,୧୮ା୧୨(ଅଜିତ କୁମାର ବାରିକ): ସଂସ୍କୃତି ସଂପନ୍ନ ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରାଜିରେ ଭରପୁର। ଜିଲାରେ ପର୍ଯ୍ୟଟନ ଶିଳ୍ପ ପାଇଁ ବନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବନ ବିଭାଗ ପକ୍ଷରୁ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇ ଐତିହାସିକ ଡମରଗାଡ଼ଠାରେ ଜିଲାର…
ଲ୍ୟାଣ୍ଡମାଇନ ନଷ୍ଟ କଲେ ବମ୍ ସ୍କ୍ବାଡ୍
ବୌଦ୍ଧ/କଣ୍ଟାମାଳ,୧୬ା୧୨(ଅଜିତ କୁମାର ବାରିକ/ ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ଫାଣ୍ଡି ନଳିକୁପା ଗାଁ ନିକଟ ସୁବର୍ଣ୍ଣଗିରି ଓ ପେନାଜୋର ଜଙ୍ଗଲରେ ମାଓବାଦୀ ଓ ଏସ୍ଓଜି ଯବାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ କାହାର କିଛି କ୍ଷତି ହୋଇ…
ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା
ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ। ଖବର ଲେଖାହେବା ପର୍ଯ୍ୟନ୍ତ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ଚଢ଼ାଉ…
ବୌଦ୍ଧରେ ମାଓବାଦୀ ପୁଣି ସକ୍ରିୟ
ବୌଦ୍ଧ,୨୨ ।୧୧(ଅଜିତ କୁମାର ବାରିକ ): ଗତ କିଛିଦିନର ବ୍ୟବଧାନ ପରେ ବୌଦ୍ଧ ଜିଲାରେ ମାଓବାଦୀଙ୍କ ଉପସ୍ଥିତି ଥିବା ଜଣାପଡ଼ିଛି। ମାଓବାଦୀ ଜିଲାରେ ଥିବା ନେଇ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ ସୂଚନା ଦେଇଛନ୍ତି। ପ୍ରକାଶ…
Archives


