ବୌଦ୍ଧ

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର…

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତଦେହଟି ବଘିଆପଡା ଗ୍ରାମ ପଞ୍ଚାୟତ ଜାମୁପାଲି ଗ୍ରାମର ୫୦ ବର୍ଷିୟ…

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା…

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ କଣ୍ଟାମାଳ…

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ଜଣାପଡୁଛି। ଗୁରୁତର ଜଣଙ୍କ ହେଲେ ବିଶାମିତ୍ର ଜାନି।…

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ କରୁଛନ୍ତି। ଏହି ସମୟରେ ଗୁଗ୍‌ଲରୁ ମଧ୍ୟ ଏହି ରେସ୍‌ରେ ସାମିଲ୍‌ ହୋଇଛି। ପୁଣିଥରେ ଆଲଫାବେଟ…

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ ଅମାତ ପୁଣି ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ଆଇନଜୀବୀ ନବ କୁମାର ମିଶ୍ର ଓ…

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ଯାତ୍ରୀବାହୀ ବସ୍‌, ୨୦ ଆହତ

ବୌଦ୍ଧ,୧୫ା୪(ଅଜିତ ବାରିକ) : ବୌଦ୍ଧ ଜିଲା ରାଣୀପଦର ଘାଟିରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି…

ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ବୌଦ୍ଧ,୧୩।୪(ଅଜିତ ବାରିକ): ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ ବୌଦ୍ଧ…

ବୌଦ୍ଧରେ ହେବ ତ୍ରିମୁଖୀ ଲଢ଼େଇ

ବୌଦ୍ଧ,୮ା୪( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜର ରଣ କୌଶଳ ଆରମ୍ଭ କରିଛନ୍ତି। ଏଥର ନିର୍ବାଚନରେ ବୌଦ୍ଧ ନିର୍ବାଚନମଣ୍ଡଳୀରେ ତ୍ରିମୁଖୀ ଲଢେଇ ହେବାକୁ ଯାଉଛି। ବରିଷ୍ଠ ଆଇନଜୀବୀ ନବକୁମାର ମିଶ୍ର କଂଗ୍ରେସର…

ଅଡୁଆରେ ବିଜେଡିର ମହୀଧର

କଣ୍ଟାମାଳ, ୧୭ା୩(ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲାରେ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ-ବୌଦ୍ଧ ଓ କଣ୍ଟାମାଳ ା କଣ୍ଟାମାଳ ବିଧାନସଭା କ୍ଷେତ୍ର ୨୦୦୯ ମସିହାରୁ ଗଠିତ ହେବାଠାରୁ ବିଜେଡି ପ୍ରାର୍ଥୀ ୩ ଥର ବିଜୟୀ ହୋଇଛନ୍ତି ା ୨୦୦୯ରେ ଭଗବାନ କହଁର ବିଧାୟକ ହୋଇଥିବା ବେଳେ…

ହକମତିଙ୍କୁ ଏଯାଏ ଭତ୍ତା ମିଳୁନି

ଖୁଣ୍ଟିଗୋରା,୨୯।୨(ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଞ୍ଚଳରେ ମଧୁବାବୁ ପେନସନ, ବିଧବା ଓ ଭିନ୍ନକ୍ଷମ ଭତ୍ତା ପ୍ରଦାନରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହେଉଛି। କେତେକ କ୍ଷେତ୍ରରେ ଯୁବକ ଓ ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ମିଳୁଥିବା ବେଳେ ଯୋଗ୍ୟ ହିତାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?