ବୌଦ୍ଧ

ସରକାରୀ ଘରେ ଝୁଲି ପଡିଲେ କନିଷ୍ଠ ଯନ୍ତ୍ରୀ

ବୌଦ୍ଧ,୨୯।୨: ସରକାରୀ କ୍ୱାର୍ଟର୍ସରୁ ମିଳିଛି କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ। ବୌଦ୍ଧ ଜିଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଦୀପ କୁମାର ଘୋଷ। ସୂଚନାଥାଉ…

ଏନ୍‌ଏସି ମାନ୍ୟତା ନ ମିଳିବାରୁ ୧୨ ଘଣ୍ଟିଆ ବନ୍ଦ

ଭୁବନେଶ୍ୱର,୨୫।୨: ବୌଦ୍ଧ ଜିଲା ପୁରୁଣାକଟକକୁ ଏନ୍‌ଏସି ମାନ୍ୟତା ନ ମିଳିବାରୁ ରବିବାର ପ୍ରତିବାଦ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ପୁରୁଣାକଟକ ବନ୍ଦ ଡାକରା ଦିଆଯାଇଥିଲା। ଫଳରେ ପୁରୁଣାକଟକ ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ…

କୋଟିପତି ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ବୌଦ୍ଧ,୧୬।୨: ବୌଦ୍ଧ ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ରଙ୍କୁ ଶୁକ୍ରବାର ଓଡିଶା ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟାବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବସନ୍ତଙ୍କ ସମ୍ପତ୍ତି ଉପରେ କରାଯାଇଥିବା ତଦନ୍ତକୁ ଭିତ୍ତି କରି…

ବୌଦ୍ଧ ଆର୍‌ଟିଓଙ୍କଠୁ ମିଳିଲାଣି ୧୯ କୋଟିର ସମ୍ପତ୍ତି, ଭୁବନେଶ୍ୱର, ବୌଦ୍ଧ, ଗଞ୍ଜାମର ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ବୌଦ୍ଧ, (ଅଜିତ କୁମାର ବାରିକ)/ ଭୁବନେଶ୍ୱର,୧୬ା୨(ସତ୍ୟଜିତ୍‌ ରାଉତ): ବଡ଼ ଶପିଂ ମଲ୍‌ରେ କମର୍ସିଆଲ୍‌ ଆଉଟଲେଟ୍‌ ଓ ଏକାଧିକ ଆପାର୍ଟମେଣ୍ଟରେ ଦାମୀ ଫ୍ଲାଟ୍‌। ଏପରିକି ରାଜ୍ୟ ବାହାରେ ଫ୍ଲାଟ୍‌ କିଣିବାକୁ ଦେଇଛନ୍ତି କୋଟି କୋଟି ଟଙ୍କା। କେବଳ ଏତିକି ନୁହେଁ, ୩ କୋଟିରୁ…

ଦୁଇ ଯବାନଙ୍କୁ ଏୟାରଲିଫ୍ଟ

ବୌଦ୍ଧ,୧୫ା୨: ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା। ତେବେ ଏହି ବିସ୍ଫୋରଣରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ହସ୍ପିଟାଲ ନିଆଯାଇଥିଲା। ସେଠାରେ…

ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅନେକ ଯବାନ ଆହତ

ବୌଦ୍ଧ,୧୫ା୨: ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଏକାଧିକ ଏସ୍‌ଓଜି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମାଓବାଦୀମାନେ ଯବାନଙ୍କ ଗାଡ଼ି…

ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ

ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର…

ପରିକ୍ରମା ପ୍ରକଳ୍ପ ଦର୍ଶନ କରିବାକୁ ଯାଇ ଅଧାବାଟରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ମିଳିଲା ସହାୟତା

ବୌଦ୍ଧ,୯ା୨( ଅଜିତ କୁମାର ବାରିକ): ଶ୍ରୀକ୍ଷେତ୍ର ପୁରୀକୁ ପରିକ୍ରମା ପ୍ରକଳ୍ପ ପରିଦର୍ଶନ ପାଇଁ ଯିବା ବେଳେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସରସରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ (୫୫)। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ…

ବୌଦ୍ଧରେ ସାଧାରଣତନ୍ତ୍ର ଦିବସ

ବୌଦ୍ଧ,୨୬ା୧(ଅଜିତ କୁମାର ବାରିକ): ବୌଦ୍ଧରେ ୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସହରର ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଟଙ୍କା

ବୌଦ୍ଧ,୨୦ା୧( ଅଜିତ କୁମାର ବାରିକ): ବୌଦ୍ଧ ସହରର ମହାନଦୀ କୂଳରେ ବାବା ଚନ୍ଦ୍ରଚୂଡ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରମାନେ ଟଙ୍କା ଚୋରି କରିନେଇଥିବା ବୌଦ୍ଧ ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତବାକ, ସବୁଦିନ ପରି ମନ୍ଦିରର ପୂଜକ ମନ୍ଦିରର ତାଲା ଦେଇ…

ଦୂଷିତ ପାଣି, ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ

ବୌଦ୍ଧ,୧୫ା୧( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ବୌଦ୍ଧ ବ୍ଲକର କସୁରବନ୍ଧ ଗ୍ରାମ ପଞ୍ଚାୟତର ପଦ୍ମପୁର ଗ୍ରାମରେ ଥିବା ଏକ ରାଇସ୍‌ ମିଲର ଦୂଷିତ ପାଣି ଓ ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ ହେବା ସହ ଅଞ୍ଚଳବାସୀ ନା ନା ରୋଗର…

ବୌଦ୍ଧରେ ଲାଗିଲା ମାଓବାଦୀ  

ବୌଦ୍ଧ,୯।୧: ବୌଦ୍ଧ ଜିଲା ମନମୁଣ୍ଡା ବାଇପାସ ରାସ୍ତାର ନୁର୍ପା ଛକ ଅଞ୍ଚଳରେ ମଙ୍ଗଳବାର ସକାଳ ସମୟରେ ମାଓବାଦୀପୋଷ୍ଟର ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ମନମୁଣ୍ଡା ଥାନା ଅନ୍ତର୍ଗତ ନୁର୍ପା ଛକରେ କେକେବିଏନ୍‌ ଡିଭିଜନ ପକ୍ଷରୁ ମାଓବାଦୀ ପୋଷ୍ଟର ରାସ୍ତାରେ ପକାଯାଇଛି। ମାଓବାଦୀପୋଷ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?