ବୌଦ୍ଧ

ରାସ୍ତା ନାହିଁ: ନାଳ ପାର୍‌ ହେଉଛନ୍ତି ଗ୍ରାମବାସୀ

ଘଣ୍ଟାପଡ଼ା, ୧୨ା୯(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ପଞ୍ଚାୟତର ନାଦେନ ଗାଁକୁ ସବୁଦିନିଆ ରାସ୍ତା ନାହିଁ। ରାସ୍ତା ଖରାପ ଯୋଗୁ ବର୍ଷା ଦିନେ ଲୋକଙ୍କ ସମସ୍ୟା ଦିଗୁଣିତ ହୋଇଯାଏ। ଏହି ଗାଁକୁ ଯାଇଥିବା ରାସ୍ତା ଉପରେ ପଞ୍ଚାୟତର…

ତେଲନଦୀ ଘାଟରୁ ଚାଲିଛି ଅବାଧ ବାଲି ଚାଲାଣ

ଘଣ୍ଟାପଡ଼ା,୧୧।୯(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ତେଲନଦୀ ଘାଟରୁ ବାଲି ଚାଲାଣ ଅବାଧରେ ଚାଲିଛି। ବେଆଇନ ବାଲି ଚାଲାଣ ଯୋଗୁ ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ହାନି ହେଉଥିବା ବେଳେ ପ୍ରଶାସନ ଲୋକ ଦେଖାଣିଆ ଚଢାଉ କରିବା…

ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

କଣ୍ଟାମାଳ,୯।୯( ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧୀଶ ସତ୍ୟ ନାରାୟଣ ଦାସ ଏକ ବାଘ ଛାଲ ଚେରା ଚାଲାଣ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ ଦେବା ସହ ୧୦ ହଜାର…

ଖଟିଆରେ ୨କିମି ବୁହା ହେଲେ ରୋଗୀ

କଣ୍ଟାମାଳ/ଘଣ୍ଟାପଡା,୪ା୯(ଆଦିତେଶ୍ୱର ମିଶ୍ର/ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ବ୍ଳକ ନାରାୟଣପ୍ରସାଦ ପଞ୍ଚାୟତରେ ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପଞ୍ଚାୟତ ଅନ୍ତର୍ଗତ ନାଦେନ ଗାଁର ଠିବୁଲି ଭୋଇ ନାମକ ଜଣେ ରୋଗୀ ରୋଗରେ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ୧୦୮…

ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ ୨୦ରେ…

ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ମଦମାଂସ ଆସର

ବୌଦ୍ଧ,୨୦ା୮(ଅଜିତ କୁମାର ବାରିକ)ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାଲିକପଡ଼ା ପଞ୍ଚାୟତର ଯାବର ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଭିତରେ ପ୍ରଧାନ ଶିକ୍ଷକ ତାଙ୍କ ବନ୍ଧୁଙ୍କ ସହ ମଦମାଂସ ଆସର ଜମାଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଘଟଣା ଶୁକ୍ରବାରର ବୋଲି ଜଣାପଡିଛି। ଏହା…

ବୌଦ୍ଧ ମହାନଦୀରେ କୁମ୍ଭୀର

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ହେବା ଫଳରେ ଗତ ୨ ତାରିଖରେ ଜିଲାରେ ବନ୍ୟା ପରିସ୍ଥିତ ଉପୁଜିଥିଲା । ବର୍ଷା ଯୋଗୁ ଜିଲାର ହରଭଙ୍ଗା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଫସଲ ଉଜୁଡିଯିବା ସହ ବହୁ…

ବଢୁଛି ମହାନଦୀ ଜଳସ୍ତର,ତଳିଆ ଅଞ୍ଚଳ ଜଳମଗ୍ନ

ବୌଦ୍ଧ,୩ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ଯୋଗୁ ଏକ ପ୍ରକାର ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀ ଜଳସ୍ତର ବଢିବା ସହିତ ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ଜିଲାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଅନେକ ଲୋକଙ୍କ ଘରେ ପାଣି…

ବୌଦ୍ଧ କିଆକଟା ମହାନଦୀ ସେତୁ ପାଲଟିଛି ମରଣଯନ୍ତା

ବୌଦ୍ଧ,୩୧ା୭(ଅଜିତ କୁମାର ବାରିକ): ଜିଲା ପ୍ରଶାସନ ପକ୍ଷରୁ ଐତିହାସିକ ବୌଦ୍ଧ ସହରର ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦିଆଯାଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା ବେଳେ ଜିଲାର ପ୍ରମୁଖ ପ୍ରବେଶ ଦ୍ୱାର କୁହାଯାଉଥିବା ବୌଦ୍ଧ କିଆକଟା ମହାନଦୀ ସେତୁ ବର୍ତ୍ତମାନ ମରଣଯନ୍ତା ପାଲଟିଛି। ଏହି…

ସ୍କୁଲ ଫାଟକରେ ତାଲା: ଖରାରେ ଠିଆହୋଇ ୮ ଛାତ୍ରୀଛାତ୍ର ଅସୁସ୍ଥ

ବୌଦ୍ଧ/ପୁରୁଣାକଟକ,୨୨ା୭(ଅଜିତ କୁମାର ବାରିକ/ ସୁକାନ୍ତ ପଟ୍ଟନାୟକ)କୌଣସି କଥାକୁ ନେଇ କେତେଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହେଲା ା ଏହାକୁ ନେଇ ଶନିବାର ସକାଳେ ଜଣେ ଅଭିଭାବକ କାହାକୁ କିଛି ନ ଜଣାଇ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ କଲେ ପ୍ରତିବାଦ…

ଭିଜିଲାନ୍ସ ଜାଲରେ ଆଇଆଇସି

ବୌଦ୍ଧ ୨୧।୭: ବୌଦ୍ଧ ଜିଲା ହରଭଙ୍ଗା ଥାନା ଆଇଆଇସି ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି । ବେଆଇନ ବାଲି ବୋଝେଇ ଟ୍ରକ…

ବିଦ୍ୟାଳୟଗୁଡିକରେ କମ୍ପ୍ୟୁଟର ଶିକ୍ଷା ଠପ୍‌

ବୌଦ୍ଧ,୧୬।୭( ଅଜିତ କୁମାର ବାରିକ )ଶିକ୍ଷାର ଉନ୍ନତି ସକାଶେ ସରକାର ଗୁରୁତ୍ୱ ଦେବା ସହ ବର୍ତ୍ତମାନ ବିଦ୍ୟାଳୟଗୁଡିକ ୫-ଟିରେ ରୂପାନ୍ତରିତ କରାଯାଇ ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଛି ା ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି। ପୂର୍ବରୁ ସର୍ବଶିକ୍ଷା ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?