ବୌଦ୍ଧ

ରାସ୍ତାରେ କାମୁଡ଼ିଲେ ମହୁମାଛି

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଡିଗିସିରାରେ ରବିବାର ମହୁମାଛି ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଡିଗିସିରାର ଭଗବାନ ପ୍ରଧାନ(୬୦)। ମିଳିଥିବା ସୂଚନା ମୁତାବକ, ଭଗବାନ ରାସ୍ତାରେ ବୁଲାବୁଲି କରୁଥିବା ବେଳେ ଘର ପାଖ ଗଛରେ ଥିବା…

ବାଘଛାଲ ସହ ହରିଣ ଚମଡ଼ା ଜବତ: ଜଣେ ଗିରଫ

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଏସ୍‌ଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି ବାଘ ଚମଡ଼ା ଜବତ କରାଯାଇଛି। ଏତଦ୍‌ବ୍ୟତୀତ ଶନିବାର ବିଳମ୍ବିତ ରାତିରେ ଗୋଟିଏ ବାଘ ଚମଡ଼ା ଓ ଦୁଇଟି ହରିଣ ଚମଡ଼ା ମଧ୍ୟ ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଶନିବାର…

ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର

ବୌଦ୍ଧ, ୧୭।୩ (ସ୍ବ.ପ୍ର.)-ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗୁଢକି ଗ୍ରାମର ରଙ୍କଧର ଖମାରୀ (୨୩) ଦାଦନ ଖଟିବାକୁ ତାମିଲନାଡୁର କୋଏମ୍ବାଟୁରକୁ ଯାଇଥିଲେ। ଶୁକ୍ରବାର କୋଏମ୍ବାଟୁର ନିକଟବର୍ତ୍ତୀ କୋରନୋରଠାରେ ଏକ ରେଳଧାରଣାରେ କଟି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ସୂଚନା…

ବାଉଁଶୁଣୀ ଛକରେ ଜବରଦଖଲ ଉଚ୍ଛେଦ: ବିରୋଧ କରି ବିଷ ପିଇଦେଲେ ମହିଳା

ବାଉଁଶୁଣୀ, ୧୭।୩(ଡି.ଏନ.ଏ): ବୌଦ୍ଧ ଜିଲା ବାଉଁଶୁଣୀରେ ଶୁକ୍ରବାର ପୁଣି ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ହେଲେ ଜବରଦଖଲ ଉଚ୍ଛେଦବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜବରଦଖଲରେ ଥିବା ଏକ ଘରକୁ ଭାଙ୍ଗିବାକୁ ଯିବା ସମୟରେ ଜାନକୀ ତ୍ରିପାଠୀ ନାମ୍ନୀ…

ଜବରଦଖଲ ଉଚ୍ଛେଦରେ ପାତରଅନ୍ତର ଅଭିଯୋଗ:ପ୍ରଶାସନ ନିର୍ଦ୍ଦେଶକୁ ଫୁ

ବାଉଁଶୁଣୀ,୧୩ା୩(ଡି.ଏନ.ଏ.):ବୌଦ୍ଧ ଜିଲା ବାଉଁଶୁଣୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କ୍ଷେତ୍ରରେ ପାତରଅନ୍ତର କରାଯିବା ନେଇ ଅଭିଯୋଗ ହେଉଛି। ଗରିବ ଲୋକେ ପ୍ରଶାସନର ନିର୍ଦ୍ଦେଶକୁ ମାନୁଥିବା ବେଳେ ବଡବଡିଆ ଓ ପ୍ରଭାବଶାଳୀ ଲୋକେ ଏହାକୁ ଫୁ କଲା ଭଳି ଦେଖିବାକୁ ମିଳୁଛି ା ପ୍ରକାଶ…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା ଦେଶରେ…

ଜଙ୍ଗଲରୁ ମିଳିଲା ୨୦ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ

ବୌଦ୍ଧ,୫।୩(ସ୍ବ.ପ୍ର.): ବୌଦ୍ଧ ଜିଲା ଗଞ୍ଜେଇ ଚାଷ ଏବଂ କାରବାର ପାଇଁ ପେଣ୍ଠସ୍ଥଳ ପାଲଟିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ରତିବର୍ଷ ଗଞ୍ଜେଇ ହେଉଥିବା ସ୍ଥାନ ଚିହ୍ନଟ କରି ଗଞ୍ଜେଇ ଚାଷ ନଷ୍ଟ କରୁଥିବା ସତ୍ତ୍ୱେ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ବାହାରକୁ…

ସମୟ ନ ଦେଇ ଘର ଭାଙ୍ଗିଲା ପ୍ରଶାସନ

ବୌଦ୍ଧ, ୨୮।୨(ସ୍ବ.ପ୍ର.): ଖରଭୂଇଁ ଗ୍ରାମରେ କ୍ରସର ଚାଲିବା ନେଇ ପ୍ରଶାସନର ଅଧିକାରୀମାନେ ଚାହୁଁଥିବା ବେଳେ ଏପଟେ କିନ୍ତୁ ଗ୍ରାମବାସୀ କ୍ରସର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଆନ୍ଦୋଳନ ଚାଲୁରଖିଛନ୍ତି। ପ୍ରଶାସନ ଗ୍ରାମବାସୀଙ୍କ ଆନ୍ଦୋଳନକୁ ଭଣ୍ଡରୁ କରିବାକୁ ଗ୍ରାମବାସୀଙ୍କ ନାମରେ ବହୁ ମିଥ୍ୟା ମାମଲା…

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ, ୨୮।୨(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଆଦେଶ ପ୍ରଦାନ କରିଛନ୍ତି। ମାମଲାରୁ ପ୍ରକାଶ ଯେ, ବୌଦ୍ଧ ଥାନା ଅନ୍ତର୍ଗତ କିରାସିରା ଗ୍ରାମରେ ଜମିବାଡ଼ି ବିବାଦକୁ…

ହକି ବିଶ୍ୱକପ୍‌ ଟ୍ରଫି ପରିକ୍ରମା, ପଲ୍ଲିଶ୍ରୀ ମେଳା ପାଇଁ ବୌଦ୍ଧ ଜିଲାପାଳ ସମ୍ବର୍ଦ୍ଧିତ

ବୌଦ୍ଧ,୨୫ା୨(ସ୍ବ.ପ୍ର.): ହକି ବିଶ୍ୱକପ୍‌ ଟ୍ରଫିର ଜିଲା ପରିକ୍ରମା ଏବଂ ବୌଦ୍ଧ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ସଫଳ ଆୟୋଜନ ପାଇଁ ବୌଦ୍ଧ ଜିଲାପାଳ ସତ୍ୟ ରଞ୍ଜନ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି। ଜିଲାରେ ଏହି କାର୍ଯ୍ୟକ୍ରମର ସଫଳତା…

ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବାଉଁଶୁଣୀ,୨୩ା୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି ନ…

ମଣ୍ଡିରୁ ଧାନ ଉଠୁନି, ରାଜପଥ ଅବରୋଧ

ବାଉଁଶୁଣୀ,୨୨।୨(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ମଙ୍ଗଳବାର ଚାଷୀଙ୍କ ପକ୍ଷରୁ ବାଉଁଶୁଣୀ ଛକଠାରେ ବୌଦ୍ଧ-ବଲାଙ୍ଗୀର ୫ ୭ ନ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ ତଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri