ବୌଦ୍ଧ

ଦୁର୍ଗମ ଅଞ୍ଚଳର ସୁନୀଲ ବୌଦ୍ଧ ଜିଲା ପାଇଁ ଗୌରବ ଆଣିଲେ

ବାଉଁଶୁଣୀ,୧୮ା୧୧(ଡି.ଏନ.ଏ.): ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ହୋଇଥିବା ସର୍ବଭାରତୀୟ ପ୍ରବେଶିକା ପରୀକ୍ଷାରେ ବୌଦ୍ଧ ଜିଲା ଶଗଡା ପଞ୍ଚାୟତ ଝଗଡୁଗାଡିଆ ଗ୍ରାମର ସୁନୀଲ କୁମାର ଚାନ୍ଦ ଉତ୍ତୀର୍ଣ୍ଣ ହୋଇଛନ୍ତି। ଭାରତର ବିଭିନ୍ନ ରାଜ୍ୟର ଛାତ୍ରୀଛାତ୍ରମାନେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ମାତ୍ର ଏହି…

ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ ହେବ ଜୋରଦାର

ବୌଦ୍ଧ,୧ା୧୧(ସ୍ବ.ପ୍ର.): ରାଜ୍ୟର ଚାଷୀଙ୍କୁ ବାରମ୍ବାର କେନ୍ଦ୍ରୀୟ ଅବହେଳା ନେଇ ବିଜେଡି ଆନ୍ଦୋଳନକୁ ଓହ୍ଲାଇଛି। ସୋମବାର ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ଜିଲାପାଳମାନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲା ବିଜେଡି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା…

୩ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୨୯ା୧୦(ସ୍ବ.ପ୍ର.): ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ୩ଟି ବେଆଇନ ଭାବେ ଚାଲିଥିବା କ୍ଲିନିକ୍‌କୁ ଶନିବାର ସିଲ୍‌ କରାଯାଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ମୁତାବକ ସହରର ନଟରାଜ ଗାଇନୋଷ୍ଟିକ, ପ୍ରଧାନ ଡେଣ୍ଟାଲ କ୍ଲିନିକ୍‌ ଏବଂ ସାଇ ଡେଣ୍ଟାଲ କ୍ଲିନିକ୍‌କୁ…

ଜବରଦଖଲ ଉଚ୍ଛେଦ ପାଇଁ ଆକ୍‌ସନ ମୋଡ୍‌ରେ ପ୍ରଶାସନ

ବାଉଁଶୁଣୀ,୨୨।୧୦(ଡି.ଏନ୍‌.ଏ.):  ବୌଦ୍ଧ ଜିଲା ବାଉଁଶୁଣୀ ବଜାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ପାଇଁ ଆକ୍‌ସନ ମୋଡ଼ରେ ପ୍ରଶାସନ ରହିଛି। ଫଳରେ ଦୋକାନକରି ପରିବାର ଚଳାଉଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାଉଁଶୁଣୀ ବଜାର ରାସ୍ତା କଡ଼ରେ ଅନେକ ବର୍ଷ ହେଲା ଛୋଟ…

ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ

ବୌଦ୍ଧ/ମନମୁଣ୍ଡା/କଣ୍ଟାମାଳ,୧୨।୧୦(ସ୍ବ.ପ୍ର./ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଗୁନ୍ଦୁଲିଆ ପଞ୍ଚାୟତର ସାଲେଇପଡା ଗ୍ରାମରେ ବେଆଇନ ଭାବେ ଚାଲିଥିବା ଏକ ବନ୍ଧୁକ କାରଖାନା ଉପରେ ମନମୁଣ୍ଡା ପୋଲିସ ଚଢ଼ାଉ କରି ଦେଶୀ ବନ୍ଧୁକ, ପିସ୍ତଲ ଓ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛି।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁନକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର କରୋଡକଥାଠରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତେବେ ମୃତକଙ୍କର ପରିଚୟ ମିଳିପାରିନାହିଁ । ଖବରପାଇ ଘଟଣାସ୍ଥଳରେ ପୁରୁନକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…

ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୋଦ୍ଧ ଜିଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)। ବୁଧବାର ସକାଳେ ଶୋଇଥିବା…

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବୌଦ୍ଧ, ୨୭।୯(ଡି.ଏନ୍‌.ଏ.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଔଷଧ ବିତରଣ କେନ୍ଦ୍ରରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବହୁ ଔଷଧପତ୍ର ପୋଡ଼ି ଯାଇଥିବା ଜଣାପଡ଼ିଛି ।…

ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…

ନାଳ ପାରି ହେବା ବେଳେ ବର୍ଷାପାଣିରେ ଭାସିଗଲେ ଯୁବକ

ବୌଦ୍ଧ,୨୦।୯(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଶାଳକଟା ନିକଟ ଲକ୍ଷ୍ମୀ ନାଳ ପାଣିରେ ଭାସି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୁଣାକଟକ ଥାନା ଅନ୍ତର୍ଗତ ଶାଳକଟା ଗ୍ରାମର ପ୍ରମୋଦ ଭୋକ୍ତା । ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

ମନମୁଣ୍ଡା,୧୯ା୯(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ରାସ୍ତାରେ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସୋମବାର ଅପରାହ୍ନରେ ଶଗଡା ପଞ୍ଚାୟତର ସିଗାଡି ଗ୍ରାମର ଗୋବର୍ଦ୍ଧନ ମଲିକ (୪୦) ଓ ଚୁହୁରାକନ…

୧୩ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ,୧୯।୯(ସ୍ବ.ପ୍ର): ବୌଦ୍ଧ ଜିଲା ଶିକ୍ଷା ବିଭାଗ ଏକ ପ୍ରକାର ଅବ୍ୟବସ୍ଥା ଘେରରେ ରହିଛି। ଜିଲାରେ ବହୁ ଶିକ୍ଷୟତ୍ରୀ ଶିକ୍ଷକ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ନକଲି ପ୍ରମାଣପତ୍ର ଦେବା ଅଭିଯୋଗରେ ଅନେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜିଲା ଶିକ୍ଷା ବିଭାଗ ବହିଷ୍କୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri