ସିରିଜ୍ ଦୁର୍ଘଟଣା: ୨ ମୃତ, ୬ ଜଣ ଗୁରୁତର
ବୌଦ୍ଧ/ବାଉଁଶୁଣୀ,(ସ୍ବ.ପ୍ର.)(ଡି.ଏନ.ଏ.)୨୬।୧: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକ ନିକଟରେ ଏକ ସିରିଜ୍ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଦ୍ରୁତ ଗତିରେ ଯାଉଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ…
ଓକିଲଙ୍କଠାରୁ ୨ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ
ବୌଦ୍ଧ, ୨୪।୧(ସ୍ବ.ପ୍ର): ବୌଦ୍ଧ ସହରରେ ଲୁଟପାଟ ଏକ ନିତିଦିନିଆ ଘଟଣା ପାଲଟିଛି ା କେତେବେେଳେ ଦୁର୍ବୁତ୍ତ ରାସ୍ତା ଉପରୁ ଲୁଟ କରୁଥିବା ବେଳେ ଆଉ କେତେବେଳେ ଘର ମାଲିକ ଘରେ ନ ଥିବାବେଳେ ଲୁଟ ହେଉଥିବା ଜଣାପଡିଛି। ସୋମବାର ଦ୍ୱିପ୍ରହରରେ ଜଣେ…
ଖାଲଖମାରେ ଭର୍ତ୍ତି ମହାନଦୀ ସେତୁ
ବୌଦ୍ଧ,୨୦ା୧(ସ୍ବ.ପ୍ର.): ବୌଦ୍ଧ କିଆକଟା ମହାନଦୀ ସେତୁ ପାଲଟିଛି ମରଣଯନ୍ତା ା ବୌଦ୍ଧ ସହରର ଦ୍ରୁତ ବିକାଶ ଓ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦିଆଯାଇ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ହେଲେ ବୌଦ୍ଧବାସୀଙ୍କ ଗର୍ବ ପାଲଟି ଥିବା ବୌଦ୍ଧ କିଆକଟା ମହାନଦୀ ସେତୁ ବର୍ତ୍ତମାନ ଛୋଟବଡ…
ଆକର୍ଷଣ ସାଜିଲା ସାଂସ୍କୃତିକ କାର୍ଯ୍ୟକ୍ରମ
ବୌଦ୍ଧ, ୧୪।୧(ସ୍ବ.ପ୍ର.): ପରମ୍ପରା ଓ ସଂସ୍କୃତିର ବାର୍ତ୍ତା ନେଇ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବୌଦ୍ଧ ମହୋତ୍ସବ, ପଲ୍ଳୀଶ୍ରୀ ମେଳା ଓ ବୟନିକା ହସ୍ତତନ୍ତ ପ୍ରଦର୍ଶନୀର ଶୁକ୍ରବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ସନ୍ଧ୍ୟାରେ ଆୟୋଜିତ ସଭାରେ ଜିଲା ସଂସ୍କୃତି ପରିଷଦର ଅଧ୍ୟକ୍ଷ…
ଆବାସ ଯୋଜନାରୁ ବଞ୍ଚିତ ଦିଲୀପ
ବାଉଁଶୁଣୀ,୧୩ା୧(ଡି.ଏନ.ଏ.):ଦିଲୀପ କୁମାର ଦେହୁରୀ(୫୮)। ଘର ବୌଦ୍ଧ ବ୍ଲକ ବାଉଁଶୁଣୀ ପଞ୍ଚାୟତ ଅନ୍ତର୍ଗତ ମାଲିପଡ଼ା ଖଣ୍ଡଜମି ଗ୍ରାମରେ। ତାଙ୍କର ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବା ବେଳେ ଜମିବାଡି କିଛି ନାହିଁ ା ମୂଲ ଲାଗି କୌଣସି ମତେ ଚଳନ୍ତି। ଆବାସ ଯୋଜନାରେ…
ମଣ୍ଡିର ସ୍ଥାନ ପରିବର୍ତ୍ତନରେ ତାତିଲେ ଚାଷୀ
କଣ୍ଟାମାଳ, ୨୯।୧୧(ଡି.ଏନ୍.ଏ.):ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବଳରାମ କୃଷକ ସଙ୍ଗଠନ ପକ୍ଷରୁ ଧାନମଣ୍ଡିର ସ୍ଥାନ ପରିବର୍ତ୍ତନକୁ ନେଇ ସୋମବାର ଚାଷୀ ତାତିବା ସହ ତହସିଲ ଅଫିସ ଘେରାଓ କରିଥିଲେ। ସଙ୍ଗଠନର ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ରିତ ସାହୁଙ୍କ ନେତୃତ୍ୱରେ କଣ୍ଟାମାଳ…
୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ଫୋରଣ: ବନ ବିଭାଗ ଗାଡ଼ିକୁ ଉଡ଼ାଇଦେବାକୁ ହୋଇଥିଲା ଯୋଜନା
ବଘିଆପଡ଼ା,୨୮।୧୧(ଡି.ଏନ୍.ଏ.): ବୌଦ୍ଧ ଜିଲା ଲକଡ଼ପାଯୁ ଜଙ୍ଗଲରେ ୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ପୋରଣ ଘଟିଛି। ବନ ବିଭାଗର ଗାଡ଼ିକୁ ବିସ୍ଫୋରଣରେ ଉଡ଼ାଇ ଦେବାକୁ ଯୋଜନା ହୋଇଥିବା ବେଳେ ୫୦ଜଣ ବନ କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୁରକ୍ଷାକର୍ମୀ ଗଞ୍ଜେଇ ଗଛ ନଷ୍ଟକରିବାକୁ…
ଲାଞ୍ଚ ନେଇ ପୋଲିସ ଏଏସ୍ଆଇ ଗିରଫ
ବୌଦ୍ଧ, ୨୬ା୧୧(ସ୍ବ.ପ୍ର.): ଲାଞ୍ଚ ନେଇ ଗିରଫ ହେଲେ ପୋଲିସ ଏଏସ୍ଆଇ। ବୌଦ୍ଧ ଜିଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍ଆଇ ମଦନ ମୋହନ ପ୍ରଧାନ ଶୁକ୍ରବାର ଜଣେ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…
ଦ୍ୱିତୀୟ ପାଳିରେ ୪୫ ଲକ୍ଷ ଟଙ୍କାର କାରବାର
ବୌଦ୍ଧ,୨୧ା୧୧(ସ୍ବ.ପ୍ର.):ଗତ ୧୩ ତାରିଖ ଦିନ ବୌଦ୍ଧରେ ଆରମ୍ଭ ହୋଇଥିତ୍ବା ପଶ୍ଚିମ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ବୁଣାକାର ବଜାର ଧିରେ ଧିରେ ବ୍ୟବସାୟୀମାନଙ୍କୁ ଆକର୍ଷିତ କରିବାରେ ଲାଗିଛି। ଏହି ବୁଣାକାର ବଜାର ଖୋଲିବାର ଦ୍ୱିତୀୟ ପାଳିରେ ରେକର୍ଡ ପରିମାଣର ୪୫ ଲକ୍ଷ ଟଙ୍କାର…
ନାବାଳକଙ୍କୁ ୧୦ ବର୍ଷ କାରାଦଣ୍ଡ
ବୌଦ୍ଧ,୧୮ା୧୧(ସ୍ବ.ପ୍ର.): ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ପେଶାଲ ଜଜ୍ ଅଳ୍ପନା ସ୍ବାଇଁ ଜଣେ ନାବାଳିକାଙ୍କୁ ଅସଦାଚରଣ ମାମଲାର ବିଚାର କରି ଜଣେ ନାବାଳକଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ମାମଲାରୁ ପ୍ରକାଶ ଯେ, ମନମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ…
ଦୁର୍ଗମ ଅଞ୍ଚଳର ସୁନୀଲ ବୌଦ୍ଧ ଜିଲା ପାଇଁ ଗୌରବ ଆଣିଲେ
ବାଉଁଶୁଣୀ,୧୮ା୧୧(ଡି.ଏନ.ଏ.): ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ହୋଇଥିବା ସର୍ବଭାରତୀୟ ପ୍ରବେଶିକା ପରୀକ୍ଷାରେ ବୌଦ୍ଧ ଜିଲା ଶଗଡା ପଞ୍ଚାୟତ ଝଗଡୁଗାଡିଆ ଗ୍ରାମର ସୁନୀଲ କୁମାର ଚାନ୍ଦ ଉତ୍ତୀର୍ଣ୍ଣ ହୋଇଛନ୍ତି। ଭାରତର ବିଭିନ୍ନ ରାଜ୍ୟର ଛାତ୍ରୀଛାତ୍ରମାନେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ମାତ୍ର ଏହି…
ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ ହେବ ଜୋରଦାର
ବୌଦ୍ଧ,୧ା୧୧(ସ୍ବ.ପ୍ର.): ରାଜ୍ୟର ଚାଷୀଙ୍କୁ ବାରମ୍ବାର କେନ୍ଦ୍ରୀୟ ଅବହେଳା ନେଇ ବିଜେଡି ଆନ୍ଦୋଳନକୁ ଓହ୍ଲାଇଛି। ସୋମବାର ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ଜିଲାପାଳମାନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲା ବିଜେଡି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା…
Archives


