ବୌଦ୍ଧ ରେଞ୍ଜର ନିଲମ୍ବିତ
ବୌଦ୍ଧ,୧୭।୬(ଡି.ଏନ୍.ଏ.): ବୌଦ୍ଧ ରେଞ୍ଜ ବଘିଆପଡ଼ା ସେକ୍ସନ ଅଞ୍ଚଳରେ ୨ ଦନ୍ତାହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ପ୍ରଦୀପ ବେହେରା ନିଲମ୍ବିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଦୀପ ବେହେରାଙ୍କୁ ନିଲମ୍ବିତ କରିଛନ୍ତି। ସୂଚନା ଅନୁଯାୟୀ,...
ଭୁଜାଲି ଦେଖାଇ ୧୦ ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ବୌଦ୍ଧ,୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅଞ୍ଚଳରେ ଚୋରି ଡକାୟତି ଘଟଣା ଥମିବାର ନା ନେଉନାହିଁୟ। ଶନିବାର ରାତିରେ ଘରେ ପଶି ବୋମା, ଖଣ୍ଡା ଓ ଭୁଜାଲି ଦେଖାଇ ଘରୁ ଲୁଟିନେଇଛନ୍ତି ନଗଦ ୧୦ ଲକ୍ଷ ଟଙ୍କା ସହ ୧୦...
ହ୍ବାଟସ୍ ଆପ୍ର ଡିପିରେ ଜିଲାପାଳଙ୍କ ଫଟୋ : ମାଗୁଛନ୍ତି ଟଙ୍କା
ବୌଦ୍ଧ,୩୦।୪(ସ୍ବ.ପ୍ର.): ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଫଟୋ ହ୍ବାଟସ୍ ଆପ୍ ଡିପି ରଖି ବିଭିନ୍ନ ଅଧିକାରୀଙ୍କୁ ମେସେଜ ପଠାଇ ଟଙ୍କା ମାଗିବା ଭଳି ଏକ ସମ୍ବେଦନଶୀଳ ଘଟଣା ଜିଲାରେ ଆଲୋଡନ ସୃଷ୍ଟି କରିଛି। ମିଳିଥିବା ସୂଚନା ମୁତାବକ, ଜିଲାପାଳଙ୍କ ଫଟୋ...
ଭାଲୁ ସହ କଲେ ଲଢେଇ
ବାଉଁଶୁଣୀ/ବୌଦ୍ଧ,୧୫ା୪(ଡି.ଏନ.ଏ./ସ୍ବ.ପ୍ର.): ବୌଦ୍ଧ ବ୍ଲକ ମନମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖଲିଆପାଲି ପଞ୍ଚାୟତର କୁମରକାନି ଗ୍ରାମରେ ଭାଲୁ ସହ ଲଢେଇ କରି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ସେ ହେଲେ କୁମରକାନୀ ଗ୍ରାମର ଦେହେରିବୁଢା ମଲ୍ଲିକ । ମିଳିଥିବା ସୂଚନା...
ମହିଳାଙ୍କୁ କଚାଡ଼ି ଦେଲା ଦନ୍ତା
କଣ୍ଟାମାଳ,୧୦ା୪(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତର ଡୁମାଳପଖାଳ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଖବର ପାଇ ରବିବାର ସ୍ଥାନୀୟ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା...
ଅଧିକ ୬ଟଙ୍କାରେ ବିକ୍ରି ହେଉଛି କିରୋସିନ
ବାଉଁଶୁଣୀ,୯।୪(ଡି.ଏନ୍.ଏ.): ସରକାର ଲୋକଙ୍କୁ ଚାଉଳ, ଗହମ, କିରୋସିନ ଆଦି ସାମଗ୍ରୀ ରିହାତି ଦରରେ ଯୋଗାଇ ଦେଉଛନ୍ତି। ହେଲେ କିଛି ଅସାଧୁ କର୍ମଚାରୀ ଅଧିକ ଦରରେ ବିକି ଲୋକଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି। ସେଭଳି ଏକ ଅଭିଯୋଗ ଆସିଛି ବୌଦ୍ଧ...
ସ୍ବାମୀ, ଝିଅଙ୍କୁ ଖୋଜିବାକୁ ବୌଦ୍ଧରେ ଦିଲ୍ଲୀର ମହିଳା
ବୌଦ୍ଧ,୫।୪ (ସ୍ବ.ପ୍ର): ଜଣେ ଓଡ଼ିଆ ଯୁବକଙ୍କ ଦ୍ୱାରା ପ୍ରତାରଣାର ଶିକାର ହେବା ପରେ ସ୍ବାମୀ ଓ ସନ୍ତାନର ସନ୍ଧାନରେ ବୌଦ୍ଧ ଆସି ନିରାଶ ହୋଇ ଫେରିଯାଇଛନ୍ତି ଦିଲ୍ଲୀର ମହିଳା ଆରତୀ। ଓଡ଼ିଶାର ଗଞ୍ଜମ ଜିଲା ଭଞ୍ଜନଗର ନିକଟସ୍ଥ ଏକ ଗ୍ରାମର...
କୂଅ ଖୋଳୁଥିବାବେଳେ ବ୍ଲାଷ୍ଟିଂ: ଶ୍ରମିକ ମୃତ
ବୌଦ୍ଧ, ୧।୪ (ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ରତନପୁର ଗ୍ରାମରେ କୂଅ ଖୋଳୁଥିବା ବେଳେ ବ୍ଲାଷ୍ଟିଂ ଯୋଗୁ ଜଣେ ଯୁବ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରଭଙ୍ଗା ଥାନାର ଖରଭୂଇଁ ଗ୍ରାମର ସୁରେନ୍ଦ୍ର ବଗର୍ତ୍ତି (୩୦)।...
ମାଛ ପାଇଁ ପାପୁଲି ଛିଣ୍ଡିଲା
ବୌଦ୍ଧ,୩୦।୩(ସ୍ବ.ପ୍ର.): ବୌଦ୍ଧ ସହରର ମହାନଦୀ ଘାଟରେ ମଙ୍ଗଳବାର ଡିନାମାଇଟ୍ ଫୁଟାଇ ମାଛ ମାରିବା ଜଣେ ଯୁବକଙ୍କ ପାଇଁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି। ଡିନାମାଇଟ୍ ହଠାତ୍ ଫୁଟି ଯିବାରୁ ଯୁବକଙ୍କ ହାତ ପାପୁଲି ଛିଣ୍ଡିଯାଇଛି। ଆହତ ଯୁବକ ହେଲେ ସୁରଥ...
ବୌଦ୍ଧ,ଯାଜପୁରରେ ଏନ୍ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି
ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା...
ପରାଜୟ ପରେ ଏଭଳି କାଣ୍ଡ କଲେ ବିଜେଡି ନେତା
କଣ୍ଟାମାଳ/ବାଉଁଶୁଣୀ,୨୧ା୩(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ସମର୍ଥକଙ୍କ ସହ ଜଣେ ବିଜେଡି ନେତା ୨ ଜଣଙ୍କୁ ଅପହରଣ ପରେ ମାଡ଼ ମାରିଥିବା ନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,...
ଭୁଶୁଡ଼ିଲା ନିର୍ମାଣାଧୀନ ରେଲୱେ ଓଭରବ୍ରିଜ
ବାଉଁଶୁଣୀ/ବୌଦ୍ଧ,୬।୩(ଡି.ଏନ.ଏ./ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ବ୍ୟାପୀ ଏହି ରେଳପଥ ଯିବାକୁ ଥିବା ବେଳେ କାମ ଆଗେଇ ଚାଲିଛି। ତେବେ ନିମ୍ନମାନର କାମ ଯୋଗୁ...
Archives


