ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ମଦମାଂସ ଆସର
ବୌଦ୍ଧ,୨୦ା୮(ଅଜିତ କୁମାର ବାରିକ)ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାଲିକପଡ଼ା ପଞ୍ଚାୟତର ଯାବର ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଭିତରେ ପ୍ରଧାନ ଶିକ୍ଷକ ତାଙ୍କ ବନ୍ଧୁଙ୍କ ସହ ମଦମାଂସ ଆସର ଜମାଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଘଟଣା ଶୁକ୍ରବାରର ବୋଲି ଜଣାପଡିଛି।...
ବୌଦ୍ଧ ମହାନଦୀରେ କୁମ୍ଭୀର
ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ହେବା ଫଳରେ ଗତ ୨ ତାରିଖରେ ଜିଲାରେ ବନ୍ୟା ପରିସ୍ଥିତ ଉପୁଜିଥିଲା । ବର୍ଷା ଯୋଗୁ ଜିଲାର ହରଭଙ୍ଗା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଫସଲ ଉଜୁଡିଯିବା ସହ...
ବଢୁଛି ମହାନଦୀ ଜଳସ୍ତର,ତଳିଆ ଅଞ୍ଚଳ ଜଳମଗ୍ନ
ବୌଦ୍ଧ,୩ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ଯୋଗୁ ଏକ ପ୍ରକାର ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀ ଜଳସ୍ତର ବଢିବା ସହିତ ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ଜିଲାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଅନେକ ଲୋକଙ୍କ ଘରେ...
ବୌଦ୍ଧ କିଆକଟା ମହାନଦୀ ସେତୁ ପାଲଟିଛି ମରଣଯନ୍ତା
ବୌଦ୍ଧ,୩୧ା୭(ଅଜିତ କୁମାର ବାରିକ): ଜିଲା ପ୍ରଶାସନ ପକ୍ଷରୁ ଐତିହାସିକ ବୌଦ୍ଧ ସହରର ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦିଆଯାଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା ବେଳେ ଜିଲାର ପ୍ରମୁଖ ପ୍ରବେଶ ଦ୍ୱାର କୁହାଯାଉଥିବା ବୌଦ୍ଧ କିଆକଟା ମହାନଦୀ ସେତୁ ବର୍ତ୍ତମାନ ମରଣଯନ୍ତା ପାଲଟିଛି।...
ସ୍କୁଲ ଫାଟକରେ ତାଲା: ଖରାରେ ଠିଆହୋଇ ୮ ଛାତ୍ରୀଛାତ୍ର ଅସୁସ୍ଥ
ବୌଦ୍ଧ/ପୁରୁଣାକଟକ,୨୨ା୭(ଅଜିତ କୁମାର ବାରିକ/ ସୁକାନ୍ତ ପଟ୍ଟନାୟକ)କୌଣସି କଥାକୁ ନେଇ କେତେଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହେଲା ା ଏହାକୁ ନେଇ ଶନିବାର ସକାଳେ ଜଣେ ଅଭିଭାବକ କାହାକୁ କିଛି ନ ଜଣାଇ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ କଲେ...
ଭିଜିଲାନ୍ସ ଜାଲରେ ଆଇଆଇସି
ବୌଦ୍ଧ ୨୧।୭: ବୌଦ୍ଧ ଜିଲା ହରଭଙ୍ଗା ଥାନା ଆଇଆଇସି ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି । ବେଆଇନ ବାଲି ବୋଝେଇ...
ବିଦ୍ୟାଳୟଗୁଡିକରେ କମ୍ପ୍ୟୁଟର ଶିକ୍ଷା ଠପ୍
ବୌଦ୍ଧ,୧୬।୭( ଅଜିତ କୁମାର ବାରିକ )ଶିକ୍ଷାର ଉନ୍ନତି ସକାଶେ ସରକାର ଗୁରୁତ୍ୱ ଦେବା ସହ ବର୍ତ୍ତମାନ ବିଦ୍ୟାଳୟଗୁଡିକ ୫-ଟିରେ ରୂପାନ୍ତରିତ କରାଯାଇ ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଛି ା ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି। ପୂର୍ବରୁ ସର୍ବଶିକ୍ଷା...
୫-ଟି ସଚିବଙ୍କୁ ବିରୋଧ ବଢ଼ୁଛି
ବୌଦ୍ଧ,୬।୭(ଅଜିତ କୁମାର ବାରିକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତକୁ ବିରୋଧୀ ରାଜନୈତିକ ଦଳଗୁଡ଼ିକର ବିରୋଧ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୋନପୁର ଗସ୍ତବେଳେ ୫-ଟି ସଚିବଙ୍କ କାର୍କେଡ୍କୁ ଅଣ୍ଡାମାଡ଼ ହୋଇଥିବାବେଳେ ବୁଧବାର...
ଉଚ୍ଚଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବ
ବୌଦ୍ଧ,୨।୭(ଅଜିତ କୁମାର ବାରିକ)ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ବୌଦ୍ଧ ଏକ ପଛୁଆ ଜିଲା ଭାବରେ ରାଜ୍ୟରେ ପରିଗଣିତ ହେଉଥିବାବେଳେ ଜିଲାରେ ଉଚ୍ଚ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଜିଲାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଘୋର ଅଭାବ ସହ କେତେକ...
୨ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ
ବୌଦ୍ଧ,୧ା୭(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଦୌରାଜଜ୍ ତଥା ସ୍ପେଶାଲ ଜଜ୍ ବିକ୍ରମ କୁମାର ପ୍ରଧାନ ଶୁକ୍ରବାର ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ବିଚାରକରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା...
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଦନ୍ତାହାତୀର ମୃତ୍ୟୁ
କଣ୍ଟାମାଳ,୧୪ା୬(ଆଦିତ୍ୟେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ବନଖଣ୍ଡ ଘୁଚାଙ୍ଗୀ ଗାଁ ନିକଟ ବିଲରେ ବୁଧବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବୁଧବାର ପାହାନ୍ତିଆରେ ଏକ ହାତୀର ଚିତ୍କାର ଶୁଣିଥିଲେ। ସକାଳ...
ଦୁର୍ଘଟଣାରେ ଜଣେ ମୃତ, ୬ ଗୁରୁତର
ବାଉଁଶୁଣୀ, ୧୨।୬(ଡି.ଏନ.ଏ.): ବୌଦ୍ଧ ଜିଲା ୫୭ ନଂ. ଜାତୀୟ ରାଜପଥର ବାଉଁଶୁଣୀ ଥାନା ଅନ୍ତର୍ଗତ ଦନ୍ତାପାଲି ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏଥିରେ...
Archives
