ଆଧୁନିକ ପ୍ରଣାଳୀରେ କଲରା ଚାଷ: ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣା ସାଜିଛନ୍ତି ରଶ୍ମି
ପୁରୁଣାକଟକ,୩୧ା୧୨(ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ଼ ପଞ୍ଚାୟତ କୋଇଲିସୁତା ଗ୍ରାମର ଯୁବ ଚାଷୀ ରଶ୍ମି ରଞ୍ଜନ ବାଘ(୩୫)। ବର୍ତ୍ତମାନ ସେ ଚାକିରି ଛାଡି ଚାଷ କାର୍ଯ୍ୟ କରି ଆର୍ଥତ୍କ ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଆଧୁନିକ…
ଗିନିଜ୍ ଓ୍ବାଲର୍ଡ ରେକର୍ଡସ୍ରେ ଜୟରାମ
ଘଣ୍ଟାପଡା,୧୭।୧୨ (ଡି.ଏନ୍.ଏ):ଗିନିଜ୍ ବୁକ୍ ଅଫ୍ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଆମ୍ବଗାଁର ୩୦ ବର୍ଷୀୟ ଯୁବ ଗବେଷକ ଜୟରାମ ରଣା। ଜୈବ ରାସାୟନିକ ଗବେଷକ ରଣା ବିଶ୍ୱର ସର୍ବବୃହତ୍ ସାରୁପତ୍ର ପ୍ରଦର୍ଶନ କରି ଗିନିଜ୍ ବୁକ୍…
ଜିଲା ସଂଗ୍ରହାଳୟ ପାଇଁ ସ୍ବାଧୀନତା ପୂର୍ବର ମୁଦ୍ରା ଦାନ
ମନମୁଣ୍ଡା, ୧୪।୧୨(ଡି.ଏନ.ଏ.)-ବୌଦ୍ଧ ଜିଲାର ପୁରୁଣା ଜିଲାପାଳ କାର୍ଯ୍ୟାଳୟରେ ଜାନୁୟାରୀ ୨ତାରିଖରେ ଉଦ୍ଘାଟନ ହେବାକୁ ଯାଉଛି ସଂଗ୍ରହାଳୟ। ଏଥିପାଇଁ ନିଜ ପାଖରେ ଥିବା ପୁରାତନ ଜିନିଷ ଯାହା ଲୋକଲୋଚନରୁ ହଜିଯାଇଛି ସେସବୁୁ ଦାନ କରିବା ପାଇଁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଜିଲାବାସୀଙ୍କୁ ଅନୁରୋଧ…
ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ହେବ ସଂଗ୍ରହାଳୟ
ବୌଦ୍ଧ, ୪ା୧୨(ସ୍ବ.ପ୍ର.) ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ସଂଗ୍ରହାଳୟ ହେବାକୁ ଯାଉଛି ା ଏଥିପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି ା ତଦନୁଯାୟୀ ପ୍ରାଥମିକ କାମ ଆରମ୍ଭ ହୋଇଯାଇଛି ା ଏହି ସଂଗ୍ରହାଳୟରେ ଜିଲାର ଏତିହ୍ୟ, କଳା, ସଂସ୍କୃତି ଓ ପରମ୍ପରା…
ମୃତଦେହକୁ ନିଜ କାର୍ରେ ନେଇ ଘରେ ପହଞ୍ଚାଇଲେ ଯୁବକ: ଛୁଟୁଛି ପ୍ରଶଂସାର ସୁଅ
ହରଭଙ୍ଗା,୧୭।୧୧(ଡି.ଏନ୍.ଏ.): ରାସ୍ତାରୁ ଶିଶୁର ମୃତଦେହକୁ କାରରେ ନେଇ ଘରେ ଛାଡି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଲେ ଜଣେ ଯୁବକ। ଏଭଳି ଏକ ଘଟଣା ଘଟିଛି ବଦ୍ଧ ଜିଲା ହରଭଙ୍ଗା ବ୍ଲକରେ। ଉକ୍ତ ଯୁବକ ଜଣକ ହେଲେ ପୁରୁଣା କଟକର ପ୍ରଦୀପ…
ମହାନଦୀରୁ ବିରଳ ମାଛ ଉଦ୍ଧାର
ହରଭଙ୍ଗା,୩୦।୧୦(ଡି.ଏନ.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଙ୍କୁଲେଇ ପଞ୍ଚାୟତ ଅନ୍ତର୍ଗତ ପାଣିଘରା ଗ୍ରାମର ମତ୍ସ୍ୟଜୀବୀମାନେ ଗୁରୁବାର ଏକ ବିରଳ ମାଛ ମହାନଦୀରୁ ଉଦ୍ଧାର କରିଛନ୍ତି। ଏହାର ଓଜନ ପ୍ରାୟ ୧ କେ.ଜି ହେବ। ମାଛଟିର ଦେହରେ କଳା, ଓ ଧଳା ରଙ୍ଗର ଦାଗ…
ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ହରଭଙ୍ଗା,୩୦ା୧୦(ଡି.ଏନ୍.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ସିଙ୍ଗାଣିବିଡ଼ା ନିକଟରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୃତ ଯୁବକ ଜଣକ ହରଭଙ୍ଗା ବ୍ଲକ ତିଲେଶ୍ବର ପଞ୍ଚାୟତ ବାଦିକଟା ଗ୍ରାମର ଅର୍ଜୁନ…
ସମଲୀଙ୍ଗି ସମ୍ପର୍କ: ପରିବାର ପକ୍ଷରୁ ଅଭିଯୋଗ ପରେ ସାଥି ଗିରଫ
ହରଭଙ୍ଗା,୬।୧୦(ଡି.ଏନ୍.ଏ.): ଜଣେ ନାବାଳିକାଙ୍କ ସହ ସମଲୀଙ୍ଗି ସମ୍ପର୍କ ରଖିଥିବା ଅଭିଯୋଗରେ ପୁରୁଣାକଟକ ଅଞ୍ଚଳର ଜଣେ ଯୁବତୀଙ୍କୁ କନ୍ଧମାଳ ଜିଲା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଥାନା ଅଞ୍ଚଳର ଜଣେ ଯୁବତୀ ନିଜ ଅଞ୍ଚଳର ଏକ ନାବାଳିକାଙ୍କ…
ତିନିଦିନ ହେଲା ଗ୍ରାମ ନିକଟରେ ପଡ଼ିଛି ସାଇକେଲ ମିଳୁନାହାନ୍ତି ଯୁବକ: ପରିବାର ପକ୍ଷରୁ ଥାନାରେ ଅଭିଯୋଗ
ହରଭଙ୍ଗା୪।୧୦(ଡି.ଏନ୍.ଏ.): ବୌଦ୍ଧଜିଲା ପୁରୁଣାକଟକ ଥାନା ଲୁଣିବାହାଲ ଗ୍ରାମ ପଞ୍ଚାୟତ କଣ୍ଟିଆପଦର ଗ୍ରାମର ନେପାଳ ପ୍ରଧାନଙ୍କ ପୁଅ ଜଗଦୀଶ ପ୍ରଧାନ (୨୩) ଗତ ୨ ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ପରିବାର ପକ୍ଷରୁ ପୁରୁଣାକଟକ ଥାନାରେ ଲିଖିତଭାବେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,…
ରାସ୍ତାରୁ ପାଇଥିବା ଟଙ୍କା ଫେରାଇଦେଲେ ଯୁବକ
ଜହ୍ନାପଙ୍କ, ୨୯।୯(ଡି.ଏନ.ଏ.) ଦିନକୁ ଦିନ ମଣିଷ ଅର୍ଥ ସର୍ବସ୍ବ ହୋଇଯାଉଛି। ଟଙ୍କା ପାଇଁ ଭୁଲ୍ ରାସ୍ତା ଆପଣାଉଛି। ହେଲେ ଏସବୁ ଭିତରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପାଇଥିବା ଟଙ୍କାକୁ ଫେରାଇ ଦେଇ ମଣିଷ ପଣିଆକୁ ଉଜାଗର କରିଛନ୍ତି। ସେହିପରି…
ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ
ମନମୁଣ୍ଡା,୨୮।୯ (ଡି.ଏନ.ଏ.) ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା ମନମୁଣ୍ଡା…
ଡେପୁଟି କଲେକ୍ଟରଙ୍କ ନାଁରେ ସ୍ତ୍ରୀ ଆଣିଲେ ନିର୍ଯାତନା ଅଭିଯୋଗ
ଲଖନପୁର, ୨୭ା୯(ଡି.ଏନ୍.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ ଝାରସୁଗୁଡା ଜିଲା ବିଟିଏମ୍ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ନେଇ ଝାରସୁଗୁଡା ଥାନାରେ…
Archives


