ବୌଦ୍ଧ

ପୁରୀର ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ଗଛ କଟା

ବୌଦ୍ଧ/ତଳଗାଁ,୩ା୩(ସ୍ବ.ପ୍ର./ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ୨୦୧୮ ମସିହାରୁ ବୌଦ୍ଧ ଜିଲାରୁ ରଥ କାଠ ପ୍ରେରଣ କରାଯାଉଛି । ଚଳିତବର୍ଷ ରଥ ନିର୍ମାଣ ପାଇଁ ଗଛ କଟା ମଙ୍ଗଳବାର ଅନୁକୂଳ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଥିବା ଏକ କମିଟି…

ସାନଭାଇକୁ ହତ୍ୟା କରି ଦୁଇ ବଡ଼ ଭାଇ ପୋଡ଼ି ଦେଇଥିବା ଅଭିଯୋଗ

ବୌଦ୍ଧ,୧।୩(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଗୋଛାପଡ଼ା ଗ୍ରାମ ପଞ୍ଚାୟତ ମଲିକପଡା ଗ୍ରାମରେ ରବିବାର ରାତିରେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ବଡ଼ ଭାଇ ମିଶି ସାନ ଭାଇକୁ ହତ୍ୟା କରିବା ପରେ ଘର ଆଗରେ ଏକ…

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ପୋଲିସ ସୂଚନା…

ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

କଣ୍ଟାମାଳ,୨୧।୧(ଡି.ଏନ.ଏ):ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଅଟୋକୁ ଧକ୍କା ଦେବା ଫଳରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଅଟୋ ଡ୍ରାଇଭରଙ୍କୁ ସଂକଟାପନ୍ନ ଅବସ୍ଥାରେ ସୋନପୁର ଡାକ୍ତରଖାନା ନିଆଯାଇଛି । ଘଟଣାରୁ ପ୍ରକାଶ…

ଶୁଖିଲା ପଡିଛି ମହାନଦୀ

ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା ପଡୁଛି । କିନ୍ତୁ ଚଳିତବର୍ଷ ଜାନୁୟାରୀ ମାସ ଆରମ୍ଭରୁ ନଦୀରେ ପାଣି ଦେଖିବାକୁ ମିଳୁ…

ଜେପିଏଲ୍‌ କ୍ରିକେଟ ଟୁର୍ନାମେଣ୍ଟ: ଖୁଣ୍ଟବନ୍ଧ ଚାମ୍ପିୟନ

ଜହ୍ନାପଙ୍କ, ୩୧।୧୨ (ଡି.ଏନ.ଏ): ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତ ଅନ୍ତର୍ଗତ ଜହ୍ନାପଙ୍କ ମେଡିକାଲ ପଡ଼ିଆରେ ୟୁଥ ସ୍ପୋର୍ଟିଂ ଆନୁକୂଲ୍ୟରେ ଚାଲିଥିବା ୨ୟ ଜେପିଏଲ କ୍ରିକେଟ ପ୍ରତିଯୋଗିତା ଗୁରୁବାର ଫାଇନାଲ ଖେଳ ସହ ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମିଫାଇନାଲ ଜହ୍ନାପଙ୍କ ଦଳ ଏବଂ…

ଆଧୁନିକ ପ୍ରଣାଳୀରେ କଲରା ଚାଷ: ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣା ସାଜିଛନ୍ତି ରଶ୍ମି

ପୁରୁଣାକଟକ,୩୧ା୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ଼ ପଞ୍ଚାୟତ କୋଇଲିସୁତା ଗ୍ରାମର ଯୁବ ଚାଷୀ ରଶ୍ମି ରଞ୍ଜନ ବାଘ(୩୫)। ବର୍ତ୍ତମାନ ସେ ଚାକିରି ଛାଡି ଚାଷ କାର୍ଯ୍ୟ କରି ଆର୍ଥତ୍କ ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଆଧୁନିକ…

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ ଜୟରାମ

ଘଣ୍ଟାପଡା,୧୭।୧୨ (ଡି.ଏନ୍‌.ଏ):ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଆମ୍ବଗାଁର ୩୦ ବର୍ଷୀୟ ଯୁବ ଗବେଷକ ଜୟରାମ ରଣା। ଜୈବ ରାସାୟନିକ ଗବେଷକ ରଣା ବିଶ୍ୱର ସର୍ବବୃହତ୍‌ ସାରୁପତ୍ର ପ୍ରଦର୍ଶନ କରି ଗିନିଜ୍‌ ବୁକ୍‌…

ଜିଲା ସଂଗ୍ରହାଳୟ ପାଇଁ ସ୍ବାଧୀନତା ପୂର୍ବର ମୁଦ୍ରା ଦାନ

ମନମୁଣ୍ଡା, ୧୪।୧୨(ଡି.ଏନ.ଏ.)-ବୌଦ୍ଧ ଜିଲାର ପୁରୁଣା ଜିଲାପାଳ କାର୍ଯ୍ୟାଳୟରେ ଜାନୁୟାରୀ ୨ତାରିଖରେ ଉଦ୍‌ଘାଟନ ହେବାକୁ ଯାଉଛି ସଂଗ୍ରହାଳୟ। ଏଥିପାଇଁ ନିଜ ପାଖରେ ଥିବା ପୁରାତନ ଜିନିଷ ଯାହା ଲୋକଲୋଚନରୁ ହଜିଯାଇଛି ସେସବୁୁ ଦାନ କରିବା ପାଇଁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଜିଲାବାସୀଙ୍କୁ ଅନୁରୋଧ…

ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ହେବ ସଂଗ୍ରହାଳୟ

ବୌଦ୍ଧ, ୪ା୧୨(ସ୍ବ.ପ୍ର.) ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ସଂଗ୍ରହାଳୟ ହେବାକୁ ଯାଉଛି ା ଏଥିପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି ା ତଦନୁଯାୟୀ ପ୍ରାଥମିକ କାମ ଆରମ୍ଭ ହୋଇଯାଇଛି ା ଏହି ସଂଗ୍ରହାଳୟରେ ଜିଲାର ଏତିହ୍ୟ, କଳା, ସଂସ୍କୃତି ଓ ପରମ୍ପରା…

ମୃତଦେହକୁ ନିଜ କାର୍‌ରେ ନେଇ ଘରେ ପହଞ୍ଚାଇଲେ ଯୁବକ: ଛୁଟୁଛି ପ୍ରଶଂସାର ସୁଅ

ହରଭଙ୍ଗା,୧୭।୧୧(ଡି.ଏନ୍‌.ଏ.): ରାସ୍ତାରୁ ଶିଶୁର ମୃତଦେହକୁ କାରରେ ନେଇ ଘରେ ଛାଡି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଲେ ଜଣେ ଯୁବକ। ଏଭଳି ଏକ ଘଟଣା ଘଟିଛି ବଦ୍ଧ ଜିଲା ହରଭଙ୍ଗା ବ୍ଲକରେ। ଉକ୍ତ ଯୁବକ ଜଣକ ହେଲେ ପୁରୁଣା କଟକର ପ୍ରଦୀପ…

ମହାନଦୀରୁ ବିରଳ ମାଛ ଉଦ୍ଧାର

ହରଭଙ୍ଗା,୩୦।୧୦(ଡି.ଏନ.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଙ୍କୁଲେଇ ପଞ୍ଚାୟତ ଅନ୍ତର୍ଗତ ପାଣିଘରା ଗ୍ରାମର ମତ୍ସ୍ୟଜୀବୀମାନେ ଗୁରୁବାର ଏକ ବିରଳ ମାଛ ମହାନଦୀରୁ ଉଦ୍ଧାର କରିଛନ୍ତି। ଏହାର ଓଜନ ପ୍ରାୟ ୧ କେ.ଜି ହେବ। ମାଛଟିର ଦେହରେ କଳା, ଓ ଧଳା ରଙ୍ଗର ଦାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?