ବୌଦ୍ଧ

ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ

ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ କିଛିଦିନ…

ହାତୀର ମୃତଦେହ ଉଦ୍ଧାର: ଦେହରେ ଲାଗିଛି ଗୁଳି

ବୌଦ୍ଧ,୧୭।୬(ଡି.ଏନ୍‌.ଏ.): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ଗୁଟୁଣିମାଟୁ ନାଳ ନିକଟରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଦେଖିବାକୁ ମିଳଛି। ସକାଳେ ତଳଗାଁର କେତେକ ମହିଳା ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହତୀର ମୃତଦେହ ଦେଖିବାକୁ…

ଗ୍ରାମ୍ୟ ଜଙ୍ଗଲରୁ ଅବାଧ ମୋରମ ଚାଲାଣ, ଧ୍ୱଂସ ହେଉଛି ଜଙ୍ଗଲ

ବୌଦ୍ଧ, ୧୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ବଘିଆପଡା ଗଉଡଦେଇ ଗ୍ରାମ୍ୟ ଜଙ୍ଗଲରୁ ଅବାଧରେ ମୋରମ ଚାଲାଣ ହେଉଛି। ଏଥିଯୋଗୁ ଉକ୍ତ ଜଙ୍ଗଲରେ ଥିବା ସବୁଜ ବନାନୀ ଧ୍ୱଂସ ହେବାରେ ଲାଗିଛି। ବନବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲର ସୁରକ୍ଷା ପାଇଁ ଅର୍ଥ ଖର୍ଚ୍ଚ କରାଯାଉଥିଲେ…

କିଡ୍‌ନୀ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ପାଇଁ ଜିଲାପାଳଙ୍କ ନିକଟରେ ଦାବି

ବୌଦ୍ଧ ,୬ା୬(ସ୍ବ.ପ୍ର.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ୧୧ଟି ପଞ୍ଚାୟତର ୨୪ ଗୋଟି ଗ୍ରାମରେ କିଡ୍‌ନୀ ରୋଗ ମହାମାରୀ ରୂପ ଧାରଣ କରିଛି ା ଏହି ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ବର୍ଷ ମଧ୍ୟରେ ୧୮୯ ଜଣଙ୍କ ମୃତ୍ୟୁ…

ପଙ୍ଗପାଳ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲା ପ୍ରଶାସନ: ଆଗୁଆ ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବୌଦ୍ଧ,୪ା୬ (ସ୍ବ.ପ୍ର.)-ଦେଶରେ ବର୍ତ୍ତମାନ ପଙ୍ଗପାଳ ଆକ୍ରମଣ ଯୋଗୁ ବହୁ ଫସଲ ନଷ୍ଟ ହେଉଥିବାରୁ ଚାଷୀ ମହଲରେ ଭାଳେଣି ପଡିଯାଇଛି ା ଏହି ପରିପ୍ରେକ୍ଷୀରେ ବୌଦ୍ଧ ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ପଙ୍ଗପାଳ ଆକ୍ରମଣ ନିୟନ୍ତ୍ରଣ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ଏକ…

କରୋନା କଟକଣା: ବୌଦ୍ଧରେ ସନ୍ଧ୍ୟା ୭ରୁ ସକାଳ ୫ କର୍ଫ୍ୟୁ

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା କଟକଣା ନେଇ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡଲାଇନ୍‌ ବୁଧବାର ପୁର୍ନବାର ପ୍ରକାଶ ପାଇଛି। ପୂର୍ବରୁ ଜାରି ରହିଥିବା ସମସ୍ତ କଟକଣା ବଳବତ୍ତର ରଖାଯିବା ସହିତ ସନ୍ଧ୍ୟା ୭ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା କରାଯାଇ…

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରାରେ କୌଣସି ଭକ୍ତଙ୍କୁ ସାମିଲ କରା ନ ଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ଗ୍ରହଣ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ଦୁଇ ଛାତ୍ର

ବୌଦ୍ଧ,୩୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାନଦୀର କୁଶାସିଙ୍ଗା ଘାଟରେ ଗାଧୋଇବା ବେଳେ ଦୁଇ ଛାତ୍ରଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ହରଭଙ୍ଗା ବ୍ଲକ ଅରଖପଦର ଗ୍ରାମର ୫ ଜଣ ପିଲା ଗାଧୋଇବା ପାଇଁ କୁଶାସିଙ୍ଗା ଘାଟକୁ ରବିବାର ପୂର୍ବାହ୍ନରେ ଯାଇଥିଲେ।…

କରୋନା ସଚେତନତା ପାଇଁ ବାଇକ ଶୋଭାଯାତ୍ରା

ବୌଦ୍ଧ,୩୦ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ଜିଲାରୁ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ଏହା କରୋନା ମୁକାବିଲା ଦିଗରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ଅଧିକ ଉତ୍ସାହିତ କରିଛି। ଏହି…

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ ଜଣାଇଛନ୍ତି…

ଝଡ଼ ତୋଫାନ ଯୋଗୁ ତାର ଛିଣ୍ଡିଲା: ୨ ଦିନ ହେଲା ୨ ପଞ୍ଚାୟତ ଅନ୍ଧାରରେ

ଜହ୍ନାପଙ୍କ, ୩୦।୫ (ଡି.ଏନ.ଏ.)-ଗୁରୁବାର ସନ୍ଧ୍ୟାରେ ହୋଇଥିବା ଝଡତୋଫାନ ଯୋଗୁ ମୁଣ୍ଡାପଡା ଓ ବ୍ରାହ୍ମଣୀପାଲିକୁ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି ା ଫଳରେ ୨ ଦିନ ହେଲା ବ୍ରାହ୍ମଣୀପାଲି ପଞ୍ଚାୟତର କିଛି ଗାଁ ଓ ମୁଣ୍ଡାପଡା ପଞ୍ଚାୟତର ମୁଣ୍ଡାପଡା, ବାରପୁଡୁଗ, କିରାସିରା,…

ଚାଲି ଚାଲି ଫେରୁଥିବା ଦୁଇ ଶ୍ରମିକ ପରିବାର ଉଦ୍ଧାର

ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି । ସେହିପରି ଅନୁଗୋଳ ଜିଲାର ଦୁଇ ଶ୍ରମିକ ପରିବାରର ୭ ଜଣ ଚାଲି ଚାଲି ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri