ବୌଦ୍ଧ

ବନ୍ୟା କ୍ଷୟକ୍ଷତି ଆକଳନ କଲେ ହରଭଙ୍ଗା ତହସିଲଦାର

ହରଭଙ୍ଗା,୯ା୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଞ୍ଚଳରେ ହୋଇଥିବା ଲଗାଣ ବର୍ଷା ଓ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବୁଧବାର ହରଭଙ୍ଗା ଅତିରିକ୍ତ ତହସିଲଦାର ହରିଓଁ ଭୋଇ ଧଳପୁର, କୁଶଙ୍ଗ, ହରଭଙ୍ଗା, ସାମ୍ପୋଚ ଆଦି ବ୍ଲକର ୮ଟି ପଞ୍ଚାୟତର କ୍ଷତିଗ୍ରସ୍ତ ଅଞ୍ଚଳ…

ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର

ହରଭଙ୍ଗା,୭।୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ ମହାଲିକ(୧୭)।…

ଓଲଟିଲା କୋଇଲା ବୋଝେଇ ଟ୍ରଲର୍‌

ହରଭଙ୍ଗା, ୭।୯(ଡି.ଏନ.ଏ.): ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ମାର୍ଦିଙ୍ଗ ନିକଟରେ ସୋମବାର ସକାଳୁ ଏକ କୋଇଲା ବୋଝେଇ ଟ୍ରଲର ଓଲଟି ପଡିଥିବା ଜଣାପଡିଛି। ଉକ୍ତ ଟ୍ରଲରଟି ପାରାଦୀପରୁ ଝାରସୁଗୁଡା ଅଭିମୁଖେ…

୩୦ଫୁଟ ତଳକୁ ଖସିଲା ତେଲ ଟ୍ୟାଙ୍କର୍‌

ହରଭଙ୍ଗା, ୩।୯(ଡି.ଏନ.ଏ): ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଆଡେନିଗଡ ନିକଟରେ ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର ରାସ୍ତା ତଳକୁ ଓଲଟି ପଡିଛି। ସୌଭାଗ୍ୟବଶତଃ ଗାଡିରେ ଥିବା ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l ସୂଚନା…

ନାଳକୁ ଗାଧୋଇ ଯାଇଥିବା ବେଳେ ପଥର ସନ୍ଧିରେ ଫସିଲା ବାଳକଙ୍କ ଗୋଡ଼: ୪ ଘଣ୍ଟା ନାକେଦମ୍‌ ହେବା ପରେ ଉଦ୍ଧାର

ହରଭଙ୍ଗା,୨।୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗାବ୍ଲକ ତିଲେଶ୍ବର ପଞ୍ଚାୟତର ବୁରୁବୁଡା ଗ୍ରାମର ଜଣେ ବାଳକ ନିକଟସ୍ଥ ଲକ୍ଷ୍ମିନାଳକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡଟି ପଥର ସନ୍ଧିରେ ରହିଯାଇଥିଲା। ପୂର୍ବାହ୍ନ ୧୧ଟାରୁ ଏପରି ଘଟିଥିବା ବେଳେ ଦୀର୍ଘ ୪ ଘଣ୍ଟାର ପ୍ରଚେଷ୍ଟା ପରେ ଶେଷରେ…

କରୋନା ଭୟରେ ପରିବାର ଲୋକ ନେଲେନି ମୃତଦେହ: ସାମାଜିକ କର୍ମୀ କଲେ ସତ୍କାର

ବୌଦ୍ଧ, ୩୧ା୮(ସ୍ବ.ପ୍ର.)-କରୋନା ଭୟରେ ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ନେବାକୁ ମନା କରିଦେଲେ ା ଶେଷରେ ପ୍ରଶାସନ ପକ୍ଷରୁ ସାମାଜିକ କର୍ମୀଙ୍କ ସହାୟତାରେ ତାଙ୍କର ଶବ ସତ୍କାର କରାଗଲା ା ଏଭଳି ଏକ ଅଭାବନୀୟ ଘଟଣା ବୌଦ୍ଧ ସହରର ଖଲିଆବଗିଚା…

ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ଉତ୍ତେଜନା

ଜହ୍ନାପଙ୍କ,୧୯।୮(ଡି.ଏନ.ଏ.) – ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରରେ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହି ଗ୍ରାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ କେତେକ…

ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍‌ପି କାର୍ଯ୍ୟାଳୟ ଆଗରେ ଧାରଣା

ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା । ଜିଲା ଭାଜପା ସଭାପତି ବିପ୍ର ଚରଣ ପ୍ରଧାନଙ୍କ ନେତୃତ୍ୱରେ ଯୁବମୋର୍ଚ୍ଚାର…

ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ

ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି…

ଲୋକନାଥ ହତ୍ୟାକାଣ୍ଡ: ୩ ଗିରଫ

କଣ୍ଟାମାଳ,୨୮ା୭(ଡି.ଏନ.ଏ.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି ା ଅଭିଯୁକ୍ତମାନେ ହେଲେ ଲିଙ୍ଗରାଜ ବଗର୍ତ୍ତି, ଜ୍ୟୋତିର୍ମୟ ଦଳାଇ ଓ ସତ୍ୟ ନାରାୟଣ…

ଭାଜପା ନେତାଙ୍କୁ ଗଳାକାଟି ହତ୍ୟା

ଘଣ୍ଟାପଡା/କଣ୍ଟାମାଳ,୨୪।୭(ଡି.ଏନ.ଏ.)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧୀନ ଆମ୍ବଗାଁ ସମଲେଶ୍ୱରୀ ନାଳ ନିକଟ ଆମ୍ବ ବଗିଚାରୁ ଶୁକ୍ରବାର ସକାଳେ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ (୩୨)ଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ…

ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ବୌଦ୍ଧ,୯ା୭(ସ୍ବ.ପ୍ର.)-ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ବଘିଆପଡା ଗୌଡଦେଇ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ ା ପ୍ରକାଶ ଯେ, ବୌଦ୍ଧ ଟିକରପଡା ପଞ୍ଚାୟତ ଅଧୀନ ମେଣ୍ଡିମାଳ ଗ୍ରାମର ଜଣେ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?