ବୌଦ୍ଧ

୫ ଜଣଙ୍କୁ ନେଇ ହେବ ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା  

ମନମୁଣ୍ଡା,୨୯।୫ (ଡି.ଏନ.ଏ.)- ଚଳିତବର୍ଷ କରୋନା କଟକଣା ଯୋଗୁ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡାଠାରେ ଥିବା ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା ରୀତିନୀତି ପୂଜକଙ୍କ ସମେତ ୫ ଜଣଙ୍କୁ ନେଇ କରାଯିବ ା ମନମୁଣ୍ଡା ରଥ କମିଟି ପକ୍ଷରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି…

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ା ପ୍ରାକୃତିକ ବିପର୍ଯ୍ୟୟକୁ ଆଖି ଆଗରେ…

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡି ଯୋଗେ ସେମାନଙ୍କ ରାଜ୍ୟକୁ ପଠାଇ…

ଜହ୍ନାପଙ୍କ ଅଞ୍ଚଳରେ କୂଆପଥର ବର୍ଷା

ଜହ୍ନାପଙ୍କ,୨୮।୫ (ଡି.ଏନ.ଏ.)-ବୌଦ୍ଧ ବ୍ଲକ ଅନ୍ତର୍ଗତ ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଝଡତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ଅଧଘଣ୍ଟା ଧରି କୂଆପଥର ବର୍ଷା ହୋଇଥିଲା। ଯାହାର ଓଜନ ୨୦୦ ଗ୍ରାମ ଉପରେ ହେବ । ବଡ ବଡ…

ଗର୍ଭବତୀ କୌଶଲ୍ୟାଙ୍କୁ ସହାୟତାର ହାତ ବଢାଇଲେ ଡାକ୍ତର  

ମନମୁଣ୍ଡା,୨୫।୫ (ଡି.ଏନ.ଏ)-ମନମୁଣ୍ଡା ଥାନା ଅଧୀନ ଗୁଡଭଙ୍ଗାର କୌଶଲ୍ୟା ସାହୁ ା ବୟସ ୩୫ ା ୫ଟି ସନ୍ତାନର ଜନନୀ ା ଏବେ ସେ ପୁଣି ୭ ମାସର ଗର୍ଭବତୀ ା ଗଲାମାସରେ ସ୍ବାମୀ ହାତ ଛାଡି ଦେଇ ପରପାରିକୁ ଚାଲି ଯାଇଛନ୍ତି…

ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ

ଜହ୍ନାପଙ୍କ,୨୪।୫ (ଡି.ଏନ.ଏ)- ବୌଦ୍ଧ ବ୍ଲକ ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ଏହି ସାହିରେ ୨୦ ପରିବାରର ପ୍ରାୟ ୩୦୦ ଲୋକ ବସବାସ କରନ୍ତି । ଏମାନଙ୍କ ପାଇଁ ୨ଟି ନଳକୂପ ଅଛି । ମାତ୍ର…

ତାମିଲନାଡୁରେ ଫସି ରହିଛନ୍ତି ୩୦ ଶ୍ରମିକ

ବୌଦ୍ଧ,୨୩ା୫(ସ୍ବ.ପ୍ର.)-ଲକ୍‌ଡାଉନ ଯୋଗୁ ବୌଦ୍ଧ ଜିଲାର ୩୦ ଜଣ ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରା ନ ଗଲେ ଜୀବନ ପ୍ରତି ବିପଦ ରହିଥିବା ସେମାନେ ଏକ ଭିଡିଓ ବାର୍ତ୍ତାରେ ଜଣାଇଛନ୍ତି ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ…

ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ବୁଲିଲେ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୩ା୫(ସ୍ବ.ପ୍ର.)-କରୋନା ନେଇ ସମସ୍ତେ ଭୟଭୀତ ଥିବା ବେଳେ ସରକାର ଓ ପ୍ରଶାସନ ଏହାର ମୁକାବିଲା ପାଇଁ ପ୍ରୟାସ ଚଳାଇଛନ୍ତି ା ବୌଦ୍ଧ ଜିଲାରେ ୧୦୧ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ କରାଯାଇ ଥିବା ବେଳେ ୫୬ କେନ୍ଦ୍ରରେ କେବଳ ପ୍ରବାସୀ ଶ୍ରମିକଙ୍କୁ ରଖିବାର…

ସାବିତ୍ରୀ ବ୍ରତ ପାଇଁ ବଜାରରେ ଭିଡ଼: ମାନିଲେନି ସାମାଜିକ ଦୂରତା

ବୌଦ୍ଧ,୨୧ା୫ (ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଛୁଇଁଛି ା ତେବେ ଆସନ୍ତାକାଲି ସାବିତ୍ରୀ ବ୍ରତ ପଡୁଥିବାରୁ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇ ଗୁରୁବାର ଦୈନିକ ବଜାରରେ ଭିଡ ଜମାଇଥିବା ଦେଖିବାକୁ ମିଳିଥିଲା ା ଅଧିକାଂଶ ଲୋକେ ବିନା ମାସ୍କରେ…

ଖୋର୍ଦ୍ଧାର ୭ ଶ୍ରମିକ ସାଇକେଲରେ ଘରମୁହାଁ

ଜହ୍ନାପଙ୍କ,୨୧।୫ (ଡି.ଏନ.ଏ.)- ରାୟପୁରକୁ କାମ କରିବାକୁ ଯାଇଥିବା ଖୋର୍ଦ୍ଧା ଭାପୁର ଅଞ୍ଚଳର ୭ ଶ୍ରମିକ ସାଇକେଲରେ ଘରମୁହଁା ହୋଇଛନ୍ତି ା ସେଠାରୁ ବାହାରିବାର ତିନି ଦିନ ପରେ ସେ ଜହ୍ନାପଙ୍କରେ ପହଞ୍ଚତ୍ ଥିବା ଜଣାଯାଇଛି ା ଏହି ଶ୍ରମିକମାନେ ପରିବାର ପ୍ରତିପୋଷଣ…

ରାଜ୍ୟ ବାହାରେ ଫସିଛନ୍ତି ୭ହଜାର ଶ୍ରମିକ: ଫେରାଇ ଆଣିବା ପାଇଁ ଦାବି

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବୌଦ୍ଧ ଜିଲାର ପ୍ରବାସୀ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ ମଙ୍ଗଳବାର ଜିଲା ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ଦାବିପତ୍ର ପ୍ରଦାନ ସମୟରେ ଜିଲା ଭାଜପା ସଭାପତି ବିପ୍ରଚରଣ ମହାନ୍ତି , ବରିଷ୍ଠ ଭାଜପା ନେତା…

ରାଜ୍ୟ ବାହାର ଲୋକଙ୍କୁ ଖାଇବାକୁ ଦେଇ ସଙ୍ଗରୋଧ କେନ୍ଦ୍ରକୁ ଗଲେ ହୋଟେଲ ମାଲିକ

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବାହାର ରାଜ୍ୟର କେତେଜଣ ବ୍ୟକ୍ତିଙ୍କୁ ହୋଟେଲରେ ବସାଇ ଖାଇବାକୂୁ ଦେବାରୁ ବୌଦ୍ଧ ସହରର ଏକ ହୋଟେଲ ମାଲିକ ଓ ତାଙ୍କ ଭାଇଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଯିବାକୁ ପଡିଛି ା ମିଳିଥିବା ସୂଚନା ଅନୁଯାୟୀ, ସହରର ପୁରୁଣା ବ୍ଲକ ଛକଠାରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri