ବୌଦ୍ଧ

ଉପରେ ପିଆଜ ବସ୍ତା, ତଳେ ଗଞ୍ଜେଇ

ମନମୁଣ୍ଡା, ୧୯।୫ (ଡି.ଏନ.ଏ.)-ବୌଦ୍ଧ ଜିଲା ଅଧୀନ କଣ୍ଟାମାଳରୁ ଏକ ଟ୍ରକ ଯୋଗେ ମନମୁଣ୍ଡା ଦେଇ ଚୋରାଚାଲାଣ ହେଉଥିବା ୧୧ କୁଇଣ୍ଟାଲ ଗଞ୍ଜେଇ ଓ ୩୫ ବସ୍ତା ପିଆଜକୁ ସ୍ଥାନୀୟ ପୋଲିସ ସୋମବାର ଜବତ କରିଛି ା ଏହି ଘଟଣାରେ ଡ୍ରାଇଭର ସମେତ…

ପୁଣି ଜିଲାକୁ ଫେରିଲେ ୫୮ ପ୍ରବାସୀ

ବୌଦ୍ଧ,୧୬।୫(ସ୍ବପ୍ର): ବୌଦ୍ଧ ଜିଲାକୁ ପ୍ରତିଦିନ ପ୍ରବାସୀ ଶ୍ରମିକଙ୍କ ଆଗମନ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନର କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରଖାଯାଉଛି। ଶୁକ୍ରବାର ସୁଦ୍ଧା ଜିଲାକୁ ୫୪୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିଲେ। ଶନିବାର ବିଭିନ୍ନ ରାଜ୍ୟରୁ ୫୮…

ଆମେ ଘରକୁ ଫେରିବାକୁ ଚାହୁଁଛୁ

ଘଣ୍ଟାପଡା,୧୬।୫ (ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତର ଶୂଳିଆ, ନୂଆପାଲି ସମେତ ଆଖପାଖ ଗାଁ ଗୁଡିକର ଅନେକ ଲୋକ ତାମିଲନାଡୁରେ କାମ କରୁଛନ୍ତି। ହେଲେ ଲକଡାଉନ୍‌ ଯୋଗୁ କାମ ବନ୍ଦ ହୋଇଯିବାରୁ ଏମାନେ କାମ କାମରୁଥିବା କମ୍ପାନୀରେ ଫସି…

ମୟୂରଭଞ୍ଜର ୭ ଶ୍ରମିକଙ୍କୁ ନିଜ ଗାଁକୁ ପଠାଇଲା ପ୍ରଶାସନ

ବୌଦ୍ଧ,୧୬।୫ (ସ୍ବ.ପ୍ର.): ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। ଏଣୁ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରହି କାମଧନ୍ଦା କରୁଥିବା ଶ୍ରମିକ ଶ୍ରେଣୀର ଲୋକେ ସେମାନଙ୍କ ଘରକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନେକ ଲୋକ…

କୋଚିଂ ସେଣ୍ଟରରେ ପାଠ ପଢ଼ାଇ ୨ ଅଧ୍ୟାପକ ତଣ୍ଡ ଗଣିଲେ

ବୌଦ୍ଧ,୧୫ା୫(ସ୍ବ.ପ୍ର.)-କେରାନା ଭୁତାଣୁ ସଂକ୍ରମଣ ଆଶଙ୍କାରେ ସାରା ଦେଶରେ ସମସ୍ତ ଶିକ୍ଷା ଅନୁଷ୍ଠାନ ସହ କୋଚିଂ ସେଣ୍ଟର ବନ୍ଦ ରହିଛି। ଯେଉଁମାନେ ଏହାର ଅବମାନନା କରିବେ ସେମାନେ ଦଣ୍ଡିତ ହେବାର ନିୟମ ଅଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲାର ଦୁଇ ଅଧ୍ୟାପକ କୋଚିଂ…

ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ…

କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ ଦାବି

ବୌଦ୍ଧ,୮।୫(ସ୍ବ.ପ୍ର.)-କାଳବୈଶାଖୀ ଯୋଗୁ କ୍ଷତିଗସ୍ତ ହୋଇଥିବା ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ଦୁଇ ଦିନ ତଳେ ପ୍ରବଳ ବେଗରେ ପବନ ବହିବା ଫଳରେ ବହୁ ଚାଳ ଓ ଟିଣ ଛପର ଘର ଭାଙ୍ଗି ପଡିଥିଲା।…

ରକ୍ତଦାନ କରି ପାଳିତ ହେଲା ରେଡ୍‌କ୍ରସ୍‌ ଦିବସ

ବୌଦ୍ଧ,୮।୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ରେଡକ୍ରସ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ନିରାଡମ୍ବର ଭାବେ ପାଳିତ ହୋଇଥିଲା। ଏଥିରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟଅତିଥି, ୫ମ ଭାରତୀୟ ରିଜର୍ଭ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ପ୍ରସାଦ ବାବୁ, ଉପଜିଲାପାଳ ଏନ୍‌.ସି.…

ରବି ଧାନ ବିକ୍ରି, ୧୯ରୁ ଖୋଲିବ ମଣ୍ଡି

ବୌଦ୍ଧ,୭ା୫(ସ୍ବ.ପ୍ର.)-ରବି ଧାନ କ୍ରୟ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୯ରୁ ମଣ୍ଡି ଖୋଲିବ ବୋଲି ବୁଧବାର ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାରେ ୨୫ଟି ମଣ୍ଡି ଖୋଲିବ। ୨…

ବୌଦ୍ଧ ପ୍ରଶାସନ ଜାରି କଲା ନୂତନ ନିର୍ଦ୍ଦେଶନାମା

ବୌଦ୍ଧ,୫ା୫(ସ୍ବ.ପ୍ର.)-ତୃତୀୟ ପର୍ଯ୍ୟାୟ ଲକଡାଉନ ପରେ ସାରା ଦେଶକୁ ତିନିଗୋଟି ଜାନରେ ବିଭକ୍ତ କରାଯାଇଛି। ରେଡ, ଅରେଞ୍ଜ ଓ ଗ୍ରୀନ ଜୋନରେ ଭିନ୍ନ ଭିନ୍ନ ଭାବେ ନିୟମ କରାଯିବା ସହ କଟକଣା ଜାରି କରାଯାଇଛି ା ବୌଦ୍ଧ ଜିଲା ଗ୍ରୀନ ଜୋନରେ ଥିବା…

ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ, ଜିଲାବାସୀ ଆତଙ୍କିତ

ବୌଦ୍ଧ, ୪ା୫ (ସ୍ବ.ପ୍ର.) ରାଜ୍ୟ ବାହାରେ ରହୁଥିବା ପ୍ରବାସୀ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ ଫେରିବା ଲାଗି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇବା ପରେ ଏହା ଚିନ୍ତା ବଢାଇଛି। ପ୍ରତିଦିନ ଶହ ଶହ ଶ୍ରମିକ ବସ୍‌ ଯୋଗେ ଘରକୁ ବାହୁଡୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri