ବୌଦ୍ଧ

୧୨ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ,୨୧।୧(ସ୍ବ.ପ୍ର): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲାରେ ଜମି ହରାଇଥିବା ପ୍ରଜାମାନେ ବଜାର ଦର ଆଧାରରେ କ୍ଷତିପୂରଣ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଛନ୍ତି। କ୍ଷତିଗ୍ରସ୍ତ ପ୍ରଜା ସମିତି ପକ୍ଷରୁ ସକାଳ ୬ଟାରୁ ସହରର ବ୍ରିଜ୍‌ ଛକଠାରେ…

ମହୋତ୍ସବ ଋତୁ

ବୌଦ୍ଧ ଜିଲା ସଂସ୍କୃତିସମ୍ପନ୍ନ ଐତିହାସିକ, ଶାନ୍ତି, ପ୍ରୀତି ଓ ମୈତ୍ରୀର ପବିତ୍ର ମାଟି। ସେହି ଜିଲାରେ ବର୍ଷସାରା ମହୋତ୍ସବର ଋତୁ ଚାଲିଛି। ହରଭଙ୍ଗା ବ୍ଲକ ପୁରୁଣାକଟକରେ ମା’ ଭୈରବୀ ମହୋତ୍ସବ, ବୀରନରସିଂହପୁରରେ ଗଡଜାତ ଲୋକ ମହୋତ୍ସବ, ବୌଦ୍ଧରେ ଜିଲା ମହୋତ୍ସବ ପାଳନ…

ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର

  ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)- ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍‌ରା ହେଇ ବିପଦ୍‌ ଅବସ୍‌ତାରେ ଥିବାର ରାଏଜ୍‌ ସରକାରକଁର ନଜରକେ ଆସିଥିଲା। ସେ ଘରଯାକ ଭାଂଗି ତାର ଜାଗାରେ ନୂତନ କୁଠା ତିଆରବାକେ ରାଏଜ୍‌ ସରକାର…

ବାରବାର ଆବେଦନ କରି ନିରାଶ: ଭତାରୁ ବଁଚିତ୍‌ ଲକ୍ଷ୍ମୀଧର, ସୁଶୀଲା

କଣ୍ଟାମାଳ, ୯ା୧(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଁଚେତ୍‌ ଅଧୀନ ମାଣ୍ଡିଆଯୋର ଗଁାର ଲକ୍ଷ୍ମୀଧର ବେହେରା(୫୪) ଆର ବିଧବା ସୁଶୀଲା ଭୋଇ(୪୭) ଭତାରୁ ବଁଚିତ୍‌ ହେଇ ବଡ଼ା ଦୁଖେ ଦିନ୍‌ ବିତଉଛନ୍‌। ଉଭଏ ଅନେକଥର ଭତାର ଲାଗି କାଗଜପତର ଦେଇଛନ୍‌।…

ବୌଦ୍ଧରେ ବନ୍ଦ ପାଳନ

ବୌଦ୍ଧ,୮।୧(ସ୍ବ.ପ୍ର.): ସାରା ଦେଶରେ ୧୨ ଦଫା ଦାବି ନେଇ ବିଭିନ୍ନ ଶ୍ରମିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବୌଦ୍ଧରେ ମଧ୍ୟ ଏହି ବନ୍ଦ ଡାକରା ଦିଆଯାଇଛି। ସିପିଆଇ ନେତା ଅବକାଶ ସାହୁଙ୍କ ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଠନର କର୍ମକର୍ତ୍ତା ସକାଳ…

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା ଆରମ୍ଭ ହୋଇଥିଲା। ମାତ୍ର ୫/୬ ଜଣ ଚାଷୀଙ୍କ ଧାନକିଣା ପରେ ସମବାୟ କର୍ତ୍ତୃପକ୍ଷ ମଣ୍ଡିକୁ…

ହରଭଙ୍ଗା ବ୍ଳକରେ ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ବୌଦ୍ଧ,୨୦।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ସରକାରୀ ଯୋଜନା ବାଟବନା ହେଇଛେ। ବ୍ଲକର ଅନେକ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ବିଲ୍‌ ଟଁକା ପାଏବାର ଲାଗି ହଟ୍‌ହଟା ହେଉଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ ହରଭଙ୍ଗା ବ୍ଲକ…

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର ଉନ୍ନତି…

୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

  ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଗୁଲ୍‌ଗୁଲାରେ…

ବରଗୋଛା-ଦପଲା ରାସ୍‌ତା: ନୂତନ ରାସ୍‌ତା ଲାଗି ଅଂଚଲବାସୀକର ଦାବି

ମନମୁଣ୍ଡା, ୧୬।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଧୀନ ବରଗୋଛା-ଦପଲା ୨୦ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଦେଖ୍‌ରେଖ, ମରାମତି ଅଭାବୁ ପିଚୁ ଉଠି ମେଟାଲ ଯାକ ଯାହିଁତାହିଁ ପଡ଼ିଛେ। ସେନ୍‌ତା ରାସ୍‌ତାର ଅନେକ ଜାଗାରେ ବଡ଼ ବଡ଼…

ବାଇକ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବୌଦ୍ଧ,୧୪।୧୨(ସ୍ବ.ପ୍ର.): ବୌଦ୍ଧ ସହରର ବ୍ରିଜ୍‌ ଛକ ନିକଟରେ ଶନିବାର ସକାଳେ ବାଇକ୍‌ ସହ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟୁଟୁସିଙ୍ଗା ଗ୍ରାମର ମହେଶ ପ୍ରଧାନ(୧୮)। ସେହିଭଳି…

ଧାନଖଳାରେ ନିଆଁ ଲଗାଇଲେ ଦୁର୍ବୃତ୍ତ

କଣ୍ଟାମାଳ,୧୧।୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖଟଖଟିଆ ପଞ୍ଚାୟତର ସିନ୍ଦୁରପୁର ଗାଁରେ ଜଣେ ଚାଷୀଙ୍କ ଧାନ ଖଳାରେ ବୁଧବାର ଭୋରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ଚାଷୀ ମନୋଜ ଭୋଇଙ୍କ ଧାନ ଖଳାରେ ଥିବା ସମ୍ପୂର୍ଣ୍ଣ ଧାନ ପୋଡି ନଷ୍ଟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?