ପାରିବାରିକ କଳହର କରୁଣ ପରିସ୍ଥିତି: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ
ବୌଦ୍ଧ,୨୬।୭(ଅଜିତ କୁମାର ବାରିକ): ବୌଦ୍ଧ ଜ଼ିଲା ହରଭଂଗା ବ୍ଲକର ପୁରୁଣା କଟକ ଥାନା ପଛ ପଟେ ରହୁଥିବାଜଣେ ଯୁବକ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଜଣାପଡିଛି । ସୂଚନା ମୁତାବକ, ତୁକୁ ଲୁଣ୍ଡା ଗ୍ରାମର ସାଜନ ପ୍ରଧାନ ଗ୍ରାମ ନିକଟସ୍ଥ…
ରାସ୍ତା ଖରାପ, ଆମ୍ବୁଲାନ୍ସକୁ ଟାଣିଲା ଟ୍ରାକ୍ଟର
ପଲସାଗୋରା,୨୫।୭(ଅଶ୍ୱିନୀ କୁମାର ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ତବଡ଼ା-ବିରାମୁଣ୍ଡା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଲୋକଙ୍କ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ ହେଉଥିବା ବେଳେ ବିରାମୁଣ୍ଡା ଗ୍ରାମବାସୀଙ୍କ ପାଇଁ…
ବୌଦ୍ଧରେ ପ୍ରବଳ ବର୍ଷା: ବନ୍ୟାସ୍ରୋତରେ ଟ୍ରାକ୍ଟର ଭାସିଗଲା
କଣ୍ଟମାଳ,୨୪।୭(ଅଦିତେଶ୍ୱେର ମିଶ୍ର): ବୌଦ୍ଧ ଜିଲାରେ ଗତକାଲି ରାତିରେ ଲଗାଣ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବର୍ଷା କାରଣରୁ କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ରାସ୍ତାରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ…
ଗଛରେ ବାଇକ୍ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ
ବଘିଆପଡ଼ା,୭ା୭(ଶ୍ରୀକାନ୍ତ ସାହୁ): ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଜହ୍ନାପଙ୍କ-ଖଲିଆପାଲି ରାସ୍ତାର ତାଳଗରୀ ଛକରେ ରବିବାର ରାତିରେ ଏକ ବାଇକ ଆରୋହୀ ବିଜାପଦର ଗ୍ରାମକୁ ଯାଉଥିବା ସମୟରେ ଏକ ନିମ୍ବ ଗଛରେ ପିଟି ହେବାରୁ ବାଇକ ଆରୋହୀ ଗୁରୁତର ହୋଇଥିଲେ। ବିଜାପଦର…
ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା କାର୍, ଦମ୍ପତି ମୃତ
ହରଭଂଗା,୩।୭( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜ଼ୀଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ରମ୍ଭିକଟା ଟୋଲ ଗେଟ୍ଠାରେ ଘଟିଛି ବଡ଼ ଦୁର୍ଘଟଣା। ଗେଟ୍ଠାରେ ଠିଆ ହୋଇଥିବା ଟ୍ରକକୁ ଏକ କାର ଧକ୍କା ଦେବା ଫଳରେ ୨ଜଣ କର ମୃତ୍ୟୁ ଘଟିଛି। ସୂଚନା…
ଅପେକ୍ଷାର ହେଲା ଅନ୍ତ: ବୌଦ୍ଧବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ରେଳ ଲାଇନରେ
ବୌଦ୍ଧ/ହରଭଙ୍ଗା,୨୦ା୬ (ଅଜିତ କୁମାର ବାରିକ/ ନରେନ୍ଦ୍ର କୁମାର ସାହୁ): ବୌଦ୍ଧବାସୀଙ୍କ ଦୀର୍ଘଦିନର ଅପେକ୍ଷା ଅନ୍ତ ହୋଇଛି। ଜିଲାବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇଛି। ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକରୁ ରେଳ ଶୁକ୍ରବାର ଗଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ
ବୌଦ୍ଧ,୨୦।୬(ଅଜିତ କୁମାର ବାରିକ): ବୌଦ୍ଧ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଶୁକ୍ରବାରଠାରୁ ବୌଦ୍ଧ ଜିଲାରୁ ରେଳ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଜିଲାବାସୀଙ୍କ ମନରେ ଉକତ୍ଣ୍ଠା ଭରିରହିଛି। ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ…
ବୋଲେରୋ-ଟ୍ରକ୍ ମୁହାଁମୁହିଁ, ଜଣେ ମୃତ, ୯ ଆହତ
ହରଭଙ୍ଗା,୧୪ା୬(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍ ସମୟରେ ଏକ ବୋଲେରୋ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସୂଚନା ମୁତାବକ…
ଲାଇନ୍ କାମ ସାରି ଫେରୁଥିଲେ; ଗଛରେ ପିଟି ହୋଇଗଲା ବୋଲେରୋ; ଚାଳକ ମୃତ; ଯନ୍ତ୍ରୀଙ୍କ ସମେତ ୩ ଗୁରୁତର
ହରଭଙ୍ଗା,୩।୬(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଦଠାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚାରିଛକ ବିଦ୍ୟୁତ ବିଭାଗର ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଯନ୍ତ୍ରୀ…
ବୌଦ୍ଧରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ବୈଠକରେ ଯୋଗ ଦେଇ…
ବୌଦ୍ଧ,୧୮ା୫(ଅଜିତ କୁମାର ବାରିକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବୌଦ୍ଧ ଜିଲା ଗସ୍ତ କରି ବିଭିନ୍ନ ବିଭାଗର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ବୌଦ୍ଧରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏହି…
ଯୁବ ବ୍ୟବସାୟୀଙ୍କୁ ଟଙ୍କା ପାଇଁ ହତ୍ୟା: ଖବରଦାତା ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍ପି, ୨ ଗିରଫ
ବୌଦ୍ଧ,୩୦ା୪(ଅଜିତ କୁମାର ବାରିକ): ଗତ ୨୭ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଜଗଦୀଶପୁର ଛକଠାରେ ରାସ୍ତା ମଝିରେ ବୌଦ୍ଧ ସହର ଗଣେଶ ବଜାରର ଯୁବ ବ୍ୟବସାୟୀ ମନୋଜ ପାତ୍ର ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ। ଜଣେ…
ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ
ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯିବା ସହ ହରିବୋଲ, ହୁଳହୁଳିରେ ପରିବେଶ ପ୍ରକମ୍ପିତ ହୋଇଥିଲା। ଏଥିରେ ଅତିଥି ଭାବେ ଯୋଗଦେଇଥିବା…
Archives


