ବୌଦ୍ଧ

ଘର ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର: କୋର୍ଟରୁ ଆସିଲା ବଡ଼ ରାୟ

ବୌଦ୍ଧ,୧୬ା୧୦(ଅଜିତ କୁମାର ବାରିକ): ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜ୍‌ ଅଖିଲ କୁମାର ପଶ୍ଚିମକବାଟ ଏହି ମାମଲା ବିଚାର କରି ଅଭିଯୁକ୍ତ ସରୋଜ ରଣବିଡା(୨୩)କୁ ୨୦ ବର୍ଷ କାରାଦଣ୍ଡରେ…

ବାଇକ୍‌ ଦୁର୍ଘଟଣା: ଚାଲିଗଲା ୨ ଜୀବନ

ବାଉଁଶୁଣୀ,୧୬।୧୦(ଦେବାଶିଷ ନେପାକ): ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଗୁରୁବାର ଏକ ବାଇକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁୃ ହୋଇଛି। ମୃତକ ଦ୍ୱୟ ହେଲେ ଶୁଭମ ରାଜହଂସ ଓ ଶୀତଳ…

ମାନମୁଣ୍ଡାକୁ NAC ଘୋଷଣା ଦାବି: ୧୨ ଘଣ୍ଟିଆ ବନ୍ଦ ଡାକରା, ଯାତାୟାତ ଠପ୍‌

କଣ୍ଟାମାଳ,୨୩।୯( ଆଦିତ୍ୟଶ୍ୱେର ମିଶ୍ର): ବୌଦ୍ଧ ଜିଲା ମାନମୁଣ୍ଡାକୁ ଏନଏସି ଘୋଷଣା ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବନ୍ଦ ପାଳନ ହୋଇଛି। ନିର୍ବାଚନ ପୂର୍ବରୁ ମାନମୁଣ୍ଡାକୁ ସରକାର ଏନଏସି ଘୋଷଣା କରିଥିଲେ। କିନ୍ତୁ ନିର୍ବାଚନ ପରେ ବର୍ତ୍ତମାନର ରାଜ୍ୟର ଅନେକ ସ୍ଥାନକୁ ଏନଏସି…

ବାଣ ବିସ୍ଫୋରଣ ଘଟଣା: ଗୋଦାମରେ ପୋଲିସର ଚଢ଼ାଉ, ଫେରାର ମାରିଲେ ଅଭିଯୁକ୍ତ

ହରଭଙ୍ଗା,୨୨ା୯(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ପୁରୁଣାକଟକ ବଜାର ନିକଟସ୍ଥ ଜିଆକଟା ଗ୍ରାମରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିବା ଫଳରେ ୨ଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇପଡ଼ିଥିଲେ। ପୋଲିସ ବାଣ ଗୋଦାମ କରିଥିବା…

ବୌଦ୍ଧରେ ଭୟଙ୍କର ବାଣ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ବୌଦ୍ଧ,୨୧।୯: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା-ଛତ୍ରପୁର ଗାଁ ମଧ୍ୟ ଭାଗରେ ଥିବାରେ ଏକ ବାଣ ଗୋଦାମରେ ରବିବାର ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ବୃଦ୍ଧି ଘଟି ୨ରେ ପହଞ୍ଚିଛି। ଜଣେ ମହିଳା ନିଖୋଜ ଥିବା…

ବାଣଗୋଦାମରେ ବିସ୍ଫୋରଣ: ଗୋଟିଏ କିଲୋମିଟର ପର୍ଯ୍ୟନ୍ତ ଥରିଲା ଘରଦ୍ୱାର, ଜଣଙ୍କ ଜୀବନ ଗଲା

ହରଭଙ୍ଗା,୨୧ା୯: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଏହା ସହିତ ଜଣଙ୍କର ମୃତ୍ୟୁ…

୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଚକ-ଅଖ ସବୁ ଠପ୍‌

କଣ୍ଟାମାଳ,୧୯।୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କଣ୍ଟାମାଳକୁ ସବ୍‌ଡିଭିଜନ, ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର, ଗାଡ଼ି…

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ ଖୋଲି ସରକାରୀ ଅଫିସରଙ୍କଠାରୁ….

ବୌଦ୍ଧ,୨୨ା୮: ବୌଦ୍ଧ ଜିଲାପାଳଙ୍କ ନାଁରେ କେହି ଜଣେ ଫେକ୍‌ ହ୍ବାଟ୍ସଆପ୍‌ ଆକାଉଣ୍ଟ ଖୋଲିଛନ୍ତି। ଫଟୋ ଲଗାଇ ସରକାରୀ ଅଫିସରଙ୍କଠାରୁ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ଜିଲାପାଳ ବିଭୂତି ଭୂଷଣ ନାୟକ ଏନେଇ ଜନସାଧାରଣଙ୍କୁ ସତର୍କ ରହିବାକୁ ନିବେଦନ କରିଛନ୍ତି। ଏଥିସହିତ ଜିଲାପାଳ…

ଡକାୟତି ଘଟଣାରେ ୬ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଦୁଇ ନାବାଳକ

ବୌଦ୍ଧ,୧୧ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଦିନକୁ ଦିନ ଚୋରି ଡକାୟତି ବୃଦ୍ଧି ପାଉଥିବା ବେଳେ ପୋଲିସ ପକ୍ଷରୁ ଏକ ଡକାୟତି ଘଟଣାରେ ଜଣେ ନାବାଳକଙ୍କ ସହ ୪ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି। ପୋଲିସ ଅଭିଯୁକ୍ତମାନଙ୍କ ପାଖରୁ ଗୋଟିଏ…

ବୁଲେଟ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ୨ ଜୀବନ

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ଗୁରୁବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଥାନା ଗଜରାଜପୁର ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହ ବୁଲେଟ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ବାଉଁଶୁଣୀ…

କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ: ୪୪ ପ୍ଲଟ ସହ ଘରୁ ମିଳିଥିଲା ପୁଳାପୁଳା ସୁନା-ରୁପା

ଭୁବନେଶ୍ୱର,୪।୮: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମ୍‌ଭିଆଇ) ଗୋଲାପ ଚନ୍ଦ୍ର ହାଂସଦାଙ୍କୁ ଭିଜିଲାନ୍ସ ଗିରଫ କରିଛି। ରବିବାର ଗୋଟିଏ ଦିନର ଯାଞ୍ଚରେ ଗୋଲାପଚନ୍ଦ୍ରଙ୍କର ୪୪ ପ୍ଲଟ୍‌ ଥିବା…

ବୌଦ୍ଧ MVI ଗୋଲାପ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଝିଅଘରେ ବି…

ବୌଦ୍ଧ,୩।୮: ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଂସଦା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରବିବାର ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଚାଲିଛି। ତାଙ୍କ ବାରିପଦା ଘର, ବୌଦ୍ଧ ଭଡ଼ା ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?