ବୌଦ୍ଧ

ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ…

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଥିବାବେଳେ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ। ଫଳରେ ବୌଦ୍ଧ ଜିଲାର ଚାଷୀମାନେ…

କାନ୍ଥପଡ଼ି ମହିଳା ମୃତ, ଜଣେ ଗୁରୁତର: ଅଳ୍ପକେ ବର୍ତ୍ତିଲେ ଶିଶୁପୁତ୍ର

କଣ୍ଟାମାଳ,୭।୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ପରାଗାଁରେ କାନ୍ଥପଡି ଶନିବାର ସକାଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚନ୍ଦ୍ରକଳା ସାହୁ। ଗୁରୁତର ସୁଦେଷ୍ଣା ଦଣ୍ଡୁୁଆସୀ। ସୂଚନାଯୋଗ୍ୟ, ଚନ୍ଦ୍ରକଳା ସୁଦେଷ୍ଣାଙ୍କ ଘରକୁ ଆସିଥିଲେ…

ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ ପଟୁଆର ସହ ମହାନଦୀରୁ ଜଳ ଆସିଥିଲା। ନବାନ୍ନ ଭୋଗ ପ୍ରସ୍ତୁତି ପରେ ଦିନ ୧୦ଟା…

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସୂଚନାମୁତାବକ, ୩ ଯୁବକ ଏକ ବାଇକ୍‌ ଯୋଗେ ମନମୁଣ୍ଡାରୁ ନିଜ ଗ୍ରାମ ନୟାଗଡ଼କୁ ଫେରୁଥିବା…

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍‌ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍‌ଷ୍ଟାଣ୍ଡ, ରେଲ ଷ୍ଟେଶନରେ…

ଆବାସ ଯୋଜନାରୁ ବଁଚିତ୍‌ ପୂର୍ଣ୍ଣବାସୀ

ଜହ୍ନାପଙ୍କ, ୨୮।୮ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ତେଲିବନ୍ଧ ପଁଚେତ୍‌ ଅଧୀନ ରାମପୁର ଗଁାର ପୂର୍ଣ୍ଣବାସୀ ଦାସ ଗୁଟେ ଭଂଗା ଦଦ୍‌ରା ଘରେ ଜୀବନ୍‌କେ ପାଏନ୍‌ ଛଡ଼େଇ ରହୁଛନ୍‌। ଇଆଡ଼େ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଭିନେ…

ଗଞ୍ଜେଇ ବୋଝେଇ ପିକ୍‌ଅପ୍‌ ଜବତ: ଡ୍ରାଇଭର ଗିରଫ

କଣ୍ଟାମାଳ ,୨୭।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା କଣ୍ଟାମାଳ ଥାନା ବୋରିଗୁଭା ଛକରେ ମଙ୍ଗଳବାର ଏକ ଗଞ୍ଜେଇ ବୋଝେଇ ପିକ୍‌ଅପ ଭ୍ୟାନକୁ ପୋଲିସ ଜବତ କରିଛିି। ଗାଡ଼ି ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଥିବା ବେଳେ ତାଙ୍କ ପରିଚୟ ଜଣାପଡ଼ି ନାହିଁ। ଉକ୍ତ ଗାଡିରେ…

ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ମୃତ

ବୌଦ୍ଧ,୨୬।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା ଏଡିଏମ୍‌ ରମାକାନ୍ତ ସେଠୀ(୫୫)ଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ସେଠୀ ସୋମବାର ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି…

ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ଗୁରୁତର

ବୌଦ୍ଧ,୨୬।୮(ସ୍ବ.ପ୍ର.) : ବୌଦ୍ଧ ଜିଲା କରଡ଼ାକୋଠା ନିକଟରେ ସୋମବାର ସକାଳୁ କାର୍‌ ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ରମାକାନ୍ତ ସେଠୀ ଗୁରୁତର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍‌ଟି ଭାରସାମ୍ୟ ହରାଇ…

ଭତ୍ତା ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୬ ଅଭିଯୁକ୍ତ ଗିରଫ, ଜଣେ ଫେରାର

ମନମୁଣ୍ଡା, ୨୨।୮ (ଡି.ଏନ.ଏ): ବୌଦ୍ଧ ଜିଲା ଲମ୍ବସରି ଗ୍ରାମପଞ୍ଚାୟତ ଭତ୍ତା ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତର ପୂର୍ବତନ…

ଭତ୍ତା ଟଙ୍କା ନେଇ ଯାଉଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଲୁଟ୍‌ର ଶିକାର

କଣ୍ଟାମାଳ,୧୬।୮(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡା- ଲମ୍ବସରି ରାସ୍ତାର ଯୋଗୀନ୍ଦ୍ରପୁର ନିକଟରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିପୁଳ ଦାସଙ୍କଠାରୁ ଲୁଟ୍‌ ହୋଇଛି। ସୂଚନାଯୋଗ୍ୟ, କାର୍ଯ୍ୟନିର୍ବାହୀ ଅଧିକାରୀ ୩ ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା ନେଇ କାର ଯୋଗେ ଲମ୍ବସରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?